• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୁଭଦ୍ରା ଶକ୍ତି ମେଳାରେ ଓଡ଼ିଶା ପାରମ୍ପରିକ ସ୍ଵାଦର ମହକ

FNN WEB by FNN WEB
November 7, 2025
in ଓଡ଼ିଶା, ମୁଖ୍ୟ ଖବର
0
ସୁଭଦ୍ରା ଶକ୍ତି ମେଳାରେ ଓଡ଼ିଶା ପାରମ୍ପରିକ ସ୍ଵାଦର ମହକ
0
SHARES
4
VIEWS

ମନମୋହୁଛି ବାରିପଦା ମୁଢ଼ି ମାଂସ ସାଙ୍ଗକୁ କେନ୍ଦୁଝର ପତ୍ର ପୋଡ଼ା

ଓଡ଼ିଶାର ସମୃଦ୍ଧ ଐତିହ୍ୟ, କାରିଗରୀ ଏବଂ ମହିଳା ନେତୃତ୍ୱାଧୀନ ଉଦ୍ୟୋଗର ଅଦ୍ଭୁତପୂର୍ବ ପ୍ରଦର୍ଶନ

ଭୁବନେଶ୍ୱର : ସ୍ଥାନୀୟ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ସୁଭଦ୍ରା ଶକ୍ତି ମେଳା ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଛି । ୩୦୦ରୁ ଅଧିକ ଷ୍ଟଲ୍ ସହିତ, ଏହି ମେଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ପାଇଁ ହସ୍ତତନ୍ତ, ହସ୍ତଶିଳ୍ପ, ଜୈବିକ ଉତ୍ପାଦ, ଘରୋଇ ସାମଗ୍ରୀ ସମେତ ମା’ ମାନଙ୍କ ହାତ ତିଆରି ବିଭିନ୍ନ ପ୍ରକାରର ଉତ୍ପାଦ ପ୍ରଦର୍ଶନ କରିବା ପାଇଁ ଏକ ବୃହତ ମଞ୍ଚ ସାଜିଛି।

ମେଳାର ଆକର୍ଷଣ ମଧ୍ୟରେ ମା’ ମାନଙ୍କ ଦ୍ବାରା ପ୍ରସ୍ତୁତ ପାରମ୍ପରିକ ଓଡ଼ିଆ ଖାଦ୍ୟର ସମ୍ଭାର – “ସୁଭଦ୍ରା ଶକ୍ତି ମେଳା ଫୁଡ୍ କୋର୍ଟ ଏକ ପ୍ରମୁଖ ଆକର୍ଷଣର କେନ୍ଦ୍ର ଭାବରେ ଉଭା ହୋଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀ ମା’ ଓ ଭଉଣୀ ମାନେ ୫୦ଟି ସ୍ଵତନ୍ତ୍ର ଷ୍ଟଲରେ ନିଜ ହାତ ତିଆରି ଓଡ଼ିଆ ପାରମ୍ପରିକ ବ୍ୟଞ୍ଜନର ପ୍ରକୃତ ସ୍ବାଦକୁ ପୁନର୍ଜୀବିତ କରିଛନ୍ତି। ଯେଉଁଠାରେ ଦର୍ଶକମାନେ ପିଠା ଠାରୁ ଆରମ୍ଭ କରି ସ୍ନାକସ୍ ପର୍ଯ୍ୟନ୍ତ ସବୁ ଖାଦ୍ୟର ମଜା ନେଉଛନ୍ତି। ଯୁବ ପିଢିମାନେ ମଧ୍ୟ ଏହି ପାରମ୍ପରିକ ସ୍ୱାଦର ମଜା ନେଉଛନ୍ତି।

ଓଡ଼ିଶାରେ ପ୍ରତ୍ୟେକ ଜିଲ୍ଲାର ନିଜର ପରମ୍ପରା ଏବଂ ଖାଦ୍ୟର ପରିଚୟ ରହିଛି। ସାରା ଓଡ଼ିଶାରେ ଏପରି ଏକ ପ୍ରିୟ ଖାଦ୍ୟ ହେଉଛି ମୟୂରଭଞ୍ଜର ମୁଢ଼ି ମାଂସ ଯାହା ଦର୍ଶକମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଛି । ମୟୁରଭଞ୍ଜର ରାସଗୋବିନ୍ଦପୁର ବ୍ଲକର ମୟୂର ମୁଢ଼ି ଉତ୍ପାଦକ ଗ୍ରୁପ୍ ଦ୍ବାରା ପ୍ରସ୍ତୁତ ଏହି ମୁଢ଼ି ମାଂସ। ଏହାସହିତ କେନ୍ଦୁଝରର ପତ୍ରପୋଡା, ସମ୍ବଲପୁରର ସରସତିଆ, ନିମାପଡ଼ାର ଛେନା ଝିଲ୍ଲି, ମାଣ୍ଡିଆ ପିଠା, ମିଲେଟ୍ ନୁଡଲ୍ସ ଲୋକଙ୍କ ମନ ଜିଣୁଛି । ଏସ୍.ଏଚ୍.ଜି-ନେତୃତ୍ବାଧୀନ ଖାଦ୍ୟ ଉଦ୍ୟୋଗର ଲୋକପ୍ରିୟତାକୁ ପ୍ରମାଣିତ କରୁଛି ।

ସୁଭଦ୍ରା ଶକ୍ତି ମେଳାର ସପ୍ତମ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଘ ନାଚ ସହିତ ବର୍ଣ୍ଣାଳୀ ହୋତାଙ୍କ ସଙ୍ଗୀତ ଦର୍ଶକଙ୍କୁ ମୁଗ୍ଧ କରିଥିଲା ଆଜି ସୁଦ୍ଧା ୪ କୋଟି ଟଙ୍କାର ମୋଟ ବିକ୍ରୟ ରେକର୍ଡ କରାଯାଇଥିଲା। ସୁଭଦ୍ରା ଶକ୍ତି ମେଳା ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ପାଇଁ ଏକ ଜୀବନ୍ତ ମଞ୍ଚ ଭାବେ କାର୍ଯ୍ୟ କରୁଛି।

Previous Post

ଅଚ୍ୟୁତ ସାମନ୍ତଙ୍କୁ ଏସ୍‍ଆର୍‍ଏମ୍‍ ବିଶ୍ୱବିଦ୍ୟାଳୟରୁ ୬୯ତମ ସମ୍ମାନସୂଚକ ଡକ୍ଟରେଟ୍

Next Post

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

FNN WEB

FNN WEB

Next Post
କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.