• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିପର୍ଯ୍ୟୟ ପ୍ରତିରୋଧ କ୍ଷେତ୍ରରେ ଲିଙ୍ଗଗତ ସମାନତା ବୃଦ୍ଧି ଶୀର୍ଷକ ଜାତୀୟ କର୍ମଶାଳା

FNN WEB by FNN WEB
November 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିପର୍ଯ୍ୟୟ ପ୍ରତିରୋଧ କ୍ଷେତ୍ରରେ ଲିଙ୍ଗଗତ ସମାନତା ବୃଦ୍ଧି ଶୀର୍ଷକ ଜାତୀୟ କର୍ମଶାଳା
0
SHARES
4
VIEWS

ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ସରକାର ପ୍ରୟାସରତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗଗତ ସମାନତାର ଅଭିବୃଦ୍ଧି ଓ ବିପର୍ଯ୍ୟୟଜନିତ ଆପଦ ହ୍ରାସ ସୁନିଶ୍ଚିତ କରୁଥିବା ପ୍ରଶାସନ ନିମନ୍ତେ ଜାତୀୟ କର୍ମଶାଳା ଆରମ୍ଭ ହୋଇଛି । ଏହି ଦୁଇଦିନିଆ କର୍ମଶାଳା ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌ଡମା), ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠି (ୟୁଏନ୍‌ଏଫ୍‌ପିଏ) ସହଯୋଗରେ ସାରା ଭାରତରେ ବିପର୍ଯ୍ୟୟଜନିତ ଆପଦ ହ୍ରାସ କ୍ଷେତ୍ରରେ ଦାୟତ୍ୱସଂପନ୍ନ ପ୍ରଶାସନ ନିଶ୍ଚିତ ଭାବେ ମାର୍ଗଦର୍ଶନ ଦେବ । ଏହି କାର୍ଯ୍ୟକ୍ରମରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା, ଓଡ଼ିଶା ସରକାର ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ବରିଷ୍ଠ ଅଧିକାରୀ, ମିଳିତ ଜାତିସଂଘ ସଂସ୍ଥା ବିକାଶ ସହଭାଗୀ ଶିକ୍ଷା ପ୍ରତିଷ୍ଠାନ ଏଥିରେ ଯୋଗଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଲେ ଯେ, ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା ପାଇଁ ବିଶ୍ୱସ୍ତରୀୟ ସ୍ୱୀକୃତି ସହ ଓଡ଼ିଶା ଆଜି ଅନ୍ୟମାନଙ୍କ ପାଇଁ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ରୋଲ ମଡେଲ ସାଜିଛି । ଏହା ହେଉଛି ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ସରକାରଙ୍କର ପ୍ରତିଶ୍ରୁତିବଦ୍ଧତା, ଆନ୍ତରିକତା ଓ ନିଷ୍ଠାପର ଭାବରେ ଦାୟିତ୍ୱ ସମ୍ପାଦନର ନିଚ୍ଛକ ଉଦାହରଣ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ କର୍ମଶାଳାର ଗୁରୁତ୍ୱ ଉପରେ ଆଲୋକପାତ କରି କହିଲେ ଯେ, ସରକାର ସବୁବେଳେ ଜନକେନ୍ଦ୍ରୀୟ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଅଗ୍ରାଧିକାର ଦେଇ ଆସୁଛନ୍ତି । ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଘଟୁଥିବା ଆପଦକାଳୀନ ସ୍ଥିତିରୁ ଆମେ ଯେଉଁ ପରିଚାଳନାଜନିତ ଅଭିଜ୍ଞତା ଆହରଣ କରୁଅଛୁ ସଂକଟ ସମୟରେ ସେସବୁର ଉପଯୋଗ କରି ଜନସାଧାରଣଙ୍କୁ ସୁରକ୍ଷା ଦେବା ତଥା ଶୂନ୍ୟ ମୃତୁ୍ୟହାର ନିଶ୍ଚିତ କରିବା ଦିଗରେ ସରକାର ସବୁବେଳେ ପ୍ରୟାସ କରି ରଆସୁଛନ୍ତି ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦେଓରଞ୍ଜନ କୁମାର ସିଂହ କହିଲେ ଯେ, ଓଏସ୍‌ଡିଏମ୍‌ଏ ସବୁବେଳେ ଗୋଷ୍ଠୀଗତ ସହଭାଗିତା ତଥା ସେ୍ୱଚ୍ଛାସେବୀମାନଙ୍କ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଆମେ ନିରନ୍ତର ଭାବେ ଚେଷ୍ଟାରତ । ଆମେ ସବୁବେଳେ ଆପଦକାଳୀନ ସ୍ଥିତିର ସାମ୍ନା କରିବା ପାଇଁ ପ୍ରାକ୍‌ ପ୍ରସ୍ତୁତି ଓ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ୱ ଦେଉଛୁ ଏବଂ ଜରୁରୀକାଳୀନ ସ୍ଥିତିରେ ଜନସାଧାରଣଙ୍କ ନିକଟତର ହୋଇ ସେମାନଙ୍କୁ ସୁରକ୍ଷା ଦେବା ପାଇଁ ଆମେ ସବୁବେଳେ ଚେଷ୍ଟା କରିଆସୁଛୁ ।

