• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଅନ୍ତର୍ଜାତୀୟ

୩ୟ ଦିନିକିଆ : ମ୍ୟାଚ୍‌ ଜିତାଇଲେ ରୋହିତ-କୋହଲି

FNN WEB by FNN WEB
October 25, 2025
in ଅନ୍ତର୍ଜାତୀୟ, ଖେଳକୁଦ, ଜାତୀୟ, ମୁଖ୍ୟ ଖବର
0
୩ୟ ଦିନିକିଆ : ମ୍ୟାଚ୍‌ ଜିତାଇଲେ ରୋହିତ-କୋହଲି
0
SHARES
1
VIEWS

ସିଡନୀ : ଭାରତୀୟ ଦଳର ଦୁଇ ସିନିୟର ଷ୍ଟାର ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌କୁ ଭାରତ ସହଜରେ ୯ ଉଇକେଟରେ ଜିତି ନେଇଛି। ସିରିଜ୍‌ ଆରମ୍ଭରୁ ପ୍ରଦର୍ଶନ ଲାଗି ଚାପରେ ଥିବା ରୋହିତ ଅପରାଜିତ ୧୨୧ ଓ କୋହଲି ଅପରାଜିତ ୭୪ ରନର ଇନିଂସ ଖେଳି ସମାଲୋଚକଙ୍କୁ ଚୁପ କରି ଦେଇଛନ୍ତି। ଅଷ୍ଟ୍ରେଲିଆ ପକ୍ଷରୁ ପ୍ରଦତ୍ତ ୨୩୭ ରନର ଟାର୍ଗେଟକୁ ଭାରତ ୩୮.୩ ଓଭରରେ ୧ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହି ପରାଜୟ ସତ୍ତ୍ୱେ ଅଷ୍ଟ୍ରେଲିଆ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ୨-୧ରେ ଜିତି ନେଇଛି। ରୋହିତଙ୍କୁ ଉଭୟ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ପ୍ଲେୟର ଅଫ୍‌ ଦି ସିରିଜ୍‌ ବିବେଚିତ କରାଯାଇଛି।

ଟସ୍‌ ଜିତି ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆକୁ ଅଧିନାୟକ ମିଚେଲ ମାର୍ଶ ଓ ଟ୍ରାଭିସ ହେଡ୍‌ ୬୧ ରନର ଭଲ ଆରମ୍ଭ ଦେଇଥିଲେ। ଭାରତୀୟ ପେସର ମହମ୍ମଦ ସିରାଜ ପ୍ରଥମ ପାଓ୍ବରପ୍ଲେର ଅନ୍ତିମ ଓଭରରେ ହେଡ୍‌ (୨୯ ରନ୍‌, ୬ ଚୌକା)ଙ୍କୁ ପାଭିଲିଅନ ପଠାଇଥିଲେ। ଏହାପରେ ଅଧିନାୟକ ମାର୍ଶ ୪୧ (୫ ଚୌକା ଓ ୧ ଛକା) ଓ ମାଥ୍ୟୁ ଶର୍ଟ ୩୦ (୨ ଚୌକା) ରନ କରି ଆଉଟ୍‌ ହୋଇଥିଲେ। ମ୍ୟାଟ ରେନଶ (୫୬ ରନ୍‌, ୨ ଚୌକା) ଓ ଆଲେକ୍ସ କ୍ୟାରୀ ୨୪ ଚତୁର୍ଥ ଉଇକେଟରେ ୫୯ ରନର ଭାଗୀଦାରି କରିଥିଲେ। ଏହିଠାରୁ ଅଷ୍ଟ୍ରେଲିଆର ବ୍ୟାଟିଂ ଲାଇନ୍‌ ଭୂଶୁଡ଼ି ପଡ଼ିଥିଲା।

ଏକଦା ୧୮୩/୩ ସ୍କୋର କରିଥିବା ଘରୋଇ ଅଷ୍ଟ୍ରେଲିଆ ଦଳ ୪୬.୪ ଓଭରରେ ୨୩୬ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଭାରତ ପାଇଁ ହର୍ଷିତ ରାଣା ସର୍ବାଧିକ ୪ ଓ ଓ୍ବାଶିଂଟନ ସୁନ୍ଦର ୨ ଉଇକେଟ ନେଇଥିଲେ। ଜବାବରେ ଭାରତକୁ ଅଧିନାୟକ ଶୁବମନ ଗିଲ ଓ ରୋହିତ ଦୃଢ଼ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ପ୍ରଥମ ଉଇକେଟରେ ୬୯ ରନ ଯୋଡ଼ିଥିଲେ। ଅଧିନାୟକ ଗିଲ ୨୪ ରନ କରି ଜୋଶ ହାଜେଲଉଡ୍‌ଙ୍କ ବଲରେ ଆଉଟ୍‌ ହୋଇପାରେ। ଏହାପରେ ଦୁଇ ପୂର୍ବତନ ଅଧିନାୟକ ରୋହିତ ଓ କୋହଲି ଦାୟିତ୍ୱ ସମ୍ଭାଳିଥିଲେ। କ୍ୟାରିୟରରେ ପ୍ରଥମ ଥର ପାଇଁ ଲଗାତର ଦୁଇ ମ୍ୟାଚ୍‌ରେ ଖାତା ଖୋଲିବାରେ ବିଫଳ ହୋଇଥିବା କୋହଲି ପ୍ରଥମ ବଲରେ ସିଙ୍ଗଲ ନେଇଥିଲେ, ଏହାକୁ ଦର୍ଶକ ତାଳି ମାରି ସ୍ବାଗତ କରିଥିଲେ। ଦୁହେଁ ଅବିଭାଜିତ ଦ୍ୱିତୀୟ ଉଇକେଟରେ ୧୬୮ ରନ ଯୋଡ଼ି ଦଳକୁ ଜିତାଇ ଥିଲେ। ୨୦୨୦ ପରେ ଏହା ଦୁହେଁଙ୍କ ମଧ୍ୟରେ ପ୍ରଥମ ଶତକୀୟ ଭାଗୀଦାରି ଥିଲା। ମୋଟ ଉପରେ ଏହା ଦୁହିଁଙ୍କ ୧୯ତମ ଶତକୀୟ ଭାଗୀଦାରି ଥିଲା।

Previous Post

ଓଡ଼ିଶାରେ ପ୍ରଭାବ ଦେଖାଇବ ବାତ୍ୟା ‘ମୋନ୍ଥା’

Next Post

ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

FNN WEB

FNN WEB

Next Post
ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.