• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ପ୍ରଥମ ଥର ହେବ ଡବଲ୍ ଇଞ୍ଜିନ ସରକାର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

FNN WEB by FNN WEB
May 11, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ପ୍ରଥମ ଥର ହେବ ଡବଲ୍ ଇଞ୍ଜିନ ସରକାର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
0
SHARES
23
VIEWS


ଫୁଲବାଣୀ: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ୍ ଇଞ୍ଜିନ ସରକାର। ଜୁନ୍ ୧୦ରେ କେହି ଓଡ଼ିଆ ପୁଅ ବା ଝିଅ ମୁଖ୍ୟମନ୍ତ୍ରୀ ହେବେ। ଶପଥଗ୍ରହଣଲାଗି ମୁଁକନ୍ଧମାଳବାସୀଙ୍କୁ ନିମନ୍ତ୍ରଣ ଦେଉଛି। ସେଥିପାଇଁ ଓଡ଼ିଶାରୁ ୨୧ ବିଜେପି ସାଂସଦଙ୍କୁ ଜିତାଇବାକୁ ପଡ଼ିବ। କନ୍ଧମାଳ ବିଜେପି ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ ଓ ବିଧାୟକ ପ୍ରାର୍ଥୀଙ୍କୁ ବହୁ ଭୋଟରେ ଜିତାଇବାକୁ ନିବେଦନ କରୁଛି। କନ୍ଧମାଳକୁ ଆସି ମୋତେ ଯେଉଁ ଆଶୀର୍ବାଦ ମିଳିଲା ତାହା ମୁଁ ସାରା ଜୀବନ ଭୁଲିପାରିବିନି। ମୋତେ ଏଠାରେ ଜଣେ ତ୍ୟାଗମୟୀ ମାତା ତୁଳା ବେହେରା, ଯେଉଁ ଭଳି ସ୍ବାଗତ କଲେ ତାହା ଦେଖି ମୁଁ ଅଭିଭୂତ। ପୁରା କନ୍ଧମାଳ ଓ ସାରା ଓଡ଼ିଶାର ଆଶୀର୍ବାଦ ମୋତେ ମିଳିଛି। ଗତକାଲି ଭୁବନେଶ୍ବରରେ ଯେଉଁ ଦୃଶ୍ୟ ଦେଖିଲି, ତାହା ଅବର୍ଣ୍ଣନୀୟ। ସେଥିରେ ମୁଁ ଜାଣିପାରିଲି ଯେ ମୋ‌େତ ଓଡ଼ିଶାବାସୀଙ୍କ ଆଶୀର୍ବାଦ ମିଳିଛି। ମୁଁ ଓଡ଼ିଶାର ଲୋକଙ୍କ ପାଖରେ ଋଣୀ। ଆପଣଙ୍କ ଏହି ଋଣ ମୁଁ ଦେଶ ପାଇଁ ଅଧିକ ସେବା କରି ପରିଶୋଧ କରିବି। ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରି ଉକ୍ତ ପରିଶୋଧ କରିବି। ଫୁଲବାଣୀ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ଏଭଳି କହିଛନ୍ତି। ଏଥର ଏନଡିଏ ୪୦୦ ଆସନ ପାର୍ କରିବ ଓ କଂଗ୍ରେସ ୫୦ ତଳକୁ ଖସିବ।

ଆଜି ଫୁଲବାଣୀ ବିଜୟ ସଂକଳ୍ପ ସମାବେଶରେରୁ ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆୟୁଷ୍ମାନ ଯୋଜନାର ଲାଭ କହିବା ସହ ବିଜେଡି ସରକାର ଏହାକୁ ଓଡ଼ିଶାରେ ଲାଗୁ କରାଇ ଦେଉନଥିବା ମୋଦୀ ଜନସଭାରେ କହିଛନ୍ତି। ସେ ଆହୁରି କହିଛନ୍ତି, ମୋଦୀ ଆପଣଙ୍କୁ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଦେବାକୁ ଚାହୁଁଛି। ହେଲେ ବିଜେଡି ସରକାର ଆୟୁଷ୍ମାନ ଯୋଜନାକୁ ଏଠାରେ ଲାଗୁ କରିବାକୁ ଦେଉନାହାନ୍ତି। ଓଡ଼ିଶାର ଲୋକମାନେ ଦେଶର ବିଭିନ୍ନ ରାଜ୍ୟରେ ରହୁଛନ୍ତି। ଯଦି ଭାରତର କେଉଁଠି ବି ଆପଣଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ରହିଛି, ତେବେ ଆପଣ ସେଠାରେ ବି ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପାଇପାରିବେ।

