• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିହାରରେ ଏନଡିଏର ବିପୁଳ ବିଜୟ, ଭୁଶୁଡ଼ିଗଲା ମହାମେଣ୍ଟ

FNN WEB by FNN WEB
November 14, 2025
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ବିହାରରେ ଏନଡିଏର ବିପୁଳ ବିଜୟ, ଭୁଶୁଡ଼ିଗଲା ମହାମେଣ୍ଟ
0
SHARES
1
VIEWS

ଏକଜାଟ୍ ହେଲା ଏକଜିଟ ପୋଲ୍ ଆକଳନ । ଫେଲ ମାରିଛି ମହାଗଠବନ୍ଧନ। ବିହାର ନିର୍ବାଚନରେ ଏନଡିଏକୁ ଐତିହାସିକ ବିଜୟ ମିଳିଛି। ବିପୁଳ ଆସନରେ ଏନଡିଏ ବିଜୟଲାଭ କରି ବିରୋଧୀ ମହାମେଣ୍ଟକୁ କଡ଼ା ଜବାବ ଦେଇଛି। ମହାମେଣ୍ଟ ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଛି। ସରକାର ଗଢ଼ିବାର ସ୍ଵପ୍ନ ଦେଖୁଥିବା ବିରୋଧୀଙ୍କ ମହାମେଣ୍ଟ ୫୦ଟି ଆସନ ବି ଦଖଲ କରିପାରି ନାହିଁ। ମାତ୍ର ୩୪ ଆସନ ପାଇଛି ମହାମେଣ୍ଟ। ପ୍ରଚଣ୍ଡ ବହୁମତ ସହ ବିଜୟ ହାସଲ କରି ସରକାର ଗଢିବାକୁ ଯାଉଛି ବିଜେପି-ଜେଡିୟୁ ନେତୃତ୍ବାଧୀନ ଏନଡିଏ ମେଣ୍ଟ । ଜେଡିୟୁ ମୁଖ୍ୟ ନୀତିଶ କୁମାର ପୁଣିଥରେ ମୁଖ୍ୟମନ୍ତ୍ରୀ ଗାଦିରେ ବସିବା ଏକପ୍ରକାର ନିଶ୍ଚିତ ହୋଇଯାଇଛି । ଏହି ବିଜୟ ସହ ରାଜନୈତିକ କ୍ୟାରିଅରରେ ରେକର୍ଡ ପରେ ରେକର୍ଡ କରିବାକୁ ଯାଉଛନ୍ତି ସୁଶାସନ ବାବୁ ନୀତିଶ କୁମାର ।

୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପାଇଁ କୌଣସି ଦଳକୁ ୧୨୨ ଆସନରେ ବିଜୟୀ ହେବା ଆବଶ୍ୟକ ଥିଲା। ବିଭିନ୍ନ ସଂସ୍ଥା ପକ୍ଷରୁ ହୋଇଥିବା ଆକଳନ ଅନୁସାରେ ଏନଡିଏ(ବିଜେପି, ଜେଡିୟୁ, ଏଲଜେପି ଓ ଅନ୍ୟାନ୍ୟ ସହଯୋଗୀ ଦଳ) ୧୫୦ରୁ ୧୬୦ ଆସନରେ ବାଜି ମାରିବ ବୋଲି କୁହାଯାଉଥିଲା। ହେଲେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଏନଡିଏ ପ୍ରାୟ ୨୦୩ ଆସନରେ ଆଗୁଆ ରହି ବଡ଼ ବିଜୟ ଅଭିମୁଖେ ଅଗ୍ରସର ହେଉଛି। ଯଦିଓ ଆନୁଷ୍ଠାନିକ ଭାବେ ଚୂଡ଼ାନ୍ତ ଫଳ ପ୍ରକାଶ କରାଯାଇ ନାହିଁ, ତେବେ ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁସାରେ ଦଳ ୨୦୦ ଆସନ ପାର କରିଛି।

କଂଗ୍ରେସ, ଆରଜେଡି ଏବଂ ଅନ୍ୟ ବିରୋଧୀ ଦଳ ମିଳି ଗଢ଼ିଥିବା ମହାମେଣ୍ଟକୁ ମାତ୍ର ୩୪ଟି ଆସନ ମିଳିଛି। ଅନ୍ୟାନ୍ୟ ସ୍ଵାଧୀନ ଦଳଗୁଡ଼ିକ ୬ ଆସନରେ ବିଜୟୀ ହୋଇଛନ୍ତି। ନୂଆ କରି ନିର୍ବାଚନ ଲଢ଼ିଥିବା ପ୍ରଶାନ୍ତ କିଶୋରଙ୍କ ଜନ ସୂରାଜ ପାର୍ଟି ଖାତା ଖୋଲିବାରେ ବିଫଳ ହୋଇଛି। ଏନଡିଏ ଦଖଲ କରିଥିବା ୨୦୩ ଆସନ ମଧ୍ୟରୁ ବିଜେପି ୯୨, ଜେଡିୟୁ ୮୩ ଏବଂ ଚିରାଗ ପାଶଓ୍ବାନଙ୍କ ଏଲଜେପି ୨୮ ଆସନ ପାଇଛି। ଅନ୍ୟପଟେ ମହାମେଣ୍ଟର ୩୪ ଆସନ ମଧ୍ୟରୁ ଆରଜେଡିକୁ ୨୭ ଆସନ ମିଳିଛି। କଂଗ୍ରେସକୁ ୫ ଆସନ ମିଳିଥିବବେଳେ ଅନ୍ୟ ସହଯୋଗୀ ଦଳ ୨ଟି ଆସନ ପାଇଛନ୍ତି।

Previous Post

ଆଉ ଫେରିବନି ଜଙ୍ଗଲରାଜ: ମୋଦୀ

Next Post

ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ମୁଖ୍ୟ ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.