• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ହେବ ୯୨ ରେଳ ଓଭର୍‌ବ୍ରିଜ

FNN WEB by FNN WEB
October 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ହେବ ୯୨ ରେଳ ଓଭର୍‌ବ୍ରିଜ
0
SHARES
1
VIEWS

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ ନିର୍ମାଣ ହେବ। ଏଥିପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। କେନ୍ଦ୍ର ରେଳ ମନ୍ତ୍ରଣାଳୟ ଏ ନେଇ ଆବଶ୍ୟକ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଉଭୟ ରେଳ ମନ୍ତ୍ରଣାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜଗୁଡ଼ିକୁ ୫୦-୫୦ ଅନୁପାତରେ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ଅନୁରୋଧ କରାଯାଇଥିଲା। ରାଜ୍ୟ ସରକାରଙ୍କ ଅନୁରୋଧ ରକ୍ଷା କରି କେନ୍ଦ୍ର ରେଳ ମନ୍ତ୍ରଣାଳୟ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମାଣ ହେବାକୁ ଥିବା ୯୨ଟି ରେଳ ଓଭର ବ୍ରିଜ୍‌ର ସମ୍ପୂର୍ଣ୍ଣ ନିର୍ମାଣ ଖର୍ଚ୍ଚ ବହନ କରିବେ ବୋଲି ପତ୍ର ମାଧ୍ୟମରେ ଜଣାଇଛନ୍ତି।

ଭୁବନେଶ୍ୱର ଓ ପୁରୀ ରେଳ ଷ୍ଟେସନ ସମେତ ଦେଶର ମୋଟ ୭୬ଟି ଷ୍ଟେସନରେ ଅତିରିକ୍ତ ‘ଯାତ୍ରୀ ସୁବିଧା କେନ୍ଦ୍ର’ ବା ପ୍ରତୀକ୍ଷା ପାଇଁ ଉଦ୍ଦିଷ୍ଟ ଅଂଚଳ ନିର୍ମାଣ କରାଯିବ ବୋଲି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି । ନୂଆଦିଲ୍ଲୀ ଷ୍ଟେସନରେ ମାତ୍ର ୪ମାସ ମଧ୍ୟରେ ଏଭଳି ପ୍ରତୀକ୍ଷା ଅଂଚଳ ନିର୍ମାଣ କରି ରେଳବାଇ ମନ୍ତ୍ରଣାଳୟ ଦୀପାବଳି ଓ ଛଟ୍ ପର୍ବ ସମୟରେ ଯାତ୍ରୀଙ୍କ ଭିଡ଼ ପରିଚାଳନାକୁ ସହଜ କରିପାରିଥିଲା । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ପୁରୀ ସମେତ ଦେଶର ମୋଟ ୭୬ଟି ପ୍ରମୁଖ ଷ୍ଟେସନରେ ଅନୁରୂପ ପ୍ରତୀକ୍ଷା ଅଂଚଳ ନିର୍ମାଣ କରାଯିବ । ଯାହା ୩ଟି ଭାଗରେ ବିଭକ୍ତ ହେବ । ସେଠାରେ ଉଭୟ ପୁରୁଷ ଓ ମହିଳାଙ୍କ ପାଇଁ ଶୌଚାଳୟ, ଟିକେଟ୍ କାଉଂଟର, ସ୍ୱୟଂଚାଳିତ ଟିକେଟ୍ ଭେଣ୍ଡିଂ ମେସିନ୍ ଓ ପାନୀଳ ଜଳ ସୁବିଧା ଉପଲବ୍ଧ ହେବ । ସ୍ଥାନୀୟ ଆବଶ୍ୟକତାକୁ ଧ୍ୟାନରେ ରଖି ଏହା ନିର୍ମାଣ କରାଯିବ ତଥା ୨୦୨୬ ମସିହା ପାର୍ବଣ ଋତୁ ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ବୈଷ୍ଣବ ସୂଚନା ଦେଇଛନ୍ତି ।

ଓଡ଼ିଶାର ଭିତ୍ତିଭୂମି ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ଏହି ସହୃଦୟତାପୂର୍ଣ୍ଣ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସବୁ ସମୟରେ ଓଡ଼ିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେଇ ଆସିଛନ୍ତି। ରେଳପଥ, ସଡକ ପଥ, ବନ୍ଦର ଓ ବିମାନ ଭିତ୍ତିଭୂମି ସହିତ ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଏହି ଶ୍ରଦ୍ଧା ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Previous Post

ଶିଶୁ ସଦନ ଉପରେ ଦୁଇଦିନିଆ କର୍ମଶାଳା ଶୁଭାରମ୍ଭ

Next Post

ଦୁଇ ଦିନିଆ ହସ୍ତତନ୍ତ ଓ ହସ୍ତଶିଳ୍ପ ସମ୍ମିଳନୀ ଉଦଯାପିତ

FNN WEB

FNN WEB

Next Post
ଦୁଇ ଦିନିଆ ହସ୍ତତନ୍ତ ଓ ହସ୍ତଶିଳ୍ପ ସମ୍ମିଳନୀ ଉଦଯାପିତ

ଦୁଇ ଦିନିଆ ହସ୍ତତନ୍ତ ଓ ହସ୍ତଶିଳ୍ପ ସମ୍ମିଳନୀ ଉଦଯାପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.