ଆପଣଙ୍କ ପାଖରେ ଟଙ୍କା ଥାଉ କି ନଥାଉ, ସମ୍ପର୍କୀୟ ଥାଆନ୍ତୁ କି ନଥାନ୍ତୁ କେବଳ ପକେଟରେ କାର୍ଡ ଥିବା ଦରକାର। ମୁଁ ୫ ବର୍ଷରୁ ଏଠାକାର ସରକାରକୁ ବୁଝାଇବାକୁ ଚେଷ୍ଟା କଲିଣି ହେଲେ ସେମାନେ ବୁଝିବାକୁ ଚାହୁଁନାହାନ୍ତି। ଓଡ଼ିଶାରେ ବିଜେପି ସରକାର ବନାଇଲେ ୫ ଲକ୍ଷର ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ଯାହାର ଆପଣଙ୍କ ରୋଗର ଚିନ୍ତା ନାହିଁ, ସେହି ସରକାର ଓଡ଼ିଶାରେ ରହିବା ଦରକାର କି ନାହିଁ, ଆପଣ ଚିନ୍ତା କରନ୍ତୁ ବୋଲି ମୋଦୀ କହିଛନ୍ତି। ଓଡ଼ିଶାରେ ପର୍ଯ୍ୟଟନର ଅନେକ ସମ୍ଭାବନା ରହିଛି। ପର୍ଯ୍ୟଟନ ବଢିଲେ ରୋଜଗାର ବଢେ। ହେଲେ ଏଥିରେ ଓଡ଼ିଶା ସରକାର ପଛୁଆ। ଭାଜପା ସରକାର ଏଠାରେ ପର୍ଯ୍ୟଟନର ବିକାଶ କରିବାକୁ ଚାହୁଁଛି। ମୋଦୀ ହେଉଛି ଆପଣମାନଙ୍କର ସବୁଠାରୁ ବଡ଼ ଗ୍ୟାରେଣ୍ଟି। ମୁଦ୍ରା ଯୋଜନାରେ ଆପଣ ୨୦ ଲକ୍ଷ ଟଙ୍କା ଋଣ ନେଇ ନିଜ ବ୍ୟବସାୟ କରିପାରିବେ। ଯୁବକମାନେ ପର୍ଯ୍ୟଟନର ବିକାଶ କରିପାରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହୁରି କହିଛନ୍ତି, ଜଗନ୍ନାଥ ଅଛନ୍ତି ତ ଜୀବନ ଅଛି। ଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ସମ୍ଭାଳିପାରିନାହାନ୍ତି ରାଜ୍ୟ ସରକାର। ବିଜେପି ସରକାର ଆସିଲେ, ରତ୍ନଭଣ୍ଡାରର ପୁନଃ ମର୍ଯ୍ୟାଦା ପ୍ରତିଷ୍ଠା ହେବ। ସେ ଆହୁରି କହିଛନ୍ତି, ଓଡ଼ିଶାରେ ବିଜେପି ସରକାର ଆସିଲେ, ମାଗଣା ବିଜୁଳି ମିଳିବ। ଆପଣ ଘରେ ଅଧିକ ବିଦ୍ୟୁତ୍ ଉତ୍ପନ୍ନ କଲେ ତାକୁ ସରକାର ଟଙ୍କା ଦେଇ କିଣିବେ। କନ୍ଧମାଳ ବିଜେପି ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀଙ୍କ ସପକ୍ଷରେ ନିର୍ବାଚନ ପ୍ରଚାର କରିବାକୁ ଆସି ଫୁଲବାଣୀ ବିଜୟ ସଂକଳ୍ପ ସମାବେଶରେ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀଙ୍କ ପାଦ ଛୁଇଁ ପ୍ରଣାମ କରିଥଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜୟ ଜଗନ୍ନାଥ, ଜୟ ଜଗନ୍ନ‌ାଥ, ଜୟ ଶ୍ରୀରାମ, ଜୟ ଶ୍ରୀରାମ କହି ନିଜର ଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ। ସାଢ଼େ ୧୦ଟାରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ଫୁଲବାଣୀ ଷ୍ଟାଡିୟମ ଅଭିମୁଖେ ବାହାରିଥିଲେ ପ୍ରଧାନମନ୍ତ୍ରୀ।

Previous Post

ମୋଦିଙ୍କ ବିଶାଳ ରୋଡ୍‌ ସୋ’, ଜନପଥରେ ଜନ ସମୁଦ୍ର

Next Post

ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

FNN WEB

FNN WEB

Next Post
ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.