• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏକ ପେଡ୍ ମା କେ ନାମ ୨.୦: ରାଜ୍ୟ ସ୍ତରୀୟ ତଦାରଖ କମିଟି ବୈଠକ

FNN WEB by FNN WEB
October 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏକ ପେଡ୍ ମା କେ ନାମ ୨.୦: ରାଜ୍ୟ ସ୍ତରୀୟ ତଦାରଖ କମିଟି ବୈଠକ
0
SHARES
0
VIEWS

ଭୁବନେଶ୍ବର: “ଏକ ପେଡ଼ ମା’କେ ନାମ” 2.0 କାର୍ଯ୍ୟକ୍ରମ ଅଭିଯାନ ଅଧୀନରେ ବୃକ୍ଷ ରୋପଣର ସୁରକ୍ଷା, ବଞ୍ଚିବା ଓ ସୁସ୍ଥ ଅଭିବୃଦ୍ଧି ପାଇଁ ସ୍ଥିରୀକୃତ ବିସ୍ତୃତ ନିୟମାବଳୀ ଆଧାରରେ ରାଜ୍ୟ ସ୍ତରୀୟ ତଦାରଖ କମିଟିର ବୈଠକ ଗୃହ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେଇ ଯାଇଛି l ଏହି ବୈଠକରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଅଧ୍ୟକ୍ଷତା କରି କହିଲେ ଯେ ଚାରା ଗଛ ବଞ୍ଚିବା ଏବଂ ଏହାର ବୃଦ୍ଧି ଉପରେ ଏକ ପେଡ୍ ମା କେ ନାମ’ ୨.୦ ର ସଫଳତା ନିର୍ଭର କରେ l  ମାର୍ଗଦର୍ଶିକା ଅନୁଯାୟୀ ବୃକ୍ଷ ରୋପଣର ସୁରକ୍ଷା, ବଞ୍ଚିବା ଓ ସୁସ୍ଥ ଅଭିବୃଦ୍ଧି ପାଇଁ ସରକାରୀ ଭାବେ ଆମେ ସମସ୍ତେ ଯତ୍ନବାନ ହେବା ଦରକାର l

        ୧୭ ସେପ୍ଟେମ୍ବର ୨୦୨୫ରେ ବ୍ୟାପକ ବୃକ୍ଷରୋପଣର ଏକ ମାସ ପରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବ୍ୟାପକ ବୃକ୍ଷରୋପଣ ପରେ, ତ୍ରିସ୍ତରୀୟ  ନିରୀକ୍ଷଣ ଓ ଦାୟିତ୍ୱ ବ୍ୟବସ୍ଥା ମାଧ୍ୟମରେ ଦୃଢ଼ ନିରୀକ୍ଷଣ ଏବଂ ଉତ୍ତରଦାୟିତ୍ୱକୁ ସୁନିଶ୍ଚିତ କରିବା ପାଇଁ ୨୨ ସେପ୍ଟେମ୍ବର ୨୦୨୫ ରେ ମିଳିତ ନିର୍ଦ୍ଦେଶାବଳୀ ଜାରି କରା ଯାଇଥିଲା । ଏହି ବୈଠକରେ ଗାଇଡଲାଇନ ଉପରେ ବିସ୍ତୃତ ଆଲୋଚନା କରା ଯାଇଥିଲା ଏବଂ ଓଆରଏସଏସି ଆଧାରିତ ମନିଟରିଂ ୱେବ ପୋର୍ଟାଲର ଏକ ପ୍ରଦର୍ଶନ କରା ଯାଇଥିଲା । ବୃକ୍ଷ ଗୁଡ଼ିକ ବଞ୍ଚିବା ଉପରେ ନଜର ରଖିବା ପାଇଁ ଏହି ପୋର୍ଟାଲ ଏକକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିବ l ଏହାର ପ୍ରଭାବଶାଳୀ ଉପଯୋଗକୁ ସୁଗମ କରିବା ପାଇଁ କ୍ଷେତ୍ରୀୟ ଅଧିକାରୀଙ୍କ ପାଇଁ ଆଗାମୀ ଦିନରେ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯିଵ ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲା ଓ ବିଭାଗମାନଙ୍କ ସମନ୍ୱିତ ପ୍ରୟାସ ଓ ସକ୍ରିୟ ଅଂଶଗ୍ରହଣ ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ସେ କହିଥିଲେ ଯେ “ଏକ ପେଡ଼ ମା’ କେ ନାମ 2.0” ଅଭିଯାନର ସଫଳତା ମାତ୍ର ଗଛ ରୋପଣରେ ନୁହେଁ, ବରଂ ପ୍ରତ୍ୟେକ ଗଛର ଅବିଚ୍ଛିନ୍ନ ଅସ୍ତିତ୍ୱ ଓ ସୁସ୍ଥ ବୃଦ୍ଧି ନିଶ୍ଚିତ କରିବାରେ ରହିଛି।        ବୈଠକରେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନ ବାହିନୀ ମୁଖ୍ୟ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ର ପ୍ରମୁଖ ଶାସନ ସଚିବ, କୃଷି, ପଞ୍ଚାୟତୀ ରାଜ, ଉଦ୍ୟାନ ଏବଂ ଓଡ଼ିଶା ରିମୋଟ ସେନ୍ସିଂ ଆପ୍ଲିକେସନ ସେଣ୍ଟର (ORSAC) ର ବରିଷ୍ଠ ଅଧିକାରୀମାନଙ୍କ ସମେତ ସମସ୍ତ ଜିଲ୍ଲାପାଳ, ବିଭାଗୀୟ ବନ ଅଧିକାରୀ ( DFO) ଓ ମୁଖ୍ୟ ଉନ୍ନୟନ ଅଧିକାରୀ ଯୋଗଦେଇଥିଲେ।

Previous Post

ନୂଆପଡ଼ା ଉପନିର୍ବାଚନ: ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ

Next Post

ଧରତୀ ଆବା ଜନଭାଗିଦାରୀ ଅଭିଯାନ ଅଧୀନରେ କେନ୍ଦୁଝର ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା ଭାବରେ ସମ୍ମାନିତ

FNN WEB

FNN WEB

Next Post
ଧରତୀ ଆବା ଜନଭାଗିଦାରୀ ଅଭିଯାନ ଅଧୀନରେ କେନ୍ଦୁଝର ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା ଭାବରେ ସମ୍ମାନିତ

ଧରତୀ ଆବା ଜନଭାଗିଦାରୀ ଅଭିଯାନ ଅଧୀନରେ କେନ୍ଦୁଝର ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା ଭାବରେ ସମ୍ମାନିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.