• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜୟନ୍ତୀ ଅବସରରେ ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

FNN WEB by FNN WEB
November 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜୟନ୍ତୀ ଅବସରରେ ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି
0
SHARES
1
VIEWS

ଭୁବନେଶ୍ୱର : ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୂର୍ବାଞ୍ଚଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଳବର ସ୍ୱର ଝଙ୍କୃତ ହୋଇଥିଲା ତାହା ହିଁ ଥିଲା ବି୍ରଟିଶ ରାଜ ପ୍ରତିଷ୍ଠା ବିରୁଦ୍ଧରେ ପ୍ରତିବାଦର ସ୍ୱର । ଏହି ଆନ୍ଦୋଳନର ମୁଖ୍ୟ ସୂତ୍ରଧର ମହାନ ବିପ୍ଳବୀ ବିର୍ସା ମୁଣ୍ଡା ୧୮୭୫ ମସିହା ନଭେମ୍ବର ୧୫ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ବି୍ରଟିଶ ଶାସନର ଦାସତ୍ୱରୁ ମୁକ୍ତି ପାଇବା ନିମନ୍ତେ ବିପ୍ଳବୀ ବିର୍ସା ମୁଣ୍ଡାମାନଙ୍କୁ ସଂଗଠିତ କରିବା ନିମନ୍ତେ କାର୍ଯ୍ୟ ଆରମ୍ଭ କଲେ । ସେତେବେଳେ ଜାଗିରିଦାର, ଜମିଦାର ଓ ଠିକାଦାରମାନେ ମୁଣ୍ଡା ତଥା ଆଦିବାସୀମାନଙ୍କ ଉପରେ ଅତ୍ୟାଚାର କରିବା ସହିତ ବିଭିନ୍ନ ଭାବରେ ଶୋଷଣ କରୁଥିଲେ ଏବଂ ଭୟଭୀତ କରି ରଖିଥିଲେ । ଏହିଭଳି ଏକ ସନ୍ଧିକ୍ଷଣରେ ମହାନ ବିପ୍ଳବୀ ତଥା ସ୍ୱାଧୀନଚେତା ବିର୍ସା ମୁଣ୍ଡାଙ୍କର ଆବିର୍ଭାବ ଘଟିଥିଲା । ସେ ମୁଣ୍ଡା ସମ୍ପ୍ରଦାୟର ନେତୃତ୍ୱ ନେବା ସଙ୍ଗେ ସଙ୍ଗେ ବି୍ରଟିଶ ଶାସନର ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ସଂଗ୍ରାମ କରିବାକୁ ସେମାନଙ୍କୁ ପ୍ରବର୍ତ୍ତାଇ ଥିଲେ । ବିର୍ସା ମୁଣ୍ଡା ମାତ୍ର ୨୫ ବର୍ଷ ବୟସରେ ଶହୀଦ ହୋଇଥିଲେ । ବିର୍ସାଙ୍କ ସହ ହାତ ମିଳାଇ ଦେଶ ପାଇଁ ହଜାର ହଜାର ସଂଖ୍ୟକ ସଂଗ୍ରାମୀ ମୃତୁ୍ୟବରଣ କରିଥିଲେ । ଆଜି ବିର୍ସାଙ୍କୁ ସମ୍ମାନ କରାଯାଉଛି ଏବଂ ସେ ‘ବିର୍ସା ଭଗବାନ’ ଭାବେ ଓଡ଼ିଶା ଏବଂ ବିଭିନ୍ନ ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟଙ୍କ ମଧ୍ୟରେ ପୂଜା ପାଉଛନ୍ତି । ଆମେ ଭାରତୀୟମାନେ ଗର୍ବିତ ଯେ ଆମ ମାତୃଭୂମିରେ ଏପରି ଜଣେ ତେଜସ୍ୱୀ ବୀର ସନ୍ତାନ ଭୂମିଷ୍ଠ ହୋଇଥିଲେ ।

ଗୋତି ତଥା କ୍ରୀତଦାସ ପ୍ରଥା ବିରୁଦ୍ଧରେ ଜଣେ ଯୋଦ୍ଧା ଭାବେ ଅଦମ୍ୟ ସାହସ ଓ ପ୍ରଶଂସନୀୟ ଉତ୍ସାହର ମୂର୍ତ୍ତିମନ୍ତ ପ୍ରତୀକ ଭାବେ ବିର୍ସା ଗଣା ହୁଅନ୍ତି । ଆଜି ସେ ଆଦିବାସୀମାନଙ୍କ ନିମନ୍ତେ ଗୌରବମୟ ପରିଚିତ ଓ ଭବିଷ୍ୟତ ପିଢ଼ିଙ୍କ ନିମନ୍ତ ଆଲୋକବର୍ତ୍ତିକା। ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସହିଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶା ବିଧାନସୌଧ ସମ୍ମୁଖରେ ଥିବା ସହିଦଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଇରାଶିଷ ଆଚାର୍ଯ୍ୟ, ଶ୍ରୀ ହିମାଂଶୁ ଶେଖର ସାହୁ, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Previous Post

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା

Next Post

‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.