• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କ୍ୟାବିନେଟ୍‌ରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ

FNN WEB by FNN WEB
October 25, 2025
in ଓଡ଼ିଶା, ମୁଖ୍ୟ ଖବର
0
କ୍ୟାବିନେଟ୍‌ରେ ୪ଟି ବିଭାଗର ୫ଟି ପ୍ରସ୍ତାବକୁ ଅନୁମୋଦନ
0
SHARES
1
VIEWS

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୯ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍‌ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ‌ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଜି କ୍ୟାବିନେଟ୍‌ରେ ଅନୁମୋଦନ ମିଳିଥିବା ପ୍ରସ୍ତାବ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତି କରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ଗୋଟିଏ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ସାମିଲ ରହିଛି।

ଶ୍ରୀ ଆହୁଜା କହିଛନ୍ତି, ଆଗାମୀ ୧୦ ବର୍ଷ ପାଇଁ ୨୦୦ଟି ଇ-ବସ୍‌ ରାଜ୍ୟରେ ଚାଲିବ। ଏଥିରେ ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେଉଁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ୍‌ ଚାଲିବ। ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର ୫୦ ବସ୍‌ ଚାଲିବ। ଏଥିପାଇଁ ୯୫୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଣିକି ଆହାର ଯୋଜନା ପାଇଁ ଖର୍ଚ୍ଚ ରାଜ୍ୟ ସରକାର ନିଜେ ବହନ କରିବେ। ଏଥିପାଇଁ ୫ ବର୍ଷ ପାଇଁ ୫୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ କ୍ଷୁଦ୍ର ପ୍ରାଣୀ ଉନ୍ନୟନ ଉପ ଯୋଜନାକୁ କ୍ୟାବିନେଟ୍‌ର ମୋହର ବାଜିଛି। ଏହି ଯୋଜନା ଆସନ୍ତା ୪ ବର୍ଷ ପାଇଁ ୨୯୪.୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହି ଯୋଜନା ଦ୍ୱାରା ୨୩ ହଜାର ୭୩୫ କୃଷକ ଉପକୃତ ହେବେ। ରାଜ୍ୟର ଅତିରିକ୍ତ ଭାବେ ୫.୨ କେଜି ମୁଣ୍ଡା ପିଛା ବାର୍ଷିକ ମାଛ, ୭.୪ କେଜି ମୁଣ୍ଡା ପିଛା ବାର୍ଷିକ ମାଂସ ଉତ୍ପାଦନ ବୃଦ୍ଧି ହେବ। ଫସଲ ବିବିଧିକରଣ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୧୫୨୩.୯୮ କୋଟି ଟଙ୍କା। ସେହିପରି ବିମାନ ଚଳାଚଳ କ୍ଷେତ୍ର ପାଇଁ ଭିତ୍ତିଭୂମି ବିକାଶ ଓ ଆଧୁନୀକରଣ ପାଇଁ ଖର୍ଚ୍ଚ ହେବ ୪.୧୮୨ କୋଟି ଟଙ୍କା। ଏହାକୁ କ୍ୟାବିନେଟ୍‌ର ମୋହର ବାଜିଛି। ବିମାନ ସଂଯୋଗ, ରକ୍ଷଣାବେକ୍ଷଣ, ମରାମତି, କର୍ଗୋ ଓ ଲଜେଷ୍ଟିକ ବିକାଶ, ନୂଆ ପ୍ରଯୁକ୍ତିବିଦ୍ୟା ର ବ୍ୟବହାର ଇତ୍ୟାଦି ଅର୍ନ୍ତଭୁକ୍ତ ରହିଛି।

Previous Post

ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

Next Post

୩୩ଟି ପ୍ରକଳ୍ପରେ ନିବେଶ ହେବ ୧.୪୬ ଲକ୍ଷ କୋଟି ଟଙ୍କା

FNN WEB

FNN WEB

Next Post
୩୩ଟି ପ୍ରକଳ୍ପରେ ନିବେଶ ହେବ ୧.୪୬ ଲକ୍ଷ କୋଟି ଟଙ୍କା

୩୩ଟି ପ୍ରକଳ୍ପରେ ନିବେଶ ହେବ ୧.୪୬ ଲକ୍ଷ କୋଟି ଟଙ୍କା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.