• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ସାଂସଦ କମିଟି ବୈଠକ

FNN WEB by FNN WEB
November 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ସାଂସଦ କମିଟି ବୈଠକ
0
SHARES
4
VIEWS

ରେଳ ଭିତ୍ତିଭୂମି ବିକାଶ, ଯାତ୍ରୀ ସେବା ଏବଂ ଚାଲୁଥିବା ପ୍ରକଳ୍ପଗୁଡ଼ିକର ସମୀକ୍ଷା
ଭୁବନେଶ୍ୱର : ପୂର୍ବତଟ ରେଳପଥ ଅଧିନସ୍ଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ପରିସୀମାରୁ ପ୍ରତିନିଧିତ୍ୱ କରୁଥିବା ମାନ୍ୟବର ସାଂସଦଙ୍କ ସାଂସଦ କମିଟି ବୈଠକ ଆଜି ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲଙ୍କ ସମେତ ବରିଷ୍ଠ ରେଳ ଅଧିକାରୀମାନଙ୍କ ସହିତ ଅଞ୍ଚଳର ପ୍ରତିଷ୍ଠିତ ସାଂସଦମାନଙ୍କର ସକ୍ରିୟ ଅଂଶଗ୍ରହଣ ଦେଖିବାକୁ ମିଳିଥିଲା। ବୈଠକ ସମୟରେ, ମାନ୍ୟବର ସାଂସଦମାନେ ସର୍ବସମ୍ମତିକ୍ରମେ ମାନ୍ୟବର ସାଂସଦ/କଟକ ଶ୍ରୀ ଭର୍ତ୍ତୃହରି ମହତାବଙ୍କୁ ଡିଭିଜନାଲ କମିଟିର ଅଧ୍ୟକ୍ଷ ଭାବରେ ମନୋନୀତ କରିଥିଲେ।

ବୈଠକରେ ଉପସ୍ଥିତ ମାନ୍ୟବର ସଦସ୍ୟମାନେ ଗଠନମୂଳକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା, ଯାତ୍ରୀ ସୁବିଧା ବୃଦ୍ଧି କରିବା ଏବଂ ସମଗ୍ର ଅଞ୍ଚଳରେ ରେଳ ସଂଯୋଗୀକରଣକୁ ବିସ୍ତାର କରିବା ପାଇଁ ମୂଲ୍ୟବାନ ପରାମର୍ଶ ଦେଇଥିଲେ। ସେମାନେ ଖୋର୍ଦ୍ଧା ରୋଡ୍ ଡିଭିଜନ ଦ୍ୱାରା ଗ୍ରହଣ କରାଯାଇଥିବା ବିକାଶମୂଳକ ପଦକ୍ଷେପଗୁଡ଼ିକୁ ପ୍ରଶଂସା କରିଥିଲେ ଏବଂ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା, ଟ୍ରେନ୍ ସେବାରେ ଉନ୍ନତି ଆଣିବା ଏବଂ ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ସାଂସଦମାନେ ଆଞ୍ଚଳିକ ସଂଯୋଗୀକରଣରେ ଉନ୍ନତି ଆଣିବା, ମାଲ ପରିବହନ ବୃଦ୍ଧି କରିବା ଏବଂ ସମଗ୍ର ଅଂଚଳରେ ଯାତ୍ରୀ ସେବାକୁ ଉନ୍ନତ କରିବା ପାଇଁ ପୂର୍ବତଟ ରେଳପଥର ନିରନ୍ତର ପ୍ରୟାସକୁ ମଧ୍ୟ ପ୍ରଶଂସା କରିଥିଲେ। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ମାନ୍ୟବର ସାଂସଦମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କର ମୂଲ୍ୟବାନ ମତାମତ, ମାର୍ଗଦର୍ଶନ ଏବଂ ସମର୍ଥନ ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ସେ ଯାତ୍ରୀ ସେବାରେ ଉନ୍ନତି, ସୁରକ୍ଷା ଏବଂ ଭିତ୍ତିଭୂମି ବିକାଶରେ ସଫଳତା ଉପରେ ଆଲୋକପାତ କରିଥିଲେ ଏବଂ ରେଳପଥର କାର୍ଯ୍ୟଦକ୍ଷତା ବିଷୟରେ ଆଲୋକପାତ କରିବା ସହ ଚାଲୁରହିଥିବା ବିଭିନ୍ନ ରେଳ ପ୍ରକଳ୍ପ ଗୁଡିକର ଅଗ୍ରଗତିର ସମ୍ବନ୍ଧରେ ସୂଚନା ପ୍ରଦାନ କରିଥିଲେ।

ଖୋର୍ଦ୍ଧା ରୋଡ ରେଳମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଆଲୋକ ତ୍ରିପାଠୀ ରେଳମଣ୍ଡଳର ଭୌଗୋଳିକ ପ୍ରସାର, କାର୍ଯ୍ୟକ୍ଷମ ପ୍ରଦର୍ଶନ ଏବଂ ଉନ୍ନତ ଦକ୍ଷତା ଏବଂ ସେବା ପ୍ରଦାନରେ ଯୋଗଦାନ କରୁଥିବା ପ୍ରମୁଖ ପଦକ୍ଷେପଗୁଡ଼ିକର ଏକ ବିସ୍ତୃତ ସମୀକ୍ଷା ଉପସ୍ଥାପନ କରିଥିଲେ। ପୂର୍ବତଟ ରେଳପଥର ପ୍ରମୁଖ ବିଭାଗ ମୁଖ୍ୟ ଏବଂ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ।

Previous Post

ନିଜ ବନ୍ଧୁକରୁ ଗୁଳି କରି ଯୁବକଙ୍କ ଆତ୍ମହତ୍ୟା

Next Post

ଓଡ଼ିଶା ସରକାର ଏବଂ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ଫର ପିପୁଲ୍ ଆଣ୍ଡ ପ୍ଲାନେଟ୍ ମଧ୍ୟରେ ଏମଓୟୁ

FNN WEB

FNN WEB

Next Post
ଓଡ଼ିଶା ସରକାର ଏବଂ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ଫର ପିପୁଲ୍ ଆଣ୍ଡ ପ୍ଲାନେଟ୍ ମଧ୍ୟରେ ଏମଓୟୁ

ଓଡ଼ିଶା ସରକାର ଏବଂ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ଫର ପିପୁଲ୍ ଆଣ୍ଡ ପ୍ଲାନେଟ୍ ମଧ୍ୟରେ ଏମଓୟୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.