• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶତାଧିକ ସମର୍ଥକଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ, ସମିତିସଭ୍ୟା

FNN WEB by FNN WEB
November 20, 2025
in ଓଡ଼ିଶା, ମୁଖ୍ୟ ଖବର
0
ଶତାଧିକ ସମର୍ଥକଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ, ସମିତିସଭ୍ୟା
0
SHARES
4
VIEWS

ଭଦ୍ରକ: ସବୁ କଳ୍ପନା କଳ୍ପନାର ଅନ୍ତ ଘଟାଇ ଆଜି ଭଦ୍ରକ ବ୍ଲକ ଅନ୍ତର୍ଗତ ଜଗଦଳପୁର ପଂଚାୟତ ସରପଞ୍ଚ ତିଳୋତ୍ତମା ମହାପାତ୍ର, ପୂର୍ବତନ ସରପଞ୍ଚ ବିଜୟକୁମାର ମହାପାତ୍ର, ରମ୍ଭିଳା ସରପଞ୍ଚ ଗଣେଶ ଚନ୍ଦ୍ର ପଣ୍ଡା, ରମ୍ଭିଳା ସମିତି ସଭ୍ୟା ସସ୍ମିତା କୁମାରୀ ନାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ମିଶିଛନ୍ତି।

ପୂର୍ବତନ ମନ୍ତ୍ରୀ ତଥା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ସାଂସଦ ଅଭିମନ୍ୟୁ ସେଠୀ, ବିଜେପି ଜିଲ୍ଲା ସଭାପତି ଭଗବାନ ପଣ୍ଡାଙ୍କ ଉପସ୍ଥିତିରେ ବିଜେଡି ନେତ୍ରୀ ତଥା ଜଗଦଳପୁର ସରପଞ୍ଚ ତିଳୋତ୍ତମା ମହାପାତ୍ର ଓ ତାଙ୍କ ସ୍ୱାମୀ ବିଜେଡି ନେତା ବିଜୟକୁମାର ମହାପାତ୍ର ବିଜେପି ଦଳରେ ବିଧିବଦ୍ଧ ଭାବରେ ଯୋଗଦେଇଛନ୍ତି। ସେମାନେ କଂଗ୍ରେସରୁ ରାଜନୀତି ଆରମ୍ଭ କରିଥିବା ବେଳେ ୨୦୧୮ରେ କଂଗ୍ରେସ ଛାଡ଼ି ବିଜୁ ଜନତା ଦଳରେ ମିଶିଥିଲେ। କିନ୍ତୁ ଆଜି ବିଜେପିରେ ଯୋଗ ଦେଇଛନ୍ତି।

ଦୀର୍ଘ ୩୦ବର୍ଷ ଧରି ଜଗଦଳପୁରର ରାଜନୀତିର ମଙ୍ଗ ଧରିଥିବା ଏହି ମହାପାତ୍ର ପରିବାରର ରାଣୀତାଲ ଅଞ୍ଚଳରେ ଦବଦବା ରହିଛି। ସେହି ଭଳି ରମ୍ଭିଳା ସରପଞ୍ଚ ଗଣେଶ ଚନ୍ଦ୍ର ପଣ୍ଡା ଜନତା ଦଳରୁ ନିଜର ରାଜନୈତିକ ଜୀବନ ଆରମ୍ଭ କରିଥିବା ବେଳେ ପରେ ବିଜୁଜନତା ଦଳ ଦେଇ ଆଜି ବିଜେପିରେ ଯୋଗ ଦାନ କରୁଛନ୍ତି। ଏହି ନେତାଙ୍କ ଯୋଗଦାନ ପରେ ରାଣୀତାଲ ଅଞ୍ଚଳରେ ବିଜେପିର ଶକ୍ତି ବୃଦ୍ଧି ହୋଇଥିବା ବେଳେ ବିଜୁ ଜନତା ଦଳ ଦୁର୍ଗ ଭାଙ୍ଗିପଡିଛି। ଆଗାମୀ ଦିନରେ ଏହି ଅଞ୍ଚଳରେ ବିଜୁ ଜନତା ଦଳର ସଂଗଠନର ବହୁ ନେତା ଓ କର୍ମୀ ବିଜେପିରେ ମିଶିବେ ବୋଲି ସୂଚନା ମିଳିଛି। ଆଜିର ଏହି ମିଶ୍ରଣ ପର୍ବ ପରେ ବିଜେପି କର୍ମୀ ଓ ନେତାଙ୍କ ଭିତରେ ପ୍ରବଳ ଉତ୍ସାହ ପ୍ରକାଶ ପାଇଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ଭାଡ଼ି ଖାଲି ହୋଇଯିବ ବୋଲି ହେଉଛି ଆଲୋଚନା।

Previous Post

କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପାଇଁ ଦୁଇ ଦିନିଆ ଦକ୍ଷତା ବିକାଶ ତାଲିମ ଶୁଭାରମ୍ଭ

Next Post

ଶିଶୁ ଅଧିକାରକୁ ନେଇ ଏକ ଜାତୀୟ ସମ୍ମିଳନୀ ଆୟୋଜିତ

FNN WEB

FNN WEB

Next Post
ଶିଶୁ ଅଧିକାରକୁ ନେଇ ଏକ ଜାତୀୟ ସମ୍ମିଳନୀ ଆୟୋଜିତ

ଶିଶୁ ଅଧିକାରକୁ ନେଇ ଏକ ଜାତୀୟ ସମ୍ମିଳନୀ ଆୟୋଜିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.