• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉତ୍କଳିକାର ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” ଉଦଘାଟିତ

FNN WEB by FNN WEB
November 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ଉତ୍କଳିକାର ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” ଉଦଘାଟିତ
0
SHARES
8
VIEWS

ଓଡ଼ିଶା ହସ୍ତଶିଳ୍ପ ଅସ୍ମିତାର ଗରିମା ବୃଦ୍ଧି ହୋଇପାରିବ : ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ

 ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ ଖୋଲିଲା ଉତ୍କଳିକାର ନୂଆ ଷ୍ଟୋର
 କାରିଗରମାନଙ୍କ ସାମଗ୍ରିକ ଉନ୍ନତି ସହ ବିଦେଶରେ ବଢିବ ଓଡ଼ିଆ ହସ୍ତଶିଳ୍ପର ଚାହିଦା

ଭୁବନେଶ୍ଵର : ଓଡ଼ିଶା ହସ୍ତଶିଳ୍ପ କାରିଗରମାନଙ୍କର ଆର୍ଥିକ ଉନ୍ନତି ତଥା ଓଡ଼ିଆ ହସ୍ତଶିଳ୍ପ ସାମଗ୍ରୀର ପ୍ରଚାର ପ୍ରସାର ଲକ୍ଷ୍ୟରେ ଭୁବନେଶ୍ଵର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ ଉତ୍କଳିକାର ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ ଏହାର ଉଦଘାଟନ କରି କହିଛନ୍ତି, ଏହା ଦ୍ଵାରା ରାଜ୍ୟ ବାହାର ତଥା ଅନ୍ୟ ଦେଶର ପର୍ଯ୍ୟଟକମାନେ ଓଡ଼ିଶାର ପାରମ୍ପରିକ ଉତ୍କୃଷ୍ଟ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ସ୍ମାରକ ସେମାନଙ୍କ ଘରକୁ ନେଇପାରିବେ । ଫଳରେ ଆମ ବୁଣାକାର ଓ କାରିଗରଙ୍କ ଜୀବନ-ଜୀବିକା ସମୃଦ୍ଧ ହେବା ସହ ଓଡ଼ିଆ ହସ୍ତଶିଳ୍ପ ଅସ୍ମିତାର ଗରିମା ବୃଦ୍ଧି ହୋଇପାରିବ ।

“ଉତ୍କଳିକା ଆତିଥ୍ୟ” ଉତ୍କଳିକା ଦ୍ୱାରା ଆରମ୍ଭ କରାଯାଇଥିବା ଏକ ଅଭିନବ ପ୍ରୟାସ । ଆମ ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଦର୍ଶନ ସହ ଏବଂ ବିକ୍ରୟ ବୃଦ୍ଧିକୁ ଲକ୍ଷ୍ୟ ରଖି ଏହାର ଖୋଲାଯାଇଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର କହିଛନ୍ତି । ଏହା ସହ ପାରମ୍ପରିକ କାରିଗରମାନଙ୍କର ବଜାର ପ୍ରବେଶ ସହ ହସ୍ତଶିଳ୍ପ କାରିଗରୀଙ୍କର ଉନ୍ନତି ହୋଇପାରିବ ସେ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଶାସନ ସଚିବ ଶ୍ରୀ ପ୍ରତାପ ଚନ୍ଦ୍ର ହୋତ, ହସ୍ତଶିଳ୍ପ ନିର୍ଦ୍ଦେଶିକା ନିବେଦିତା ପୃଷ୍ଟି, ଅର୍ଥ ପରାମର୍ଶ ଦାତା ତଥା ଅତିରିକ୍ତ ଶାସନ ସଚିବ ମଧୁସ୍ମିତା ବେହେରା, ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ, ବ୍ୟକ୍ତିଗତ ସଚିବ ପୀତାମ୍ବର ସାମଲ, ଉତ୍କଳିକା ସଭାପତି ଦେବସ୍ମିତା ସାହୁ, ଉପ-ସଭାପତି ପ୍ରଶାନ୍ତ କୁମାର ମହାପାତ୍ର, ଯୁଗ୍ମ ସଚିବ ତଥା ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ମମତା ନାୟକ, ଯୁଗ୍ମ ସଚିବ ତଥା ପରିଚାଳକ କଲ୍ୟାଣୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ, ଓଡ଼ିଆ ହସ୍ତଶିଳ୍ପ କାରିଗରମାନଙ୍କର ସାମଗ୍ରିକ ଉନ୍ନତି ନିମନ୍ତେ ରାଜ୍ୟ ଭିତରେ ୧୨ ଗୋଟି ଶାଖା ଥିବା ବେଳେ ରାଜ୍ୟ ବାହାରେ ୬ ଗୋଟି ଶାଖା ଖୋଲାଯାଇଛି । ଓଡ଼ିଶା ହସ୍ତଶିଳ୍ପ ଉଦ୍ୟୋଗର ବିକାଶ ତଥା ହସ୍ତଶିଳ୍ପ କାରିଗର ମାନଙ୍କ ଉତ୍ପାଦିତ ସାମଗ୍ରୀର ବିକ୍ରୟ ମାଧ୍ୟମରେ କାରିଗରମାନଙ୍କୁ କର୍ମ ସଂସ୍ଥାନ ଯୋଗାଇବା ଉଦ୍ଦେଶ୍ୟରେ କାରିଗରମାନଙ୍କ ପ୍ରତ୍ୟକ୍ଷ ସହଯୋଗରେ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ. (ଉତ୍କଳିକା) ନାମକ ଶୀର୍ଷ ସମବାୟ ଅନୁଷ୍ଠାନ ୧୩.୦୫.୧୯୫୯ ମସିହାରେ ସ୍ଥାପନା ହୋଇଥିଲା । ଏହି ଶୀର୍ଷ ସମବାୟ ଅନୁଷ୍ଠାନରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମେତ ୧୧୬ ଗୋଟି ପ୍ରାଥମିକ ହସ୍ତଶିଳ୍ପ ସମବାୟ ସମିତି ସଦସ୍ୟ ଅଛନ୍ତି ।

Previous Post

ଓଡ଼ିଶା ସରକାର ଏବଂ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ଫର ପିପୁଲ୍ ଆଣ୍ଡ ପ୍ଲାନେଟ୍ ମଧ୍ୟରେ ଏମଓୟୁ

Next Post

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି : ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି : ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି : ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.