• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ପ୍ରଭାବ ଦେଖାଇବ ବାତ୍ୟା ‘ମୋନ୍ଥା’

FNN WEB by FNN WEB
October 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ପ୍ରଭାବ ଦେଖାଇବ ବାତ୍ୟା ‘ମୋନ୍ଥା’
0
SHARES
3
VIEWS

୨୮ରେ ଆନ୍ଧ୍ରର କାକିନାଡ଼ା ନିକଟରେ କରିପାରେ ଲ୍ୟାଣ୍ଡଫଲ୍
ଭୁବନେଶ୍ୱର: ସ୍ଥଳଭାଗକୁ ମାଡ଼ିଆସୁଛି ବାତ୍ୟା ’ମୋନ୍ଥା’ । ତେବେ ବାତ୍ୟା ‘ମୋନ୍ଥା’କୁ ନେଇ ଆସିଲା ବଡ଼ ଖବର । ୨୮ ତାରିଖ ସନ୍ଧ୍ୟା ପରେ ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’ । ଆନ୍ଧ୍ରର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୨୮ ତାରିଖ ସନ୍ଧ୍ୟାରୁ ରାତି ଭିତରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକାଙ୍କ ଅନୁସାରେ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଲର୍ଟ କରାଯାଇଛି ।

ଆଜିଠୁ ପାଗ ବଦଳୁ ଥିବା ବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ । ୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ବି ଦିଆ ଯାଇଛି ସମାନ ଚେତାବନୀ । ସେହିପରି ୨୮ ଓ ୨୯ ତାରିଖ ଦୁଇ ଦିନ ରାଜ୍ୟରେ ଅତି ଭୀଷଣ ବର୍ଷା ହେବ। ୨୮ ତାରିଖରେ ଅତି ଭୀଷଣ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାକୁ ରେଡ୍ ଏବଂ ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ଭୀଷଣ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।

ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ବେଗରେ ପବନ ବହିବ। ଉପକୂଳବର୍ତ୍ତୀ ପୁରୀ, ଖୋର୍ଦ୍ଧା, କନ୍ଧମାଳରେ ପବନର ବେଗ ରହିପାରେ ୫୦ରୁ ୭୦ କିଲୋମିଟର। ବର୍ଷା ପବନରେ ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ଭାଙ୍ଗିପାରେ କଚ୍ଚା ଘର, ଛପର ଉଡ଼ିଯିବା ସହ ଉପୁଡ଼ିପାରେ ଗଛ। ବିଦ୍ୟୁତ ଓ ଯୋଗାଯୋଗରେ କ୍ଷେତ୍ରରେ କ୍ଷତି ଆଶଙ୍କା କରାଯାଉଛି। ଧାନ ଓ ପନିପରିବା ନଷ୍ଟ ହେବା ସମ୍ଭାବନା ବି ରହିଛି। ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଭୀଷଣ ଅଶାନ୍ତ ରହିବ। ଏଥିପାଇଁ ୨୬ ତାରିଖରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଥିବା ବେଳେ ଯେଉଁମାନେ ସମୁଦ୍ରରେ ଅଛନ୍ତି ୨୬ ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।

Previous Post

ଦୁର୍ଘଟଣା ପରେ ଆନ୍ଧ୍ରରେ ଜଳିଗଲା ଓଡ଼ିଶା ବସ୍‌: ୨୦ ଜୀବନ୍ତ ଦଗ୍ଧ

Next Post

୩ୟ ଦିନିକିଆ : ମ୍ୟାଚ୍‌ ଜିତାଇଲେ ରୋହିତ-କୋହଲି

FNN WEB

FNN WEB

Next Post
୩ୟ ଦିନିକିଆ : ମ୍ୟାଚ୍‌ ଜିତାଇଲେ ରୋହିତ-କୋହଲି

୩ୟ ଦିନିକିଆ : ମ୍ୟାଚ୍‌ ଜିତାଇଲେ ରୋହିତ-କୋହଲି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.