• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ

FNN WEB by FNN WEB
November 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ
0
SHARES
6
VIEWS

୩୦ ଜିଲ୍ଲାର ପ୍ରାୟ ୫୦୦ ଶିଶୁ ହେଲେ ସାମିଲ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ୫ ଦିନ ଧରି କଳିଙ୍ଗ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଛି । ଏଥିରେ ରାଜ୍ୟର ସମସ୍ତ ଜିଲ୍ଲାରୁ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ ଶିଶୁ ଅଂଶଗ୍ରହଣ କରି ଗୀତ, ନୃତ୍ୟ, ଚିତ୍ରାଙ୍କନ, ବକ୍ତୃତା, ସାଧାରଣ ଜ୍ଞାନ ଆଦି ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିବେ ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ସମନ୍ୱିତ ଶିଶୁ ବିକାଶ ଯୋଜନାର ନିର୍ଦ୍ଦେଶକ ମୋନିଷା ବାନାର୍ଜୀ, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ କୃତିବାସ ରାଉତ ପ୍ରମୁଖ ଯୋଗଦେଇ ଶିଶୁମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ପ୍ରତ୍ୟେକ ଶିଶୁ ମଧ୍ୟରେ ଭରି ରହିଥିବା ପ୍ରତିଭାର ପରିପ୍ରକାଶ ନିମନ୍ତେ ‘ମହକ’ ଏକ ପ୍ରକୃଷ୍ଟ ମଞ୍ଚ ହେବ ବୋଲି ଅତିଥିମାନେ ଆଶା ପ୍ରକାଶ କରିଥିଲେ । ରାଜ୍ୟର ଶିଶୁମାନଙ୍କ ମଧ୍ୟରେ ଓଡ଼ିଶାର ଆଗାମୀ ଦିନର ଭବିଷ୍ୟତ ସୁପ୍ତ ଭାବରେ ରହିଛି ଓ ଉପଯୁକ୍ତ ମାର୍ଗଦର୍ଶନ ଏବଂ ପରିବେଶ ନିର୍ମାଣ ହୋଇପାରିଲେ ସେମାନେ ଉତ୍ତମ ନାଗରିକ ସଂସ୍କୃତି ନିର୍ମାଣ ସହ ଦେଶ ଓ ଜାତିର ବିକାଶରେ ଭାଗୀଦାର ହୋଇପାରିବେ ।

ଏହି ଉଦ୍‌ଘାଟନୀ ଉତ୍ସବରେ ମିଶନ ବାତ୍ସଲ୍ୟ ସଫଳତା ଉପରେ ଏକ ବୃତ୍ତଚିତ୍ର ପରିବେଷିତ ହୋଇଥିଲା । ଏଥି ସହ ଓଡ଼ିଶାରେ ଶିଶୁ ସୁରକ୍ଷା ଯାତ୍ରା ଉପରେ ଆଧାରିତ ଏକ କଫି ଟେବୁଲ୍‌ ବୁକ୍‌କୁ ଅତିଥିମାନେ ଉନ୍ମୋଚିତ କରିଥିଲେ ।

Previous Post

ମିଶନ ପାୱାରର ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Next Post

ବିହାର ବିଧାନସଭା ନିର୍ବାଚନ: ଏକଜିଟ ପୋଲ, ଆକଳନରେ ଏନଡିଏ ଆଗରେ

FNN WEB

FNN WEB

Next Post
ବିହାର ବିଧାନସଭା ନିର୍ବାଚନ: ଏକଜିଟ ପୋଲ, ଆକଳନରେ ଏନଡିଏ ଆଗରେ

ବିହାର ବିଧାନସଭା ନିର୍ବାଚନ: ଏକଜିଟ ପୋଲ, ଆକଳନରେ ଏନଡିଏ ଆଗରେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.