• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ମୁଖ୍ୟ ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

FNN WEB by FNN WEB
November 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ମୁଖ୍ୟ ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର
0
SHARES
1
VIEWS

ଭୁବନେଶ୍ୱର,: ବିଶ୍ୱ ଶାନ୍ତି, ପରମାଣୁ ନିରସ୍ତ୍ରୀକରଣ ଓ ଆଇନର ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ସଭାପତି ଜୋନାଥନ୍‍ ଗ୍ରାନଫ୍‍ଙ୍କୁ ଶନିବାର କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଗ୍ରାନଫ୍‍ ହେଉଛନ୍ତି ଜଣେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଇନଜ୍ଞ ଏବଂ ସେ ଦୀର୍ଘ ଦଶନ୍ଧୀ ଧରି ପରମାଣୁ ନିରସ୍ତ୍ରୀକରଣ ସପକ୍ଷରେ ବିଶ୍ୱବ୍ୟାପୀ ଅଭିଯାନ ଚଳାଇ ଆସୁଛନ୍ତି। ଏ ନେଇ ସେ ଆମେରିକା ସଂସଦ, ବ୍ରିଟେନ୍‍ ସଂସଦ ଓ କାନାଡ଼ା ସଂସଦରେ ନିଜର ଯୁକ୍ତି ଉପସ୍ଥାପନ କରିଛନ୍ତି। ଗ୍ରାନଫ୍‍ ନୋବେଲ୍‍ ଶାନ୍ତି ପୁରସ୍କାର ବିଜେତାଙ୍କ ବିଶ୍ୱ ସମ୍ମିଳନୀର ବରିଷ୍ଠ ପରାମର୍ଶଦାତା ଭାବେ କାମ କରିବା ସହ ଅନେକ ଆନ୍ତର୍ଜାତିକ ବୋର୍ଡରେ ବିଭିନ୍ନ ପଦବୀରେ ରହିଛନ୍ତି। ଆଇନ୍‍ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ତାଙ୍କୁ ଆମେରିକା ବାର୍‍ ଆସୋସିଏସନ୍‍ ୨୦୨୦ରେ ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନୀତ କରିଥିଲେ। ଏହି ସମ୍ମାନ ଗ୍ରହଣ କରି ଗ୍ରାନଫ୍‍ କିସ୍‍ର ଉଚ୍ଚ ପ୍ରଶଂସା କରିଥିଲେ।

ସେ ତାଙ୍କ ଅଭିଭାଷଣରେ କିସ୍‍କୁ ଶିକ୍ଷା ଓ ଶୃଙ୍ଖଳା କ୍ଷେତ୍ରରେ ଏକ ଅସାଧାରଣ ଅନୁଷ୍ଠାନ ଭାବେ ଅଭିହିତ କରିଥିଲେ। ସେ କହିଲେ, ସେ ସାରା ଜୀବନ ବିବେକ ସହ ସମନ୍ୱୟ ରଖି ବଞ୍ଚବାକୁ ଚେଷ୍ଟା କରିଆସିଛନ୍ତି। ଜନଜାତି ସମ୍ପ୍ରଦାୟର ପିଲାମାନେ ସେମାନଙ୍କ ଭବିଷ୍ୟତ ଗଠନ ପାଇଁ କିସ୍‍ ଓ କିଟ୍‍ ପ୍ରତି କୃତଜ୍ଞ ରହିବାକୁ ସେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଗ୍ରାନଫ୍‍ ତାଙ୍କ ଭାଷଣରେ ଅଚ୍ୟୁତ ସାମନ୍ତଙ୍କ ପରିଚାଳିତ ଆର୍ଟ ଅଫ୍‍ ଗିଭିଂ ସମ୍ପର୍କରେ ଉଲ୍ଲେଖ କରି କହିଲେ, ଏହା ହେଉଛି ଦୟା ଓ ପ୍ରେମର ଏକ ଆନ୍ଦୋଳନ।ଆର୍ଟ ଅଫ୍‍ ଗିଭିଂ ଜୀବନ ସହିତ ଜ୍ଞାନର ବିକଶିତ କରିଥାଏ। ଗ୍ରାନଫ୍‍ ଏକବିଂଶ ଶତାବ୍ଦୀର ଆହ୍ୱାନ ଭାବେ ଜଳବାୟୁ ସଙ୍କଟ, ପରିବେଶ ଅବକ୍ଷୟ ଓ ଗଣବିନାଶର ଅସ୍ତ୍ର ଉପରେ ରୋକ ଲଗାଇବା ନେଇ ଗୁରୁତ୍ୱାରୋପ କରିଥିଲେ।

ଗ୍ରାନଫ୍‍ଙ୍କୁ ଏହି ସମ୍ମାନ ପ୍ରଦାନ କରି କିସ୍‍ ନିଜକୁ ଧନ୍ୟ ମନେକରୁଛି ବୋଲି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କ ବକ୍ତବ୍ୟରେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ କିସ୍‍ ବିଶ୍ୱବିଦ୍ୟାଳୟ କୁଳସଚିବ ଡ. ପ୍ରଶାନ୍ତ କୁମାର ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବହୁ ସଂଖ୍ୟାରେ କିଟ୍‍ ଓ କିସ୍‍ର ଅଧ୍ୟପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Previous Post

ବିହାରରେ ଏନଡିଏର ବିପୁଳ ବିଜୟ, ଭୁଶୁଡ଼ିଗଲା ମହାମେଣ୍ଟ

Next Post

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.