• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତ୍ରିଭାଷୀ ଦୈନିକ ଖବର କାଗଜ ‘ବିଶ୍ବବାଣୀ’ର ବିଂଶତମ ବାର୍ଷିକୋତ୍ସବ ଅନୁଷ୍ଠିତ

FNN WEB by FNN WEB
December 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ତ୍ରିଭାଷୀ ଦୈନିକ ଖବର କାଗଜ ‘ବିଶ୍ବବାଣୀ’ର ବିଂଶତମ ବାର୍ଷିକୋତ୍ସବ ଅନୁଷ୍ଠିତ
0
SHARES
12
VIEWS

ଭୁବନେଶ୍ବର: ଓଡ଼ିଶାର ଏକମାତ୍ର ତ୍ରିଭାଷୀ ଦୈନିକ ଖବର କାଗଜ ‘ବିଶ୍ବବାଣୀ‘ର ବିଂଶତମ ବାର୍ଷିକ ଉତ୍ସବ ଭୁବନେଶ୍ଵର ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ସନତ ମିଶ୍ର। ମୁଖ୍ୟ ଅତିଥି ଭାବେ ରାଜସ୍ବ ବିଭାଗ ମନ୍ତ୍ରୀ ସୁରେଶ ପୁଝାରୀ କହିଲେ ଯେ ସତ୍‌ ପଥରେ ଯାଉଥିବା ବ୍ୟକ୍ତି ମାନେ ସବୁବେଳେ କଣ୍ଟକିତ। ତେଣୁ ସମ୍ୱାଦପତ୍ର ରାସ୍ତାରେ କିଭଳି କୁସୁମିତ ହେବ ମୁଖ୍ୟ ବକ୍ତା ଭାବେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ନିଜ ବକ୍ତବ୍ୟରେ କହିଲେ ଯେ, ରାଜ୍ୟର ସମସ୍ତ ସାମ୍ୱାଦିକ ମାନଙ୍କୁ ରାସନ କାର୍ଡ ଯୋଗାଇ ଦେବା ପାଇଁ ମୁଁ ଉଦ୍ୟମ କରୁଛି। ଖୁବ ଶିଘ୍ର ସବୁ ସାମ୍ୱାଦିକ ମାନଙ୍କୁ ଏଥିରେ ସାମିଲ କରାଯିବ। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଲେ ଯେ, ଛପା ଗଣ ମାଧ୍ୟମ ମଣିଷ ସମାଜ ପାଇଁ ଅପରିହାର୍ଯ୍ୟ। ସୂର୍ଯ୍ୟ ଚନ୍ଦ୍ର ଥିବା ପର୍ଯ୍ୟନ୍ତ ଛପା ଗଣ ମାଧ୍ୟମ ରହିବ। ସମ୍ମାନୀତ ଅତିଥି ଭାବେ ଯୋଗଦେ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଲେ ଯେ ରାଜ୍ୟରୁ ତିନୋଟି ଭାଷାରେ ପ୍ରକାଶିତ ବିଶ୍ଵବାଣୀ ପରିବାର ନିଶ୍ଚିତ ଧନ୍ୟବାଦର ପାତ୍ର। ଏହି ଉସବରେ ଅନ୍ୟତମ ଅତିଥି ଭାବେ ଯୋଗଦେଇଥିବା ବ୍ୟକ୍ତି ବିଶେଷ ହେଲେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂ, ଭୁବନେଶ୍ଵର ମହାନଗର ନିଗମ ମେୟର ସୁଲୋଚନା ଦାସ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, ପୁର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ନେତା ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ବିଜେପି ନେତା ମହେଶ ମହାନ୍ତି, ବିଜେପି ନେତା ଗୌତମ ବେହେରା, ପ୍ରାକ୍ତନ ଆୟକର ପ୍ରଧାନ ଆୟୁକ୍ତ ଶରତ ଦାଶ, ସୁପ୍ରିମ କୋର୍ଟ ଆଇନଜିବୀ ନିର୍ଭୟ ସାମନ୍ତରାୟ, ଆଇଓୟୁଡବ୍ଲୁଜେ ସଭାପତି ଡଃ ପିତବାସ ମିଶ୍ର, ଓୟୁଡବ୍ଲୁଜେ ରାଜ୍ୟ ସଭାପତି ଭାଗବତ ତ୍ରିପାଠୀ, ବିଶ୍ଵବାଣୀର ବାର୍ତ୍ତା ସଂପାଦକ ଜ୍ଞାନ ରଞ୍ଜନ ଦାସ, ବିଶ୍ଵବାଣୀର ସଂପାଦକ ଅର୍ଜୁନ ମୁଦୁଲି ସଂପାଦକୀୟ ବିବରଣୀ ପାଠ କରିବା ସହ ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଶେଷରେ ରାଜ୍ୟର ପ୍ରତିଷ୍ଠିତ ବ୍ୟକ୍ତି ବିଶେଷଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା।

Previous Post

ମାଣ୍ଡିଆ କ୍ରୟର ସମୀକ୍ଷା କଲେ କୃଷି ସଚିବ

Next Post

ସାଙ୍ଗକୁ ପୋଡିବା ଧମକ, ଦୁଇ ଅଭିଯୁକ୍ତ ଗିରଫ

FNN WEB

FNN WEB

Next Post
ସାଙ୍ଗକୁ ପୋଡିବା ଧମକ, ଦୁଇ ଅଭିଯୁକ୍ତ ଗିରଫ

ସାଙ୍ଗକୁ ପୋଡିବା ଧମକ, ଦୁଇ ଅଭିଯୁକ୍ତ ଗିରଫ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.