• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

FNN WEB by FNN WEB
November 17, 2025
in ଓଡ଼ିଶା, ମୁଖ୍ୟ ଖବର
0
କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ
0
SHARES
2
VIEWS

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ବହୁ ପ୍ରତୀକ୍ଷିତ ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ୨୦୨୫ ରବିବାର ଉଦଯାପିତ ହୋଇ ଯାଇଛି। ଶନିବାର ଓ ରବିବାର ଦୁଇ ଦିନ ଧରି ରଙ୍ଗୀନ ଏବଂ ଉତ୍ସାହଜନକ ଢଙ୍ଗରେ ଚାଲିଥିବା ଏହି କାର୍ଯ୍ୟକ୍ରମରେ ସାରା ଭାରତରୁ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କୁ କଳ୍ପନା, ସର୍ଜନଶୀଳତା ଏବଂ କାହାଣୀ କହିବାର ଉତ୍ସାହ ପାଇଁ ଆକର୍ଷିତ କରିବା ଏହି କାର୍ଯ୍ୟକ୍ରମରେ ଲକ୍ଷ୍ୟ। ଉଦ୍‍ଘାଟନୀ ଉତ୍ସବର ଆକର୍ଷଣ ଥିଲେ ଅଭିନେତା ବିକ୍ରାନ୍ତ ମାସେ, ଯାହାଙ୍କ ଉପସ୍ଥିତି ଉଦଘାଟନୀ ସମାରୋହରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଓ ଆକର୍ଷଣ ବୃଦ୍ଧି କରିଥିଲା।

ଏଥିରେ ଉଦ୍‍ଘାଟକ ଭାବେ ଯୋଗ ଦେଇ କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୁବ ଅଂଶଗ୍ରହଣକାରୀଙ୍କୁ କୌତୁହଳ ଏବଂ ସର୍ଜନଶୀଳତାକୁ ଗ୍ରହଣ କରିବାକୁ ଉତ୍ସାହିତ କରିଥିଲେ। ସେ କହିଲେ, ଏହି ମହୋତ୍ସବ କେବଳ ପିଲାମାନଙ୍କ ପାଇଁ ପରିକଳ୍ପନା କରାଯାଇଥିଲା। ଭାରତରେ ଅନେକ ସାହିତ୍ୟ ମହୋତ୍ସବ ହେଉଥିବା ବେଳେ, ଆମେ ପ୍ରଥମ ଥର ପାଇଁ ଶିଶୁ ସାହିତ୍ୟ ମହୋତ୍ସବ ଆରମ୍ଭ କରିଥିଲୁ। ୨୦୧୬ରେ ଆମେ ଏଥିରେ ‘ଜାତୀୟ’ ଶବ୍ଦ ଯୋଡ଼ି କୁନିକୁନି ପିଲାଙ୍କୁ ଜାତୀୟସ୍ତରରେ ପରିଚୟ ସୃଷ୍ଟି କରିବାକୁ ଚେଷ୍ଟା କରି ସଫଳ ହୋଇଛୁ। ସେ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳା ବଜାୟ ରଖିବା ସହ ପ୍ରତ୍ୟେକ ବକ୍ତାଙ୍କୁ ଧ୍ୟାନର ସହିତ ଶୁଣିବା, ବହି ପଢ଼ିବା ଏବଂ ଲେଖିବାର ଅଭ୍ୟାସ ବଢ଼ାଇବାକୁ ପରାମର୍ଶ ଦେଇଥିଲେ। କେବଳ ଇଣ୍ଟରନେଟ୍ ତୁମକୁ ସାହାଯ୍ୟ କରିବ ନାହିଁ, ଜୀବନରେ ଆଗକୁ ବଢ଼ିପାଇଁ ଶିଶୁ ସାହିତ୍ୟ ମହୋତ୍ସବ ଆରମ୍ଭ ହୋଇଛି ବୋଲି ଶ୍ରୀ ସାମନ୍ତ ସୂଚନା ଦେଇଥିଲେ।

କିଟ ଇଣ୍ଟରନ୍ୟାସନାଲ୍ ସ୍କୁଲର ଚେୟାରପର୍ସନ ତଥା କ୍ଲାଉଡନାଇନ୍ ର ସମ୍ପାଦିକା ଡ ମୋନାଲିସା ବଳ କହିଲେ, ଏହି ମହୋତ୍ସବ ଅନୁଷ୍ଠାନ ସହିତ ଜଡ଼ିତ ସମସ୍ତଙ୍କ ପାଇଁ ଏକ “ବିଶେଷ ସ୍ଥାନ’ ରଖିଛି। କାରଣ ଏହା ଯୁବ ମନ ମଧ୍ୟରେ ସର୍ଜନଶୀଳତା ଓ ବିବିଧ ଦୃଷ୍ଟିକୋଣକୁ ପୋଷଣ କରେ। ସେ କହିଲେ, ସାହିତ୍ୟ କେବେ ମରେ ନାହିଁ। ତେବେ ସାହିତ୍ୟ ପରବର୍ତ୍ତୀ ପିଢ଼ି ଦ୍ୱାରା ପୁନଃଆବିଷ୍କାର, ପୁନଃବ୍ୟାଖ୍ୟା ଏବଂ ପୁନଃପ୍ରଶଂସିତ ହେବାକୁ ଅପେକ୍ଷା କରୁଛି ବୋଲି ସେ ମତ ଦେଇଥିଲେ।

ବିକ୍ରାନ୍ତ ମାସେ ସଫଳତା ବିଷୟରେ କହି ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଅନୁପ୍ରାଣିତ କରିଥିଲେ। ସେ କହିଲେ “ସଫଳତା କେବେ ଏକୁଟିଆ ଆସେନାହିଁ। ଜେନ୍ ଜେଡ୍ ହେଉଛି ମୁଁ ଦେଖିଥିବା ସବୁଠାରୁ ନିର୍ଭୀକ ପିଢ଼ି। ସେହିପରି ପ୍ରସିଦ୍ଧ ଲେଖକ ଏବଂ ମହାନ କାହାଣୀକାର କୋରାଲ ଦାସଗୁପ୍ତା, ପୂର୍ବତନ କ୍ରିକେଟର ହରଭଜନ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ପକ୍ଷରୁ ପ୍ରକାଶ ପାଉଥିବା ପତ୍ରିକା ‘କ୍ଲାଉଡନାଇନ’ର ଡିଜିଟାଲ ସଂସ୍କରଣ ଉନ୍ମୋଚିତ ହୋଇଥିଲା।

Previous Post

‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Next Post

ବାରବାଟୀ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍:୧ରୁ ଅନଲାଇନ, ୫ରୁ ଅଫଲାଇନରେ ଟିକେଟ ବିକ୍ରି

FNN WEB

FNN WEB

Next Post
ବାରବାଟୀ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍:୧ରୁ ଅନଲାଇନ, ୫ରୁ ଅଫଲାଇନରେ ଟିକେଟ ବିକ୍ରି

ବାରବାଟୀ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍:୧ରୁ ଅନଲାଇନ, ୫ରୁ ଅଫଲାଇନରେ ଟିକେଟ ବିକ୍ରି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.