• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା

FNN WEB by FNN WEB
November 27, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା
0
SHARES
4
VIEWS

ଟିମ୍ ଓଡ଼ିଶାକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ ତରଫରୁ ଆଜି ଏହି ପୁରସ୍କାର ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ସଫଳତା ପାଇଁ ଖୁସି ପ୍ରକାଶ କରିବା ସହିତ ଟିମ୍ ଓଡ଼ିଶାକୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ମର୍ଯ୍ୟାଦାକୁ ବୃଦ୍ଧି କରିବା ଦିଗରେ ଏହା ଏକ ଉଲ୍ଲେଖଯୋଗ୍ୟ ସଫଳତା । ସୂଚନାଯୋଗ୍ୟ ଯେ, ସମୁଦାୟ ୩୧ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏହି ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଯୋଗ ଦେଇଥିଲେ । ଓଡ଼ିଶା ସାମଗ୍ରୀକ ପ୍ରଦର୍ଶନ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଏହି ସଫଳତା ହାସଲ କରିଛି । କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ପୁରସ୍କାର ପାଇବା ସହିତ ଏଥରକୁ ମିଶାଇ ଦୁଇ ଥର ଗୋଲ୍ଡ ମେଡାଲ ପାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ରାଜ୍ୟ ସରକାରଙ୍କର ୯ଟି ବିଭାଗର ୨୬ ଟି ଷ୍ଟଲ ସ୍ଥାନୀତ ହୋଇଥିଲା। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ ଏବଂ ଏକ୍‌ ଭାରତ ଶ୍ରେଷ୍ଠ ଭାରତର ଆଭିମୁଖ୍ୟକୁ ଏହି ପ୍ରଦର୍ଶନୀ ମାଧ୍ୟମରେ ଉପସ୍ଥାପିତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତ ୨୨ ତାରିଖରେ ଓଡ଼ିଶା ରାଜ୍ୟ ଦିବସ ସମାରୋହ ପାଳନ ଅବସରରେ ଓଡ଼ିଶା ମଣ୍ଡପ ବୁଲି ଦେଖିବା ସହିତ ଓଡ଼ିଶାର କଳା, ଐତିହ୍ୟ ଓ ପରମ୍ପରା ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରି ଅଂଶଗ୍ରହଣକାରୀଙ୍କୁ ଉତ୍ସାହିତ କରିଥିଲେ ।

Previous Post

ଆଜିର ପିଲାମାନେ ହିଁ ହେବେ, ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ନିର୍ମାତା: ମୁଖ୍ୟମନ୍ତ୍ରୀ

Next Post

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

FNN WEB

FNN WEB

Next Post
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.