• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମାଣ୍ଡିଆ କ୍ରୟର ସମୀକ୍ଷା କଲେ କୃଷି ସଚିବ

FNN WEB by FNN WEB
December 4, 2025
in ଓଡ଼ିଶା, ମୁଖ୍ୟ ଖବର
0
ମାଣ୍ଡିଆ କ୍ରୟର ସମୀକ୍ଷା କଲେ କୃଷି ସଚିବ
0
SHARES
6
VIEWS

ଭୁବନେଶ୍ଵର : ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଶ୍ରୀଅନ୍ନ ଅଭିଯାନ ଅଧୀନରେ ମାଣ୍ଡିଆ ବିତରଣ ଏବଂ କ୍ରୟ ସମ୍ବନ୍ଧୀୟ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ, ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ, ଶ୍ରୀ ଶୁଭମ ସକ୍ସେନାଙ୍କ ସହ ଭାରତୀୟ ଖାଦ୍ୟ ନିଗମ, ଓଡ଼ିଶା ଜନଜାତି ବିକାଶ ସମବାୟ ନିଗମ ଲିମିଟେଡ, ଏବଂ କୃଷି ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଏହି ବୈଠକରେ ଚଳିତ ବର୍ଷର ମାଣ୍ଡିଆ କ୍ରୟ କାର୍ଯ୍ୟକ୍ରମକୁ ସୁଗମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହ ଏଥିରେ ଅଧିକରୁ ଅଧିକ ମାଣ୍ଡିଆ ଚାଷୀଙ୍କୁ ଯୋଡିବାର ଆଭିମୁଖ୍ୟ ଉପରେ ଆଲୋଚନା ହୋଇଥିଲା, ଯେଭଳି ଏହି ସହାୟତାର ଲାଭ ଅସାଧୁ ବେପାରୀମାନେ ନନିଅନ୍ତି ଏଥି ନିମନ୍ତେ ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କ୍ରୟ କରାଯାଉଥିବା ମାଣ୍ଡିଆର ବିଭିନ୍ନ ରାଜ୍ୟ ସରକାରଙ୍କ ଯୋଜନା ମାଧ୍ୟମରେ ବଣ୍ଟନ ସହ କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ଭଣ୍ଡାରକୁ ଭାରତୀୟ ଖାଦ୍ୟ ନିଗମ ମାଧ୍ୟମରେ ଯୋଗାଣ ଉପରେ ମଧ୍ୟ ବୈଠକରେ ଗୁରୁତ୍ଵାରୋପ କରାଯାଇଥିଲା ।

ସୂଚନାଯୋଗ୍ୟ ଯେ, ବିଗତ ବର୍ଷ ୭,୫୮,୦୦୦ କୁଇଣ୍ଟାଲ ମାଣ୍ଡିଆ ଖରିଦ କରାଯାଇଥିଲା ଏବଂ ପ୍ରଥମ ଥର ପାଇଁ ଏକ ଲକ୍ଷ କୁଇଣ୍ଟାଲରୁ ଅଧିକ ମାଣ୍ଡିଆ ଆନ୍ଧ୍ରପ୍ରଦେଶ ରାଜ୍ୟ ଓ ଆଣ୍ଡାମାନ୍-ନିକୋବର୍ କେନ୍ଦ୍ରଶାସିତ ଅଂଚଳକୁ ଓଡ଼ିଶା ରପ୍ତାନୀ କରିଛି। ଜଳବାୟୁ ପରିବର୍ତ୍ତନ କାଳରେ ମାଣ୍ଡିଆ ଭଳି ଶସ୍ୟର ପ୍ରୋତ୍ସାହନ ପାଇଁ ରାଜ୍ୟ ସରକାର ବଦ୍ଧପରିକର ବୋଲି ସଚିବ ଡ. ପାଢ଼ୀ ପ୍ରକାଶ କରିଛନ୍ତି।

Previous Post

ଗୁମ୍ମା ବ୍ଲକରେ ୪ଟିକିଆ ହାତୀ ପଲ ଆତଙ୍କ

Next Post

ତ୍ରିଭାଷୀ ଦୈନିକ ଖବର କାଗଜ ‘ବିଶ୍ବବାଣୀ’ର ବିଂଶତମ ବାର୍ଷିକୋତ୍ସବ ଅନୁଷ୍ଠିତ

FNN WEB

FNN WEB

Next Post
ତ୍ରିଭାଷୀ ଦୈନିକ ଖବର କାଗଜ ‘ବିଶ୍ବବାଣୀ’ର ବିଂଶତମ ବାର୍ଷିକୋତ୍ସବ ଅନୁଷ୍ଠିତ

ତ୍ରିଭାଷୀ ଦୈନିକ ଖବର କାଗଜ ‘ବିଶ୍ବବାଣୀ’ର ବିଂଶତମ ବାର୍ଷିକୋତ୍ସବ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.