• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ, ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

FNN WEB by FNN WEB
November 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ, ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା
0
SHARES
12
VIEWS

• ଓଡ଼ିଶା ଏକମାତ୍ର ରାଜ୍ୟଭାବେ ଶ୍ରୀଅନ୍ନ ପାଇଁ ଗୋଟିଏ ଦିନକୁ ଉତ୍ସର୍ଗ କରିଛି ।
• ଓଡ଼ିଶା ପ୍ରଥମ ରାଜ୍ୟଭାବେ ବିଭିନ୍ନ ଭୂମିପ୍ରଜାତିର ସଂରକ୍ଷଣ ନିମନ୍ତେ ମାର୍ଗଦର୍ଶିକା ଜାରି କରିଛି ।

ଭୁବନେଶ୍ଵର : କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ରେ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ମହିଳା କୃଷକ ସମ୍ମିଳନୀ ୨୦୨୫ ଲୋକସେବା ଭବନ କନଭେନସନ ହଲଠାରେ ସଫଳତାର ସହ ସମାପ୍ତ ହୋଇଛି । ଏହି ସମ୍ମିଳନୀ “କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣରେ ମହିଳାଙ୍କ ଭୂମିକା” ଶୀର୍ଷକ ବିଷୟବସ୍ତୁ ଉପରେ ଆଧାରିତ ଥିଲା ।

ଏହି ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ ଯୋଗଦେଇଥିଲେ । କୃଷି ଐତିହ୍ୟର ସଂରକ୍ଷଣ ସହ ଶ୍ରୀ ଅନ୍ନର ସଂରକ୍ଷଣ ଓ ପ୍ରସାର ଦିଗରେ ଓଡ଼ିଶାର ପଦକ୍ଷେପକୁ ଭୁୟସୀ ପ୍ରଶଂସା କରିଥିଲେ ।

ଏହି ଅବସରରେ ଶ୍ରୀ ଚୌହାନ କହିଥିଲେ ଯେ, ଓଡ଼ିଶା ଏକମାତ୍ର ରାଜ୍ୟଭାବେ ଏକ ନିର୍ଦ୍ଧିଷ୍ଟ ଦିନକୁ ଶ୍ରୀଅନ୍ନ ବା ମାଣ୍ଡିଆ ଦିବସ ଭାବେ ଉତ୍ସର୍ଗ କରିଛି । କେବଳ ଏତିକି ନୁହେଁ ଏହାର ଉତ୍ପାଦନ ବୃଦ୍ଧି କରି ଅନ୍ୟ ରାଜ୍ୟକୁ ମଧ୍ୟ ଯୋଗାଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛି, ଏବଂ ସବୁଠାରୁ ଉତ୍ସାହଜନକ କଥା ହେଲା ଏଥିରେ ମହିଳା ଚାଷୀମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି । ଓଡ଼ିଶା ପ୍ରଥମ ରାଜ୍ୟଭାବେ ବିଭିନ୍ନ ଭୂ-ପ୍ରଜାତି ବା ଲ୍ୟାଣ୍ଡରେସ୍ ସଂରକ୍ଷଣ ପାଇଁ ମାର୍ଗଦର୍ଶିକା ସହ ମହିଳା କୈନ୍ଦ୍ରିକ ସୁବିଧାଜନକ କୃଷି ଭିତ୍ତିକ ଯନ୍ତ୍ରପାତିର ପରୀକ୍ଷଣ ମାର୍ଗଦର୍ଶିକା ଜାରି କରିଛନ୍ତି ।

ଏହାବ୍ୟତୀତ ଓଡ଼ିଶା ସରକାରଙ୍କ କୃଷି ବିଭାଗ ପକ୍ଷରୁ ମିଲେଟ ଫାଉଣ୍ଡେସନ ଗାଇଡ଼ ପ୍ରକାଶିତ ହୋଇଛି, ଯେଉଁଥିରେ ଶ୍ରୀଅନ୍ନ ସମ୍ବନ୍ଧିତ ବିଭିନ୍ନ ଗବେଷଣାତ୍ମକ ତଥ୍ୟ ଉଲ୍ଲେଖ ରହିଛି । ଏଥିରେ ଅଧିକ ଜାଣିବା ନିମନ୍ତେ ୱେବସାଇଟ ଲିଙ୍କ ପ୍ରଦାନ କରାଯାଇଛି । ବେଶ ସଫଳତାର ସହିତ ଚଳିତ ବର୍ଷର ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ସମ୍ମିଳନୀ ଶେଷ ହୋଇଛି । ଏହାର ଉଦଯାପନୀ ସମାରୋହରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଯୋଗ ଦେଇ ସମ୍ମିଳନୀକୁ ସାଫଲ୍ୟମଣ୍ଡିତ କରିଥିଲେ ।

Previous Post

ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Next Post

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

FNN WEB

FNN WEB

Next Post
କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.