• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ପାଇଁ ପ୍ରସ୍ତୁତି

FNN WEB by FNN WEB
November 12, 2025
in ଓଡ଼ିଶା, ଖେଳକୁଦ, ମୁଖ୍ୟ ଖବର
0
ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ପାଇଁ ପ୍ରସ୍ତୁତି
0
SHARES
3
VIEWS

ଭୁବନେଶ୍ୱର : ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ T-20 ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା T-20 ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ, ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ, ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ ଏବଂ ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ। ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍‌ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍‌ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡା ସମୟରେ ପୋଲିସ୍ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷାପ୍ରତି ଏକ ଫୁଲ୍-ପ୍ରୁଫ୍ ବ୍ୟବସ୍ଥା କରାଯିବା ଆବଶ୍ୟକ। ଏଥିପାଇଁ ପୋଲିସ୍ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ କରିଡର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହା ସହିତ, ଭିଡ ନିୟନ୍ତ୍ରଣ, ଟିକେଟ୍ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଗୁଡିକୁ ଉପଯୁକ୍ତ ଭାବେ ତଦାରଖ କରି ନିର୍ଭୁଲ ଭାବେ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ।

ବୈଠକର ସୂଚନା ଅନୁଯାୟୀ, ପ୍ରତ୍ୟେକ ଷ୍ଟାଣ୍ଡର କ୍ଷମତା ଅନୁଯାୟୀ ସେଠାରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଦର୍ଶକଙ୍କୁ ବସିବା ପାଇଁ ବ୍ୟବସ୍ଥା କରାଯିବ। ମ୍ୟାଚ୍ ସମୟରେ ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା ପାଇଁ ଅଧିକ ଜେନ୍‌ସେଟ୍ ଅଣାଯାଇଥିବା ବେଳେ ଏହାର ମନିଟରିଂ ପାଇଁ ନୂଆ ସପ୍ଟୱେୟାର୍ ମଧ୍ୟ ଇନ୍‌ଷ୍ଟଲ କରାଯାଇଛି। ଗୋଟିଏ ଜେନ୍‌ସେଟ୍ ଫେଲ୍‌ ହେଲେ ତୁରନ୍ତ ଅନ୍ୟ ଗୋଟିଏ ଜେନ୍‌ସେଟ୍‌ ଚାଲୁ ହେବ ଏବଂ ଲାଇଟିଙ୍ଗ ବ୍ୟବସ୍ଥା ନିରନ୍ତର ଭାବେ ଜାରି ରହିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୋଳ ବିଧାୟକ ତଥା ଓସିଏ ସଦସ୍ୟ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ଓଡିଶା କ୍ରିକେଟ୍ ଆସୋସିଏସନ୍‌ ସଭାପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି, ଓଡିଶା କ୍ରିକେଟ୍ ଆସୋସିଏସନ୍‌ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, କଟକ-ଭୁବନେଶ୍ବର ପୋଲିସ୍ କମିଶନର, କଟକ ଜିଲ୍ଲାପାଳ ଓ ବରିଷ୍ଠ ପଦାଧିକାରୀ ଗଣ ବୈଠକରେ ଉପସ୍ଥିତ ରହି ମ୍ୟାଚ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

Previous Post

ଗୋଟିଏ ଦିନ ବଢିଲା ବାଲିଯାତ୍ରା

Next Post

ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.