• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମଧ୍ୟାହ୍ନ ଭୋଜନରେ ୫୬ଲକ୍ଷ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ

FNN WEB by FNN WEB
December 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ମଧ୍ୟାହ୍ନ ଭୋଜନରେ ୫୬ଲକ୍ଷ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ୱର : ରାଜ୍ୟରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ୫୬,୪୯,୫୨୪ ଜଣ ଛାତ୍ରଛାତ୍ରୀଙ୍କୁ ସାମିଲ କରାଯାଇଛି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ ଦର୍ଶାଇଛନ୍ତି ଯେ ରାଜ୍ୟ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କର ମୁଣ୍ଡପିଛା ଦୈନିକ ଖାଦ୍ୟ ମୂଲ୍ୟ ୧୧ଟଙ୍କା ୧୫ ପଇସା ଅଟେ । ସେହିପରି ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟରେ ଛାତଛାତ୍ରୀମାନଙ୍କର ଦୈନିକ ମୁଣ୍ଡପିଛା ଖାଦ୍ୟର ମୂଲ୍ୟ ୧୪ ଟଙ୍କା ୭୪ ପଇସା ଅଟେ । ଛାତ୍ରଛାତ୍ରୀମାନଙ୍କ ସୋମବାର, ବୁଧବାର ଓ ଶୁକ୍ରବାର ଦିନ ମଧ୍ୟାହ୍ନ ଭୋଜନରେ ଭାତ ଓ ଅଣ୍ଡା ତରକାରୀ ଦିଆଯାଉଥିବାବେଳେ ମଙ୍ଗଳବାର ଓ ଶନିବାର ଦିନ ଭାତ ଓ ସୋୟାବଡି ତରକାରୀ ସହିତ ପୁଷ୍ଟଯୁକ୍ତ ଲଡୁ ଦିଆଯାଉଛି । ଗୁରୁବାର ଦିନ ପିଲାଙ୍କୁ ଭାତ ଓ ଡାଲମା ସହିତ ପୁଷ୍ଟିକର ଲଡୁ ମିଳୁଛି । ଏହାଛହା ସୋମବାର, ବୁଧବାର ଓ ଶୁକ୍ରବାର ଦିନ ଅଣ୍ଡା ଖାଉନଥିବା ଛାତ୍ରଛାତ୍ରୀଙ୍କୁ ଫଳ ଦିଆଯିବାର ବ୍ୟବସ୍ଥା ଅଛି ।

Previous Post

କୃଷି ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ବିଶ୍ବ ମୃତ୍ତିକା ଦିବସ ୨୦୨୫ ପାଳିତ

Next Post

ଜାତୀୟ ଦଳରେ ଓଡିଶାର ୪୬ ଜଣ କ୍ରୀଡାବିତ୍‍

FNN WEB

FNN WEB

Next Post
ଜାତୀୟ ଦଳରେ ଓଡିଶାର ୪୬ ଜଣ କ୍ରୀଡାବିତ୍‍

ଜାତୀୟ ଦଳରେ ଓଡିଶାର ୪୬ ଜଣ କ୍ରୀଡାବିତ୍‍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.