ଏହି ସମ୍ମଳନୀରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷଜ୍ଞମାନେ ସେମାନଙ୍କର ସୁଚିନ୍ତିତ ମତ ଉପସ୍ଥାପନ କରିବା ସହ ଅନ୍ତର୍ଭୁକ୍ତୀକରଣକୁ ସମନ୍ୱିତ କରିବାର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ । ଏଥିରେ ଦେଶର ବିଭିନ୍ନ ରାଜ୍ୟର ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ପରସ୍ପର ମଧ୍ୟରେ ଉତ୍ତମ ବ୍ୟବସ୍ଥାଜନିତ ପଦକ୍ଷେପ ଆଦାନ ପ୍ରଦାନ ଓ ନବସୃଜନ କ୍ଷେତ୍ରରେ ଅଂଶୀଦାର ଓ ବିପର୍ଯ୍ୟୟ ଆପଦ ହ୍ରାସଜନିତ ଇକୋସିଷ୍ଟମ୍‌କୁ ଆଗକୁ ବଢ଼ାଇ ନେବା ପାଇଁ ସହଯୋଗର ରଣନୀତି ଠିକ୍‌ କରିବା ଭଳି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟ୍‌ଫର୍ମ ସାବ୍ୟସ୍ତ ହୋଇପାରିଛି ।

ଓଡ଼ିଶାର ପ୍ରତିଶ୍ରୁତିବଦ୍ଧତାକୁ ଦୃଢ଼ ଭାବେ ସମର୍ଥନ କରି ଉପସ୍ଥିତ ଅଂଶଗ୍ରହଣକାରୀମାନେ ଏହି ସିଦ୍ଧାନ୍ତରେ ପହଞ୍ଚିଥିଲେ ଯେ, ଜଳବାୟୁ ପରିବର୍ତ୍ତନଜନିତ ବିପଦ ଦିନକୁ ଦିନ ତୀବ୍ର ହେଉଛି । ଏଥିପାଇଁ ବ୍ୟାପକ ଜନସଚେତନତା, ଆନ୍ତରିକତା, ନିଷ୍ଠା ଓ ଦାୟିତ୍ୱପୂର୍ଣ୍ଣ ଭାବରେ ପରିବେଶର ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ଓଏସ୍‌ଡିଏମ୍‌ଏ, ୟୁଏନ୍‌ଏଫ୍‌ପିଏ ଏବଂ ସହଭାଗୀ ସଂସ୍ଥଗୁଡ଼ିକ ଏକ୍ଷେତ୍ରରେ ଜନସାଧାରଣଙ୍କ ସହଯୋଗ ସହ ବିଜ୍ଞାନ ଓ ବୈଷୟିକ ଶିକ୍ଷା ଆଧାରିତ ପଦକ୍ଷେପ ବିପର୍ଯ୍ୟୟ ପରିଚାଳନାକୁ ନିଶ୍ଚିତ ଭାବରେ ଆଗକୁ ବଢ଼ାଇବା ପାଇଁ ପ୍ରୋତ୍ସାହିତ କରିବ ଓ ଏଥିରେ ସମସ୍ତ ବର୍ଗର ଭାଗୀଦାରି ସାବ୍ୟସ୍ତ ହୋଇପାରିବ ।

Previous Post

ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଜଣେ ଦୃଢ଼ମନା ଓ ଦୂରଦର୍ଶୀ ନେତ୍ରୀ ଥିଲେ

Next Post

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.