• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓର୍‌ମାସ୍‌ର ସ୍ୱତନ୍ତ୍ର ଦୀପାବଳି ଷ୍ଟଲ୍‌: ପରମ୍ପରା ଓ ହସ୍ତଶିଳ୍ପର ଅପୂର୍ବ ସମ୍ମିଶ୍ରଣ

FNN WEB by FNN WEB
October 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓର୍‌ମାସ୍‌ର ସ୍ୱତନ୍ତ୍ର ଦୀପାବଳି ଷ୍ଟଲ୍‌: ପରମ୍ପରା ଓ ହସ୍ତଶିଳ୍ପର ଅପୂର୍ବ ସମ୍ମିଶ୍ରଣ
0
SHARES
1
VIEWS

 ମାଟି ଦୀପ, ଟେରାକୋଟା ମୂର୍ତ୍ତି, ରାଗିଲଡ଼ୁ ଆଦିର ସମ୍ଭାର
 ଅକେଫାବର ୨୧ ଯାଏଁ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ

ଭୁବନେଶ୍ୱର : ଦୀପାବଳି ଉପଲକ୍ଷେ ଓଡ଼ିଶା ଗ୍ରାମୀଣ ବିକାଶ ଓ ବିପଣନ ସଂସ୍ଥା (ଓର୍‌ମାସ୍‌) ପକ୍ଷରୁ ଭୁବନେଶ୍ୱର ୟୁନିଟ୍‌ ୮ ସ୍ଥିତ ଏସ୍‌ଆଇଆର୍‌ଡି କ୍ୟାମ୍ପସ୍‌ ସମ୍ମୁଖରେ ଏକ ସ୍ୱତନ୍ତ୍ର ଷ୍ଟଲ ଖୋଲାଯାଇଛି । ଓର୍‌ମାସ୍‌ର ମୁଖ୍ୟ କାର୍ଯ୍ୟନର୍ବାହୀ ଅଧିକାରୀ ଡା. ମୋନିକା ପ୍ରିୟଦର୍ଶିନୀ ଏହି ଷ୍ଟଲକୁ ଉଦ୍‌ଘାଟନ କରି ଭୁବନେଶ୍ୱରବାସୀ ଏହି ଷ୍ଟଲ ଜରିଆରେ ଗ୍ରାମାଞ୍ଚଳର ହସ୍ତଶିଳ୍ପୀ ଓ କାରିଗରୀମାନଙ୍କ ହସ୍ତନିର୍ମିତ ଉତ୍ପାଦକୁ ସିଧାସଳଖ ହାତପଆନ୍ତାରେ ପାଇପାରିବେ ବୋଲି ଆଶା ପ୍ରକାଶ କରିଥିଲେ । ଓର୍‌ମାସ୍‌ର ଏହି ପ୍ରୟାସ ଗ୍ରାମୀଣ ଉତ୍ପାଦକମାନଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବା ସହ ସେମାନଙ୍କୁ ଆତ୍ମନିର୍ଭର କରୁଛି ବୋଲି ସେ ଉଲ୍ଲେଖ କରିଥିଲେ । ଏହି ଅବସରରେ ଡା. ପି୍ରୟଦର୍ଶିନୀ ବିଭିନ୍ନ ଜିଲ୍ଲାରୁ ଆସିଥିବା ଉତ୍ପାଦକ ଗୋଷ୍ଠୀର ସଦସ୍ୟମାନଙ୍କ ସହ ଭାବବିନିମୟ କରିବା ସହ ସେମାନଙ୍କୁ ଏପରି ଉତ୍ପାଦ ପ୍ରସ୍ତୁତ କରିବାକୁ ପ୍ରୋତ୍ସାହନ ଦେଇଥିଲେ ।
ଏହି ଷ୍ଟଲଟି ଅକେଫାବର ୨୧ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଖୋଲା ରହିବ । ଇଚ୍ଛୁକ ଜନସାଧାରଣ ଏଠାରେ ଗ୍ରାମୀଣ ସାମାଜିକ ସଂସ୍ଥାଗୁଡ଼ିକର ସଦସ୍ୟମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତନିର୍ମିତ ଉତ୍ପାଦ କିଣିପାରିବେ । ଚଳିତ ବର୍ଷ ଏହି ଷ୍ଟଲରେ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ ଓ ସୋନପୁର ଜିଲ୍ଲାର ଉତ୍ପାଦକ ଗୋଷ୍ଠୀମାନେ ନିଜର ଉତ୍ପାଦ ବିକି୍ର କରୁଛନ୍ତି । ଏଠାରେ ଗ୍ରାମୀଣ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ମାଟି ଦୀପ, ଟେରାକୋଟା ମୂର୍ତ୍ତି, ରାଗିଲଡ଼ୁ, ନଡ଼ିଆତେଲ, ଝାଡ଼ୁ, ସୁସ୍ୱାଦୁ ଖାଦ୍ୟ ସାମଗ୍ରୀ, ହସ୍ତଶିଳ୍ପ ଓ ହସ୍ତତନ୍ତ ଉତ୍ପାଦ ବିକି୍ରୟ ହେଉଛି । ଏହା ସହିତ ଗଞ୍ଜାମ ଜିଲ୍ଲାର ଉତ୍ପାଦକ ଗୋଷ୍ଠୀ ସଦସ୍ୟାଙ୍କ ଦ୍ୱାରା ପ୍ରସ୍ତୁତ ଚକୋଲେଟ୍‌ ଗିଫଫହାମ୍ପର ଓ ପିକଲ୍‌ ଗିଫଫହାମ୍ପର ଭଳି ଦୁଇପ୍ରକାର ଗିଫଫହାମ୍ପର (ଉପହାର ) ଗ୍ରାହକମାନଙ୍କର ମୁଖ୍ୟ ଆକର୍ଷର ପାଲଟିଛି । ସୂଚନାଯୋଗ୍ୟ ଯେ ଗ୍ରାମୀଣ କାରିଗର ଓ ଉତ୍ପାଦକମାନଙ୍କ ପାଇଁ ବଜାର ସୃଷ୍ଟି କରିବା ଉଦ୍ଦେଶ୍ୟରେ ଓର୍‌ମାସ୍‌ ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ଦ୍ୱାରା ରାଜ୍ୟର ଗ୍ରାମୀଣ ଓ କୁଟୀର ଶିଳ୍ପର ଆଦୃତି ବୃଦ୍ଧି ପାଇବା ସହ ଆମର ଗ୍ରାମୀଣ ଅର୍ଥନୀତି ସୁଦୃଢ଼ ହୋଇପାରିବ ।

Previous Post

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ରାଜ୍ୟପାଳ

Next Post

ଦୁଇଦିନିଆ କେନ୍ଦ୍ରାଞ୍ଚଳ ରାଜସ୍ୱ ସମ୍ମିଳନୀ ଉଦଘାଟିତ

FNN WEB

FNN WEB

Next Post
ଦୁଇଦିନିଆ କେନ୍ଦ୍ରାଞ୍ଚଳ ରାଜସ୍ୱ ସମ୍ମିଳନୀ ଉଦଘାଟିତ

ଦୁଇଦିନିଆ କେନ୍ଦ୍ରାଞ୍ଚଳ ରାଜସ୍ୱ ସମ୍ମିଳନୀ ଉଦଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.