• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆପଡ଼ା ଓ ବିହାରରେ ଇତିହାସ ସୃଷ୍ଟି ହୋଇଛି: ମୋହନ

FNN WEB by FNN WEB
November 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
0
SHARES
1
VIEWS

‘ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତି ନୂଆପଡ଼ାବାସୀ ପ୍ରତ୍ୟାଖ୍ୟାନ କରିଛନ୍ତି’
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଏକ ଐତିହାସିକ ଦିନ। ଏକ ଐତିହାସିକ ମୁହୂର୍ତ୍ତ। ବିହାର ବିଧାନସଭା ନିର୍ବାଚନ ଏବଂ ନୂଆପଡ଼ା ଉପନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ା ଉପନିର୍ବାଚନରେ ଅଂଶଗ୍ରହଣ କରି ଯେଉଁମାନେ ଭାରତୀୟ ଜନତା ପାର୍ଟି (ବିଜେପି)କୁ ବିପୁଳ ସମର୍ଥନ ଜଣାଇଛନ୍ତି, ସେହିମାନଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିର୍ବାଚନ ଓଡ଼ିଶା ରାଜନୀତି ପାଇଁ ଐତିହାସିକ। ଏହା ଆଗାମୀ ଦିନରେ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ପାଇଁ ସହଯୋଗ କରିବ। ଆଜିର ଫଳାଫଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ନେତୃତ୍ବର ଫଳ। ଲୋକଙ୍କର ସରକାରରେ ବିଗତ ୧୬ ମାସ ଧରି ଜନସାଧାରଣ ଉପକୃତ ହୋଇଛନ୍ତି। ଲୋକଙ୍କର ପାଇଁ ସରକାର ଜନକଲ୍ୟାଣ ଯୋଜନା ଓ ସ୍ବଚ୍ଛ ଶାସନ ବ୍ୟବସ୍ଥା କରିଛନ୍ତି। ଓଡ଼ିଶାର ବିକାଶକୁ ତ୍ବରାନ୍ବିତ ପାଇଁ ଡବଲ ଇଂଜିନ ସରକାର ଆଗକୁ ନେଇଛି ବୋଲି ଏହି ନିର୍ବାଚନ ପ୍ରମାଣିତ କରୁଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଅତ୍ୟନ୍ତ ଉଚ୍ଚକୋଟୀର ପ୍ରଦର୍ଶନ ଏବଂ ବିଜୟ ହାସଲ ଓଡ଼ିଶାର ରାଜନୈତିକ ଚିତ୍ରପଟ୍ଟରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି ବିଜୟ ଆମ ସରକାରଙ୍କ ନୀତି, ଆଦର୍ଶ ତଥା ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ପ୍ରତି ଜନସାଧାରଣଙ୍କ ସମ୍ପୂର୍ଣ୍ଣ ଆସ୍ଥା ଓ ବିଶ୍ୱାସକୁ ପ୍ରମାଣିତ କରୁଛି। ନୂଆପଡ଼ାବାସୀ ବିରୋଧୀ ଦଳମାନଙ୍କର ଅପପ୍ରଚାର ଓ ମିଥ୍ୟା ପ୍ରତିଶ୍ରୁତିକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବିକାଶକୁ ସମର୍ଥନ କରି ଭାରତୀୟ ଜନତା ପାର୍ଟି ସପକ୍ଷରେ ଏକ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ମୁଁ ନୂଆପଡ଼ାର ପ୍ରତ୍ୟେକ ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବାସହ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଶ୍ରୀ ଜୟ ଢୋଲକିଆଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହା ସହ, ଏହି ବିଶାଳ ବିଜୟ ପାଇଁ ମୁଁ ଆମ ଦଳର ମାନ୍ୟବର ରାଜ୍ୟ ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ, ମାନ୍ୟବର ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ ତଥା ଦଳର ଦେବଦୁର୍ଲଭ କାର୍ଯ୍ୟକର୍ତ୍ତାମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି।

Previous Post

ଜୟଙ୍କ ମୁଣ୍ଡରେ ବିଜୟ ମୁକୁଟ

Next Post

ଆଉ ଫେରିବନି ଜଙ୍ଗଲରାଜ: ମୋଦୀ

FNN WEB

FNN WEB

Next Post
ଆଉ ଫେରିବନି ଜଙ୍ଗଲରାଜ: ମୋଦୀ

ଆଉ ଫେରିବନି ଜଙ୍ଗଲରାଜ: ମୋଦୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.