• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ

FNN WEB by FNN WEB
October 27, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀଙ୍କ ଶପଥ ପାଠ
0
SHARES
1
VIEWS

ଭୁବନେଶ୍ୱର : ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ଓ ଅନ୍ୟାୟ ବିରୋଧରେ ସାମାଜିକ ପ୍ରତିବଦ୍ଧତାର ପ୍ରଦର୍ଶନ ନେଇ ଆଜି ଶପଥ ପାଠ କରିଛନ୍ତି । ସୂଚନା ଓ ଲୋକସଂପର୍କ ବିଭାଗ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ । ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତିରେ ଦୁର୍ନୀତି ଏକ ବଡ଼ ପ୍ରତିବନ୍ଧକ ହୋଇଥିବାରୁ ଅଧିକାରୀ ଓ କର୍ମଚାରୀମାନେ ନିଷ୍ଠାପର ଭାବେ ଆଇନ ଅନୁମୋଦିତ କାର୍ଯ୍ୟ କରିବେ ବୋଲି ଶପଥ ନେଇଥିଲେ । ନିଜ ଆଚରଣ ଓ କର୍ତ୍ତବ୍ୟ ସଂପାଦନରେ ସାଧୁତା ଅବଲମ୍ବନ ସହ ଦୁର୍ନୀତି ଓ ଲାଞ୍ଚ ଦେବା ଓ ନେବା ଭଳି ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବେ ବୋଲି ସମସ୍ତେ ସଂକଳ୍ପ ନେଇଥିଲେ । ଆଜିର ଏହି ଶପଥ ପାଠ ଉତ୍ସବରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂହ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଯୁଗ୍ମ ନିର୍ଦ୍ଦେଶକ ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ୱୀରାଜ ପାଣି, ଉପଶାସନ ସଚିବ ସେକ କଲାମ ଉଦ୍ଧିନ, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶ୍ରୀ ଅଶ୍ବିନୀ କୁମାର ଭୋଇଙ୍କ ସମତେ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

Previous Post

ମୁମ୍ବାଇ ଠାରେ ‘ଇଣ୍ଡିଆ ମାରିଟାଇମ୍ ୱିକ୍-୨୦୨୫’କୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Next Post

ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ

FNN WEB

FNN WEB

Next Post
ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ

ସମ୍ଭାବ୍ୟ ବାତ୍ୟା "ମୋନ୍ଥା"କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.