• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସମ୍ବଲପୁର ଓ ଯାଜପୁରରେ ବିଶାଳ ପଦଯାତ୍ରା

FNN WEB by FNN WEB
November 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସମ୍ବଲପୁର ଓ ଯାଜପୁରରେ ବିଶାଳ ପଦଯାତ୍ରା
0
SHARES
8
VIEWS

ସମ୍ବଲପୁର : ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସମ୍ବଲପୁରରେ ବିଶାଳ ପଦଯାତ୍ରା ଆୟୋଜିତ ହୋଇଛି। ଏହି ପଦଯାତ୍ରା ସମ୍ବଲପୁର ରିଜର୍ଭ ଗ୍ରାଉଣ୍ଡରୁ ଆରମ୍ଭ ହୋଇ ଲଷ୍ମୀ ଟକିଜ ଛକ, ଜେଲ ଛକ ଦେଇ ମହିଳା ମହାବିଦ୍ୟାଳୟ ଗ୍ରାଉଣ୍ଡ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ସେହିପରି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରୀ ନାୟକ, ଆଇଜି ହିମାଂଶୁ ଲାଲ, ଏସପି ମୁକେଶଧାମୁ ଓ ଜିଲ୍ଲାପାଳ ସିଦ୍ଧେଶ୍ବର ବଲିରାମ ବୋନ୍ଦରଙ୍କ ସମେତ ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ ଓ ଅନ୍ୟ ସରକାରୀ ଅଧିକାରୀମାନେ ମଧ୍ୟ ଏହି ପଦଯାତ୍ରାରେ ସାମିଲ ହୋଇଛନ୍ତି। କାର୍ଯ୍ୟକ୍ରମ ଶେଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବତରଣ କରିଥିଲେ।

ସେହିପରି ଯାଜପୁରଜିଲ୍ଲା ଧର୍ମଶାଳାରେ ଏକତା ପଦଯାତ୍ରାରେ ସାମିଲ ହୋଇଛନ୍ତି ହଜାର ହଜାର ଲୋକେ। ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ପଦଯାତ୍ରା ହୋଇଥିବା ବେଳେ ଧର୍ମଶାଳାର ନାକପୋଲ ଠାରୁ ଏହି ପଦଯାତ୍ରା ଆରମ୍ଭ ହୋଇ କାଏମା ଠାରେ ଶେଷ ହୋଇଛି। ଏହି ପଦଯାତ୍ରାରେ ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ସହ ଯାଜପୁର ଜିଲ୍ଲାପାଳ, ଏସପି, ସରକାରୀ କର୍ମଚାରୀ ଓ ବୁଦ୍ଧିଜୀବୀ ସାମିଲ ହୋଇଛନ୍ତି। ପଦଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ମେଲୋଡି, ନୃତ୍ୟ, ଦାସକାଠିଆ, ପାଲା ଓ ଘୁମୁରା ବାଦ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

Previous Post

କିସ୍‍ ରେ ୪୦ ହଜାର ଛାତ୍ରଛାତ୍ରୀଙ୍କୁ ଶାଲ୍‍ ଓ ସ୍ୱେଟର ବଣ୍ଟନ

Next Post

ରାଜ୍ୟସ୍ତରୀୟ ଆଦିବାସୀ ଆରୋଗ୍ୟକାରୀ ସାକ୍ଷାତକାର କାର୍ଯ୍ୟକ୍ରମ ଉଦଘାଟିତ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ଆଦିବାସୀ ଆରୋଗ୍ୟକାରୀ ସାକ୍ଷାତକାର କାର୍ଯ୍ୟକ୍ରମ ଉଦଘାଟିତ

ରାଜ୍ୟସ୍ତରୀୟ ଆଦିବାସୀ ଆରୋଗ୍ୟକାରୀ ସାକ୍ଷାତକାର କାର୍ଯ୍ୟକ୍ରମ ଉଦଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.