• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

FNN WEB by FNN WEB
November 13, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ
0
SHARES
0
VIEWS

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ଗୃହକୁ ସମ୍ବୋଧିତ କରିବେ । ଏହି ପରିପ୍ରେକ୍ଷୀରେ ଆଜି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ କିପରି ତ୍ରୁଟିଶୂନ୍ୟ ଓ ସଫଳତାର ସହ ସଂପନ୍ନ ହେବ ସେ ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ଓ ଉପସ୍ଥିତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।

ଏହି ଅବସରରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ ସିଂହ, ପୋଲିସ୍‌ ମହାନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ, ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ, ଓପିଟିସିଏଲ ସିଏମଡି ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ରାଧାକୃଷ୍ଣ ଶର୍ମା, ଭୁବନେଶ୍ୱର-କଟକ ପୋଲିସ କମିଶନର ଶ୍ରୀ ଏସ୍‌. ଦେବ ଦତ୍ତ ସିଂହ, ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଶ୍ରୀ ଆର୍‌. ପି କୋଚ୍ଚେ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, ବିଏମ୍‌ସି କମିଶନର ଶ୍ରୀ ଚଞ୍ଚଳ ରାଣା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦଘାଟିତ

Next Post

୪୧ ବୁଥରେ ୯୧% ଭୋଟିଂ ହେଲା କେମିତି: ବିଜେଡି

FNN WEB

FNN WEB

Next Post
୪୧ ବୁଥରେ ୯୧% ଭୋଟିଂ ହେଲା କେମିତି: ବିଜେଡି

୪୧ ବୁଥରେ ୯୧% ଭୋଟିଂ ହେଲା କେମିତି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.