• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ ମିଳିତ ଜନଅଭିଯୋଗ ଶୁଣାଣୀ ଅନୁଷ୍ଠିତ

FNN WEB by FNN WEB
December 8, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜିଲ୍ଲାପାଳଙ୍କ ମିଳିତ ଜନଅଭିଯୋଗ ଶୁଣାଣୀ ଅନୁଷ୍ଠିତ
0
SHARES
10
VIEWS

ପାରଳାଖେମଣ୍ଡି: ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କେ.ଝାଲରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କେ.ଝାଲରସିଂ ଗ୍ରାମ ପଞ୍ଚାୟତ ସମେତ ବଡପଦା, ତିତିସିଂ ଓ ଖଜୁରୀପଦା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୩୪ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଗୋଟି ଅଭିଯୋଗ ଆସିଥିଲା ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାରୀ ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Previous Post

ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ- ୨୦୨୫ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Next Post

ଅଭିଷେକ ଶର୍ମାଙ୍କ ସହ ମିଶି ଓପନିଂ କରିବେ ଗିଲ୍‌: ସୂର୍ଯ୍ୟ କୁମାର

FNN WEB

FNN WEB

Next Post
ଅଭିଷେକ ଶର୍ମାଙ୍କ ସହ ମିଶି ଓପନିଂ କରିବେ ଗିଲ୍‌: ସୂର୍ଯ୍ୟ କୁମାର

ଅଭିଷେକ ଶର୍ମାଙ୍କ ସହ ମିଶି ଓପନିଂ କରିବେ ଗିଲ୍‌: ସୂର୍ଯ୍ୟ କୁମାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.