• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେପି ସରକାରକୁ ୪ ଗ୍ୟାରେଣ୍ଟି ମାଗିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

FNN WEB by FNN WEB
May 11, 2024
in ଓଡ଼ିଶା, ମୁଖ୍ୟ ଖବର
0
ବିଜେପି ସରକାରକୁ ୪ ଗ୍ୟାରେଣ୍ଟି ମାଗିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
0
SHARES
12
VIEWS

ରାଉରକେଲା : ୪ ଗ୍ୟାରେଣ୍ଟି ଦିଅ, ୪ଶହ ସିଟ୍ ନିଅ। ବିରୋଧୀ ବିଜେପି ନେତୃତ୍ଵାଧୀନ ସରକାରକୁ ୪ ଗ୍ୟାରେଣ୍ଟି ମାଗିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। କହିଲେ, ଓଡ଼ିଶାବାସୀଙ୍କୁ ୪ ଗ୍ୟାରେଣ୍ଟି ଦିଅ ୪ଶହ ସିଟ୍ ନିଅ। ଗୋଟିଏ ଗ୍ୟାରେଣ୍ଟି ହେଉଛି ଦେଶରେ ତେଲ ଦର ବୃଦ୍ଧି ହେବନି। ଦ୍ଵିତୀୟ ଗ୍ୟାରେଣ୍ଟି ହେଉଛି ଡିଜେଲ ଦର ବୃଦ୍ଧି ହେବନି। ତୃତୀୟ ଗ୍ୟାରେଣ୍ଟି ହେଉଛି ଏଲପିଜି ଦର ବୃଦ୍ଧି ହେବନି ଏବଂ ଶେଷ ତଥା ୪ ନମ୍ବର ଗ୍ୟାରେଣ୍ଟି ହେଇଉଛି ରୋଜଗାର ଦେବାର ଗ୍ୟାରେଣ୍ଟି। ଦେଶରେ ୪ଶହ ପାର ଆସନ ଆଣିବ ବୋଲି କହୁଛନ୍ତି ବିରୋଧୀ। ଆଉ ଏହାର ଗୋଟିଏ ଚାବି ହେଉଛି ଏ ୪ ଗ୍ୟାରେଣ୍ଟି ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ୨୦୧୪ରେ ଦେଶରେ ତେଲ ଦର ଯାହା ଥିଲା ସେହି ଦର ଦେଉ ବିରୋଧୀ ବିଜେପି ସରକାର। ଏଲପିଜି, କିରୋସିନି ସେଇ ଦରରେ ଗ୍ରାହକଙ୍କୁ ଦିଅନ୍ତୁ। ୪ ଗ୍ୟାରେଣ୍ଟି ଦେବବୋଲି କହିଥିଲେ ହେଲେ କିଛି ପୂରଣ କରିନାହାନ୍ତି ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

Previous Post

ସରିଲା ପ୍ରଚାର : ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍ , ମତଦାନ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

Next Post

ପୁଣି ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.