• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ

FNN WEB by FNN WEB
May 8, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ
0
SHARES
0
VIEWS

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପୁଣି ଥରେ ସୁନା ଜବତ ହୋଇଛି। ଦୁବାଇରୁ ଭୁବନେଶ୍ବର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ୩.୭୭ ଗ୍ରାମର ସୁନା ଜବତ ହୋଇଛି, ଯାହାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ ବୋଲି କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।

ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି ଯେ ଗୁଇନ୍ଦା ସୂଚନା ଆଧାରରେ ଡିଆରଆଇ ଅଧିକାରୀମାନେ ଦୁବାଇରୁ ଭୁବନେଶ୍ୱର ବିମାନବନ୍ଦରକୁ ଆସିଥିବା ୪ ଜଣ ଯାତ୍ରୀଙ୍କୁ ପ୍ରଥମେ ଚିହ୍ନଟ କରିଥିଲେ। ଏହି ଯାତ୍ରୀମାନେ ଗତ ୬ ତାରିଖରେ ଏଠାକୁ ଆସିଥିଲେ। ସନ୍ଦେହ ହେବାରୁ ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଇଥିଲା। ଏହି ସମୟରେ ଜଣାପଡ଼ିଥିଲା ଯେ ଏହି ୪ ଜଣ ତରଳ ସୁନାର ଚୋରା ଚାଲାଣ ପାଇଁ ଉଦ୍ୟମ କରୁଥିଲେ। ଏହି ସୁନାକୁ ସେମାନେ କ୍ୟାପସୁଲ ମାଧ୍ୟମରେ ନିଜ ମଳଦ୍ୱାରରେ ରଖି ଦୁବାଇରୁ ଆଣିଥିଲେ। ସେମାନଙ୍କ ଠାରୁ ୧୨ଟି କ୍ୟାପସୁଲରେ ଥିବା ତରଳ ସୁନାକୁ ଜବତ କରାଯାଇଛି। କ୍ୟାପସୁଲ ମଧ୍ୟରୁ ମୋଟ ୩.୭୭ କେଜିର ସୁନା ମିଳିଛି। ଏହାର ବଜାର ମୂଲ୍ୟ ୨.୭୯ କୋଟି ହେବ। ତରଳ ସୁନାକୁ ଜବତ କରାଯାଇଛି ଓ ୪ ଜଣ ଯାତ୍ରୀଙ୍କୁ ଗିରଫ କରାଯାଇଛି।

ତେବେ ଭୁବନେଶ୍ବର ବିମାନବନ୍ଦରରେ ସୁନା ଜବତ ଘଟଣା ଏହା ନୂଆ ନୁହେଁ। ଅର୍ଥାତ ପୂର୍ବରୁ ମଧ୍ୟ ‌ଅନେକ ଥର ସୁନା ଜବତ ହୋଇଛି। ଗତ ଏପ୍ରିଲ ମାସରେ ମୁମ୍ବାଇ ଚାଲାଣ ପୂର୍ବରୁ ଆୟକର ବିଭାଗ ଚଢ଼ଉ କରି ଡୋମେଷ୍ଟିକ୍‌ କାର୍ଗୋ ଟର୍ମିନାଲ୍‌ରୁ ୩.୮କେଜି ଓଜନର ସୁନା ଜବତ କରିଥିଲା। ଜବତ ସୁନାର ମୂଲ୍ୟ ୨.୫ କୋଟିରୁ ଊର୍ଦ୍ଧ୍ବ ଥିଲା। ଅଟକ ଚାଲାଣକାରୀ ହେଉଛନ୍ତି ଜନପଥର ଅନ୍ନପୂର୍ଣ୍ଣା ଡିଲାଇଟ୍‌ ପ୍ରଥମ ମହଲାରେ ଥିବା ଫ୍ୟାସନ ଜୁଏଲାରି ପ୍ରାଇଭେଟ୍‌ ଲିମିଟେଡ୍‌ର ସେଲ୍‌ସ୍‌ ମ୍ୟାନେଜର ହଂସରାଜ ଦେୱରା। ଏହାପରେ ସମ୍ପୃକ୍ତ ଜୁଏଲାରିରେ ମଧ୍ୟ ଆୟକର ବିଭାଗ ଚଢ଼ଉ କରିଥିଲା। ଦୀର୍ଘ ସମୟ ଚଢ଼ଉ ପରେ ବିଭାଗ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାସଲ କରିଥିଲା। ସେହିପରି ଆହୁରି ଅନେକ ସମୟରେ ଭୁବନେଶ୍ବର ବିମାନବନ୍ଦରରୁ ସୁନା ଜବତ ଘଟଣା ନଜିର ରହିଛି।

Previous Post

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଓ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ କାର୍ଡ: ରାଜନାଥ ସିଂହ

Next Post

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ: ଓଡିଶା ପାଇଁ କ’ଣ କଲେ

FNN WEB

FNN WEB

Next Post
ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ: ଓଡିଶା ପାଇଁ କ’ଣ କଲେ

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ: ଓଡିଶା ପାଇଁ କ’ଣ କଲେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.