• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ୧୭ ହଜାର ପୁଲିସ ଫୋର୍ସ

FNN WEB by FNN WEB
May 12, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ୧୭ ହଜାର ପୁଲିସ ଫୋର୍ସ
0
SHARES
0
VIEWS

ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ । ସ୍ୱଚ୍ଛ, ଅବାଧ ଓ ନିରପେକ୍ଷ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୪ ଲୋକସଭା ଓ ୨୮ ବିଧାନସଭା ଆସନର ବିଭିନ୍ନ ପୋଲିଂ ବୁଥରେ ମୋଟ ୧୭ ହଜାର ପ୍ଲାଟୁନ ପୋଲିସ ଫୋର୍ସ, ୧୦୪ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ,୬୬ ପ୍ଲାଟୁନ ରାଜ୍ୟ ସଶସ୍ତ୍ର ପୋଲିସ ଓ ୬୦୦ ମୋବାଇଲ ସ୍କ୍ୱାଡ ମୁତୟନ ହେବେ । ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି।

୯ଟି ଜିଲ୍ଲାରେ ୬୦୦ ମୋବାଇଲ ପାଟ୍ରୋଲିଂ ଟିମ୍ ରହିବେ । ମାଓ ପ୍ରବଣ ଅଞ୍ଚଳ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି ବୋଲି ଡିଜିପି ସୂଚନା ଦେଇଛନ୍ତି। ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି,ନୂଆପଡାରେ ୫୩୭ ବୁଥ ମାଓବାଦୀ ଇଲାକାରେ ଅଛି। ନକ୍ସଲ ଅଧ୍ୟୁଷିତ ଅଞ୍ଚଳରେ କିଭଳି ଶାନ୍ତିର ସହ ନିର୍ବାଚନ ହେବ ସେଥିପାଇଁ ସବୁ ଚେଷ୍ଟା କରାଯାଇଛି। ୫୩୯ଟି ଆଣ୍ଟି ନକ୍ସଲ ଅପରେସନ କରାଯାଇଛି। ଗତ ଦୁଇ ଦିନ ହେଲା ୧୩୮ ଅର୍ଦ୍ଧସାମରିକ ବଳ ଓ ୩୭ଟି ଏସ ଓ ଜି ଅପରେସନ ପାର୍ଟି ଜଙ୍ଗଲରେ ଅପରେସନ ଜାରି ରଖିଛନ୍ତି। ୨୮ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ୧୬ଟି ରେ ପୁଲିଂ ପାର୍ଟି ପହଞ୍ଚି ସାରିଛନ୍ତି। ୧୨ଟିକୁ ପୁଲିଂ ପାର୍ଟି ଆଜି ଯିବେ। ନୂଆପଡ଼ା ଜିଲ୍ଲାର ସୁନାବେଡା ଅଂଚଳ ଅପହଞ୍ଚ ଥିବାରୁ ହେଲିକେପଟରରେ ପୁଲିଂ ପାର୍ଟିଙ୍କୁ ପହଞ୍ଚା ଯାଇଛି।ଏହା ସହ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦେଶକ୍ରମେ ଏକ ଏୟାର ଆମ୍ବୁଲାନ୍ସ ମଧ୍ୟ ପ୍ରସ୍ତୁତ ରଖା ଯାଇଛି।

ଏଥି ସହିତ ଜାନୁଆରୀ ପ୍ରଥମ ସପ୍ତାହରୁ ଏପର୍ଯ୍ୟନ୍ତ ୩୩ ହଜାର ୱାରେଣ୍ଟ ଇସ୍ୟୁ ହୋଇଛି। ଦଫା ୧୦୭, ୧୦୯, ୧୧୦ ଜରିଆରେ ଅଭିଯୁକ୍ତଙ୍କୁ ଦମନ କରାଯାଇଛି। ୩୯ ହଜାର ପ୍ରୋସିିଡିଂ ଜରିଆରେ ୪୭ ହଜାର ଲୋକଙ୍କ ଠାରୁ ବଣ୍ଡ ନିଆଯାଇଛି। ୭ ଜଣଙ୍କୁ NSA ରେ ବୁକ କରାଯାଇଛି। ୨୩୯ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ୪ ଲକ୍ଷ ୫୦ ହଜାର ଲିଟର ମଦ ଜବତ କରାଯାଇଛି। ୨୨ ହଜାର NDPS କେସ ହୋଇଛି। ୭ ହଜାର କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ସାଢ଼େ ୪ କେଜି ବ୍ରାଉନସୁଗର କରାଯାଇଛି । ୩୬୫୦ ଲିଟର କଫସିରଫ କରାଯାଇଛି । ସେହିପରି ପୁଲିସ ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୪ କୋଟିରୁ ଉର୍ଦ୍ଧ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସାରା ରାଜ୍ୟରେ ୧୯ ଟି ନିର୍ବାଚନ ସମ୍ବନ୍ଧୀୟ କେସ ରୁଜୁ ହୋଇଥିବା କହିଛନ୍ତି ଡିଜିପି ।

Previous Post

ପୁଣି ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Next Post

ଚତୁର୍ଥ ପର୍ଯ୍ୟାୟ ମତଦାନ: ଆସନ୍ତାକାଲି ୧.୯୨ ଲକ୍ଷ ମତଦାନ କେନ୍ଦ୍ରରେ ଭୋଟ୍‌ ଦେବେ ୧୭.୭ କୋଟି ମତଦାତା

FNN WEB

FNN WEB

Next Post
ଚତୁର୍ଥ ପର୍ଯ୍ୟାୟ ମତଦାନ: ଆସନ୍ତାକାଲି ୧.୯୨ ଲକ୍ଷ ମତଦାନ କେନ୍ଦ୍ରରେ ଭୋଟ୍‌ ଦେବେ ୧୭.୭ କୋଟି ମତଦାତା

ଚତୁର୍ଥ ପର୍ଯ୍ୟାୟ ମତଦାନ: ଆସନ୍ତାକାଲି ୧.୯୨ ଲକ୍ଷ ମତଦାନ କେନ୍ଦ୍ରରେ ଭୋଟ୍‌ ଦେବେ ୧୭.୭ କୋଟି ମତଦାତା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.