• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍‌ର ୧୧ତମ ପ୍ରତିଷ୍ଠା ଦିବସ

FNN WEB by FNN WEB
December 8, 2025
in ଓଡ଼ିଶା, ମୁଖ୍ୟ ଖବର
0
କିଟ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍‌ର ୧୧ତମ ପ୍ରତିଷ୍ଠା ଦିବସ
0
SHARES
6
VIEWS

ଭୁବନେଶ୍ୱର : କିଟ୍ ଇଂଟରନ୍ୟାସନାଲ ସ୍କୁଲରେ ସ୍ୱତନ୍ତ୍ର ଛାତ୍ରଛାତ୍ରୀଙ୍କ ପାଇଁ ଥିବା ସ୍ପେଶାଲ୍ ଏଜୁକେସନାଲ୍ ନିଡ୍‌ସ (ସେନ୍‌) ଗ୍ଲୋବର ୧୧ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୋବେଲ ପୁରସ୍କାର ବିଜେତା ପ୍ରଫେସର ଅଭିଜିତ ବିନାୟକ ବାନାର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି କହିଲେ, ଆମେ ସମସ୍ତେ ଭିନ୍ନ । ଆମେ ନିରନ୍ତର ସ୍ଥିର ଉପାୟରେ ନିଜର ସଫଳତାକୁ ଶ୍ରେୟ ଦେବାକୁ ଚେଷ୍ଟା କରୁ । ସେ କହିଲେ, ଶିକ୍ଷକ ଶିକ୍ଷୟିତ୍ରୀ କିମ୍ବା ଅଭିଭାବ ସେମାନଙ୍କ ପିଲାଙ୍କ ଚିନ୍ତାଧାରା, ସର୍ଜନା ଓ ଦୃଷ୍ଟିକୋଣକୁ ଗୁରୁତ୍ୱଦେବା ଉଚିତ । ଅଭିଭାବକମାନେ ସେମାନଙ୍କ ଚିନ୍ତାଧାରା ପିଲାଙ୍କ ଉପରେ ଲଦିଦେବା ଉଚିତ ନୁହେଁ । ପିଲାମାନଙ୍କୁ ସେମାନଙ୍କ ଅନ୍ତର୍ନିହିତ ଦକ୍ଷତା ପରିପ୍ରକାଶ ନିମନ୍ତେ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ସେମାନଙ୍କୁ ସୁଯୋଗ ଦେବା ଉଚିତ ।

ଏହି ଅବସରରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍ ଇଂଟରନ୍ୟାସନାଲ୍ ସ୍କୁଲ୍ ସେନ୍ ଗ୍ଲୋବ ଜରିଆରେ ମାନସିକ ଓ ଶାରୀରିକ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସାଧାରଣ ଛାତ୍ରଛାତ୍ରୀଙ୍କ ସମକକ୍ଷ କରାଇବା ପାଇଁ ଯେଉଁ ପ୍ରୟାସ ଜାରି ରଖିଛି ତାହା ଭାରତରେ ବିରଳ । ଫଳରେ ଏଠାରେ ପଢ଼ୁଥିବା ଏହି ଛାତ୍ରଛାତ୍ରୀମାନେ ସାଧାରଣ ଛାତ୍ରଛାତ୍ରୀଙ୍କ ଭଳି ଶିକ୍ଷା ତଥା ବିଭିନ୍ନ କ୍ଷେତ୍ରରେ ଆତ୍ମବିଶ୍ୱାସ ସହ ପାରଦର୍ଶିତା ଲାଭ କରୁଛନ୍ତି । ଏଥିପାଇଁ ସେ କିଟ୍ ସେନ୍ ଗ୍ଲୋର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହା ସହ କିଟ୍ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍‌ର ଚେୟାର ପର୍ସନ ଡ. ମୋନାଲିସା ବଳ, ଅଧ୍ୟକ୍ଷ ଡ ସଞ୍ଜୟ ସୁଆରଙ୍କ ସେମାନଙ୍କ ପ୍ରୟାସ ପାଇଁ ଅଭିନନ୍ଦନ ଜଣାଇଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦିନ ତମାମ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଝଲକ ଦେଖିବାକୁ ମିଳିଥିଲା । ଏହା ସହ ବାଲ୍ ଶକ୍ତି ପୁରସ୍କାର ବିଜେତା କୋରୋକ୍ ବିଶ୍ୱାସଙ୍କ ଏକ ସୁନ୍ଦର ଶାସ୍ତ୍ରୀୟ କାର୍ଯ୍ୟକ୍ରମ ପ୍ରଦର୍ଶନ ଦର୍ଶକଙ୍କୁ ବିଶେଷ ଭାବରେ ଆକର୍ଷିତ କରିଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଡ. ମୋନାଲିସା ବଳ, ଡ. ସଞ୍ଜୟ ସୁଆର ଓ ଇଂଟରନ୍ୟାସ୍‌ନାଲ୍ କରିକୁଲମ୍‌ର ମୁଖ୍ୟ ଡ. ମାର୍କ କୋଲେମନ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଅଭିଷେକ ଶର୍ମାଙ୍କ ସହ ମିଶି ଓପନିଂ କରିବେ ଗିଲ୍‌: ସୂର୍ଯ୍ୟ କୁମାର

Next Post

ମହିଳାଙ୍କ କଟାମୁଣ୍ଡ ନ ମିଳିବା ନେଇ ଉତ୍ତେଜନା: ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

FNN WEB

FNN WEB

Next Post
ମହିଳାଙ୍କ କଟାମୁଣ୍ଡ ନ ମିଳିବା ନେଇ ଉତ୍ତେଜନା: ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ମହିଳାଙ୍କ କଟାମୁଣ୍ଡ ନ ମିଳିବା ନେଇ ଉତ୍ତେଜନା: ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.