• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅତିରିକ୍ତ ବଜେଟକୁ ନେଇ ବର୍ଷିଲେ ନବୀନ

FNN WEB by FNN WEB
November 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ
0
SHARES
2
VIEWS


‘ଓଡ଼ିଶା ଉପରେ ବଢ଼ୁଛି ସୁଧ ବୋଝ’
ଭୁବନେଶ୍ବର : ଓଡ଼ିଶା ବିଧାନସଭାରେ ଅତିରିକ୍ତ ବଜେଟ୍ ଆଗତ ପରେ ରାଜ୍ୟ ରାଜନୀତି ଜୋର ଧରିଛି । ଅତିରିକ୍ତ ବଜେଟ୍ ଜରିଆରେ ନିଜ ଅପାରଗତା ଲୁଚାଇବାକୁ ଚେଷ୍ଟା କରୁଛି ବିଜେପି ବୋଲି କହି ସୋସିଆଲ ମିଡିଆରେ ବର୍ଷିଛନ୍ତି ବିରୋଧୀଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଲେଖିଛନ୍ତି ଯେ ବିଜେପି ସରକାର ବିଧାନସଭାରେ ଆଗତ କରିଥିବା ଅତିରିକ୍ତ ବଜେଟ୍ ଓଡ଼ିଶାବାସୀଙ୍କ ଅନେକ ଆଶାକୁ ଧୂଳିସାତ କରୁଛି । ନୂତନ ବିଜେପି ସରକାରର ପ୍ରଥମ ପୂର୍ଣ୍ଣ ବର୍ଷରୁ ଆଶା କରାଯାଉଥିବା କୌଣସି ବଡ଼ ଭିତ୍ତିଭୂମି ଯୋଜନା କିମ୍ବା ନୂତନ ଦୂରଦୃଷ୍ଟି ଏଥିରେ ଦେଖିବାକୁ ମିଳିନାହିଁ । ବରଂ ଏହା ଆମକୁ ରାଜକୋଷୀୟ ନିଅଣ୍ଟ ଆଡ଼କୁ ଆଗକୁ ବଢ଼ାଉଛି । ପ୍ରାଶାସନିକ ବ୍ୟୟ ସଙ୍କୁଚିତ ହେଉଛି । ଓଡ଼ିଶାର ସୁଧ ବୋଝ ବଢୁଛି । ବଜେଟରେ ପୂର୍ତ୍ତ ବିଭାଗର (୯୦୦ କୋଟି) ଏବଂ କିଛି ସହରାଞ୍ଚଳ ଭିତ୍ତଭୂମିକୁ ଛାଡ଼ିଦେଲେ ଆଉ କିଛି ବି ନାହିଁ । ମନେ ହେଉଛି, ହ୍ରାସ ପାଉଥିବା କେନ୍ଦ୍ର ଅନୁଦାନ ଓ ନିଜସ୍ବ ଅପାରଗତା ଲୁଚାଇବା ପାଇଁ ହୋଇଛି ଅତିରିକ୍ତ ବଜେଟ୍ । ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ନୁହଁ, ଏହା ରାଜ୍ୟବାସୀଙ୍କୁ ଭ୍ରମିତ କରିବାକୁ ପ୍ରୟାସ କରୁଛି ବିଜେପି ସରକାର ବୋଲି କହି ସମାଲୋଚନା କରିଛନ୍ତି ନବୀନ ।

ତେବେ ଗତକାଲି ବିଧାନସଭାରେ ୨୦୨୫-୨୬ର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି । ପ୍ରାଶାସନିକ ଖର୍ଚ୍ଚ ୩ ହଜାର ୩୮୯ କୋଟି । ପାଇପ ଜଳ ଯୋଗାଣ ପାଇଁ ୧୧୬ କୋଟି । ବିପର୍ଯ୍ୟୟ ପରିଚାଳନା ପାଇଁ ୧୭୧ କୋଟି । ସାମାଜିକ ସେବା ପାଇଁ ପାଇଁ ୫୯୪୮ କୋଟି । ‘ସୁଭଦ୍ରା’ ଯୋଜନା ପାଇଁ ୨୯୫ କୋଟି । ଜାତୀୟ ସ୍ୱାସ୍ଥ୍ୟ ମିଶନ ପାଇଁ ୯୫୪ କୋଟି । ରାଷ୍ଟ୍ରୀୟ ଗ୍ରାମ୍ୟ ସ୍ୱରାଜ ଅଭିଯାନ ପାଇଁ ୪୦ କୋଟି । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୪୦ କୋଟି । ମମତା ଯୋଜନା ପାଇଁ ୧୪୨ କୋଟି । ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ୫୭ କୋଟି । ମିଶନ ଶକ୍ତି ପାଇଁ ୪୦୫ କୋଟି । ଅଙ୍ଗନବାଡି ଗୃହ ନିର୍ମାଣ ପାଇଁ ୨୦୦ କୋଟି । ଅତିରିକ୍ତ ବଜେଟରେ ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର ।

Previous Post

ବିଧାନସଭାରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ

Next Post

ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ

FNN WEB

FNN WEB

Next Post
ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ

ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.