• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏବିପିଏମଜେଏୱାଇ – ଜିଜେଏୱାଇ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନୂତନ ପଦକ୍ଷେପ ଅନୁମୋଦିତ

FNN WEB by FNN WEB
December 2, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏବିପିଏମଜେଏୱାଇ – ଜିଜେଏୱାଇ କ୍ଷମତା ସମ୍ପନ୍ନ କମିଟି ବୈଠକରେ ନୂତନ ପଦକ୍ଷେପ ଅନୁମୋଦିତ
0
SHARES
3
VIEWS

ଭୁବନେଶ୍ୱର : ରାଜ୍ୟର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହିତାଧିକାରୀମାନଙ୍କ ପାଇଁ ଅବିରତ, ନିର୍ବିଘ୍ନ ଓ ନିଶୁଳ୍କ ଚିକିତ୍ସା ସୁବିଧା ବଜାୟ ରଖିବା ନିମନ୍ତେ ଯୋଜନାର କ୍ଷମତା ସମ୍ପନ୍ନ କମିଟି ନୂଆ ରୋଗୀ – କୈନ୍ଦ୍ରିକ ପଦକ୍ଷେପ ଅନୁମୋଦନ କରିଛନ୍ତି । ଆଜି ଲୋକସଭା ଭବନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ଷମତା ସମ୍ପନ୍ନ କମିଟି ବୈଠକରେ ଏହି ପ୍ରସ୍ତାବ ଗୁଡିକ ଆଲୋଚିତ ହୋଇଥିଲା । ବୈଠକରେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ଵତୀ ଏସ୍. ଆଲୋଚନା ନିମନ୍ତେ ପ୍ରସଙ୍ଗମାନ ଉପସ୍ଥାପନ କରିଥିଲେ ଏବଂ ରାଜ୍ୟ ଭରସା ସମିତିର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ବୃନ୍ଦା ଡି କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧୀୟ ସଦ୍ୟତନ ପ୍ରଦାନ କରିଥିଲେ ।

ଯୋଜନାର ଅଗ୍ରଗତି ସମୀକ୍ଷା କରି ମୁଖ୍ୟ ସଚିବ ଶ୍ରୀ ଆହୁଜା ତାଲିକାଭୁକ୍ତ ହସ୍ପିଟାଲ ମାନଙ୍କ ଦ୍ଵାରା ସନ୍ଦେହ ଜନକ ଚିକିତ୍ସା ବାବଦ ବିଲ ଦାଖଲ, ବୁଝାମଣା ପତ୍ର ସର୍ତ୍ତର ଉଲଂଘନ ଓ ଅନିୟମିତ କାର୍ଯ୍ୟ ବିରୁଦ୍ଧରେ କଠୋର ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଓଡ଼ିଶା ପାଇଁ ଆୟୁଷ୍ମାନ ଯୋଜନାରେ ଅଙ୍କୋଲୋଜି, ହେମାଟୋଲୋଜି, ଚକ୍ଷୁ ଚିକିତ୍ସା ଆଦି ବିଭାଗର ୭୩ ଟି ନୂଆ ଚିକିତ୍ସା ପ୍ୟାକେଜ ଯୋଗ କରାଯିବା ନିମନ୍ତେ ବୈଠକରେ ଆଲୋଚନା ହୋଇଥିଲା । ଏହା ସହ ରାଜ୍ୟ ପାଇଁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନାରେ ପ୍ୟାକେଜ ସଂଖ୍ୟା ୨,୧୬୩ କୁ ବୃଦ୍ଧି ପାଇବ । ମେଡିକାଲ ବିଶେଷଜ୍ଞ କମିଟିମାନଙ୍କ ଦ୍ଵାରା ଅଙ୍କୋଲୋଜି ବିଭାଗ ପାଇଁ ସୁପାରିଶ କରାଯାଇଥିବା ୧୨୧ ଟି ନୂଆ ଚିକିତ୍ସା ପ୍ୟାକେଜ, ସହ ୫୫ ଟି ପ୍ୟାକେଜର ଚିକିତ୍ସା ଦାମ ବୃଦ୍ଧି ବିଷୟ ମଧ୍ୟ ଆଲୋଚନା ହୋଇଥିଲା ।

ସରକାରୀ ହସ୍ପିଟାଲମାନଙ୍କରେ ପର୍ଯ୍ୟାୟକ୍ରମେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା, ସ୍ଵାସ୍ଥ୍ୟ ମିତ୍ର ମାନଙ୍କୁ ପ୍ରଧାନମନ୍ତ୍ରୀ ଆରୋଗ୍ୟ ମିତ୍ର ଭାବେ ନାମିତ କରିବା, ନୂଆ ସଫ୍ଟଓୟାରକୁ ତଥ୍ୟ ସ୍ଥାନାନ୍ତର ପ୍ରକ୍ରିୟା କାଳରେ ହିତାଧିକାରୀ ପରିବାରର ୬ ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ ଚିକିତ୍ସା ବାବଦ ବିଲ ପୈଠ ଆଦି ବିଷୟରେ ମଧ୍ୟ ବୈଠକରେ ସବିଶେଷ ଆଲୋଚନା ହୋଇଥିଲା । ଯୋଜନା ଅନ୍ତର୍ଭୁକ୍ତ ବ୍ୟକ୍ତି ମାନଙ୍କର ନିର୍ଭିଘ୍ନ ଗୁଣାତ୍ମକ ସ୍ଵାସ୍ଥ୍ୟସେବାକୁ ନିଶ୍ଚିତ କରାଇବା ନିମନ୍ତେ ଆବଶ୍ୟକୀୟ ପଦକ୍ଷେପମାନ ନେବା ପାଇଁ ବୈଠକରେ ଉପସ୍ଥିତ ସଦସ୍ୟମାନେ ମତ ଦେଇଥିଲେ । ଉନ୍ନୟନ କମିଶନର ଅନୁ ଗର୍ଗ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ବୈଦ୍ୟୁତିକ ଓ ବୈଷୟିକ ଜ୍ଞାନ କୌଶଳ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଙ୍କ ସମେତ ବରିଷ୍ଠ ଅଧିକାରୀ ଓ ବିଶେଷଜ୍ଞମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Previous Post

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସମିତିର ୨୨ ତମ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

Next Post

ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବୈଠକରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବୈଠକରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବୈଠକରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.