• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

FNN WEB by FNN WEB
October 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ
0
SHARES
0
VIEWS

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ । ତେଣୁ ଜନସାଧାରଣ ଆତଙ୍କିତ ନହେବାକୁ କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ । ଶ୍ରୀ ପୂଜାରୀ ଆଜି ବାତ୍ୟା ପ୍ରସ୍ତୁତି ସଂକ୍ରାନ୍ତରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂ ଏବଂ ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କ ସହ ବିଶଦ ଭାବେ ଆଲୋଚନା କରିଥିଲେ ।

ବୈଠକ ପରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ ଯେ ଭାରତୀୟ ପାଣିପାଗ କେନ୍ଦ୍ରର ଭାବନେଶ୍ୱରସ୍ଥିତ ଆଞ୍ଚଳିକ ଶାଖାର ସୂଚନା ଅନୁଯାୟୀ ଏବେ ବାତ୍ୟା ଗଭୀର ଅବପାତରେ ପରିଣତ ହୋଇଛି । ଏହାର ତୀବ୍ରତା ବୃଦ୍ଧି ପାଉଥିଲେ ମଧ୍ୟ ଗତିପଥ ସ୍ପଷ୍ଟ ହୋଇପାରିନାହିଁ । ଏହାର ପ୍ରଭାବରେ ଅକେଫାବର ୨୭, ୨୮ ଓ ୨୯ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଏଥିରେ ରାଜ୍ୟର ୧୫ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ଅତୀତର ଅନୁଭବ ଓ ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ।

ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଛି । ସରକାର କୃଷି, ଜଳସମ୍ପଦ, ଶକ୍ତି, ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ, ସମବାୟ, ଗ୍ରାମ୍ୟ ଉନ୍ନୟନ, ପ୍ରାଣୀସମ୍ପଦ ବିଭାଗ ସହ ସମନ୍ୱୟ ରକ୍ଷା କରି ପ୍ରସ୍ତୁତି ଜାରି ରଖିଛନ୍ତି । ରାଜ୍ୟର ତଳିଆ ଓ ଜଳମଗ୍ନ ଅଞ୍ଚଳଗୁଡ଼ିକୁ ଚିହ୍ନଟ କରାଯାଇଛି । ବାତ୍ୟା ଆଶ୍ରୟସ୍ଥଳଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି । ସେଠାରେ ଖାଦ୍ୟପଦାର୍ଥ, ପାନୀୟ ଜଳ, ଗୋଖାଦ୍ୟ, ଆବଶ୍ୟକୀୟ ଔଷଧ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି । ଆବଶ୍ୟକ ପଡ଼ିଲେ ଲୋକମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରାଯିବ ।

ମନ୍ତ୍ରୀ ଶ୍ରୀ ପୂଜାରୀ ପୁଣି କହିଛନ୍ତି ଯେ ସରକାର ଧନଜୀବନ ରକ୍ଷା ସହ ସମ୍ପତ୍ତିର ସୁରକ୍ଷା ପ୍ରତି ସ୍ୱତନ୍ତ୍ର ଭାବେ ଧ୍ୟାନ ଦେଉଛନ୍ତି । ଏବେ ଭୂÕଳନ ଓ ସହରୀ ବନ୍ୟା ଉପରେ ମଧ୍ୟ ସତର୍କ ଦୃଷ୍ଟି ରଖାଯାଇଛି । ଆଗରୁ ଆଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଜନସାଧାରଣଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯାଇଛି । ସରକାରଙ୍କ ସହ ନିୟମିତ ସମ୍ପର୍କରେ ରହିବା ସହ ଆତଙ୍କିତ ନହେବାକୁ ମନ୍ତ୍ରୀ ଶ୍ରୀ ପୂଜାରୀ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।

ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂ କହିଲେ ଯେ ଜନସାଧାରଣ ସରକାରଙ୍କ ଦ୍ୱାରା ବାତ୍ୟା ସମ୍ପର୍କିତ ସୂଚନାକୁ ଗୁରୁତ୍ୱ ଦିଅନ୍ତୁ । ଅଯଥାରେ ଆତଙ୍କିତ ନହେବାକୁ ଅନୁରୋଧ କରିବା ସହ ସରକାର ନିରନ୍ତର ବାତ୍ୟା ସମ୍ପର୍କିତ ସୂଚନା ଜାରି କରିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିଥିବା ସେ ପ୍ରକାଶ କରିଛନ୍ତି ।

Previous Post

୩ୟ ଦିନିକିଆ : ମ୍ୟାଚ୍‌ ଜିତାଇଲେ ରୋହିତ-କୋହଲି

Next Post

କ୍ୟାବିନେଟ୍‌ରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ

FNN WEB

FNN WEB

Next Post
କ୍ୟାବିନେଟ୍‌ରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ

କ୍ୟାବିନେଟ୍‌ରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.