• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ

FNN WEB by FNN WEB
November 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ
0
SHARES
1
VIEWS

ଭୁବନେଶ୍ୱର : ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ । ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲେ । ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍‌, ରାଜନେତା, ବାଗ୍ମୀ ଓ ସୁଲେଖକ । ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବ ।

ପଣ୍ଡିତ ନୀଳକଣ୍ଠ ଦାସଙ୍କର ଶ୍ରାଦ୍ଧଦିବବସ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉତ୍କଳ ସମ୍ମିଳନୀ, ପୂଜ୍ୟପୂଜା ସଂସଦ ଓ ପଣ୍ଡିତ ନୀଳକଣ୍ଠ ସ୍ମୃତି ସମିତିର କର୍ମକର୍ତ୍ତା, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Previous Post

ସୁଭଦ୍ରା ଶକ୍ତି ମେଳାରେ ଜି.ଆଇ ମାନ୍ୟତା ପ୍ରାପ୍ତ ଓ ଏକ ଜିଲ୍ଲା ଏକ ଉତ୍ପାଦର ଉଲ୍ଲେଖନୀୟ ପ୍ରଦର୍ଶନ

Next Post

ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

FNN WEB

FNN WEB

Next Post
ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.