• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏକ ରଣନୈତିକ ଆର୍ଥିକ ସହଭାଗିତା ପାଇଁ ଓପିଟିସିଏଲ ଓ ନାବାର୍ଡ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

FNN WEB by FNN WEB
December 10, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏକ ରଣନୈତିକ ଆର୍ଥିକ ସହଭାଗିତା ପାଇଁ ଓପିଟିସିଏଲ ଓ ନାବାର୍ଡ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
0
SHARES
1
VIEWS

  • ଓଡ଼ିଶାରେ କୌଣସି ରାଜ୍ୟ ପିଏସୟୁକୁ ନାବାର୍ଡ଼ ଦ୍ୱାରା ପ୍ରଥମ ଥର ପାଇଁ ପ୍ରକଳ୍ପ ଆର୍ଥିକ ସହାୟତା

ଭୁବନେଶ୍ୱର : ଓଡିଶାରେ ବିଦ୍ୟୁତ୍ ଭିତ୍ତିଭୂମି ବିକାଶ ପାଇଁ ଓପିଟିସିଏଲ ଏବଂ ନାବାର୍ଡ ମଧ୍ୟରେ ଏକ ଦୀର୍ଘକାଳୀନ ଋଣ ଚୁକ୍ତିନାମା ସ୍ୱାକ୍ଷରିତ ଲୋକସେବା ଭବନରେ ହୋଇଛି। ଏହି ରଣନୈତିକ ଆର୍ଥିକ ସହଭାଗିତା ରାଜ୍ୟର ଆଗାମୀ ଶିଳ୍ପ ପ୍ରକଳ୍ପ ଓ ଗ୍ରାହକମାନଙ୍କ ପାଇଁ ଗୁଣାତ୍ମକ ଏବଂ ନିର୍ଭରଯୋଗ୍ୟ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରିବା ଲକ୍ଷ୍ୟ ରଖିଛି।

ଏହି ବୁଝାମଣା ପତ୍ର ଅନୁଯାୟୀ, ନାବାର୍ଡ ବାର୍ଷିକ ୭.୭୫% ଆକର୍ଷଣୀୟ ସୁଧ ହାରରେ ଓପିଟିସିଏଲକୁ ₹୧,୬୮୫.୨୭ କୋଟି ଋଣ ପ୍ରଦାନ କରିଛି। ମୋଟ ଋଣ ପରିମାଣରୁ, ₹୯୦୦ କୋଟି ନୂତନ ବିଦ୍ୟୁତ ପରିବହନ ପ୍ରକଳ୍ପ ପାଇଁ ବ୍ୟବହୃତ ହେବ, ବଳକା ପରିମାଣ ପୂର୍ବରୁ ହୋଇଥିବା ଉଚ୍ଚ-ମୂଲ୍ୟଯୁକ୍ତ ଋଣକୁ ସ୍ୱିଚ୍ କରିବା ପାଇଁ ବ୍ୟବହୃତ ହେବ। ଓଡ଼ିଶାରେ ପ୍ରଥମ ଥର ପାଇଁ କୌଣସି ରାଜ୍ୟ ପିଏସୟୁକୁ ନାବାର୍ଡ ଦ୍ୱାରା ପ୍ରକଳ୍ପ ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।ଏହା ରାଜ୍ୟର ବିଦ୍ୟୁତ୍ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ବିକାଶର ଧାରା ସୃଷ୍ଟି କରିବ।
ବୁଝାମଣାପତ୍ର ସ୍ୱାକ୍ଷରିତ ସମାରୋହରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଓପିଟିସିଏଲର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ଯୋଗ ଦେଇ ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମିକୁ ସୁଦୃଢ଼ ​​କରିବା ପାଇଁ ମିଳିତ ପ୍ରୟାସକୁ ପ୍ରଶଂସା କରିଥିଲେ।

ଓପିଟିସିଏଲର ନିର୍ଦ୍ଦେଶକ (ଅର୍ଥ) ଶ୍ରୀ ଏସ.କେ. ସାହୁ ଏବଂ ନାବାର୍ଡର ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟର ମହାପ୍ରବନ୍ଧକ ଶ୍ରୀ ଭି.କେ. ନାଗଙ୍କ ମଧ୍ୟରେ ଏହି ଚୁକ୍ତିନାମା ଆନୁଷ୍ଠାନିକ ଭାବରେ ଆଦାନପ୍ରଦାନ ହୋଇଥିଲା। ଓପିଟିସିଏଲ ଓ ନାବାର୍ଡର ଅନ୍ୟାନ୍ୟ କାର୍ଯ୍ୟକାରୀ ନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ। ଏହି ସହଭାଗିତା ଗୁରୁତ୍ୱପୂର୍ଣ୍ଣ ବିଦ୍ୟୁତ ପରିବହନ ଭିତ୍ତିଭୂମିର କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବ ଏବଂ ରାଜ୍ୟର ବର୍ଦ୍ଧିତ ଶିଳ୍ପ ଓ ଆର୍ଥିକ ଚାହିଦାକୁ ପୂରଣ କରିବ ବୋଲି ଆଶା କରାଯାଉଛି।

Previous Post

ସମ୍ବଲପୁରଠାରେ ରାଜ୍ୟସ୍ତରୀୟ ବିଶ୍ୱ ମାନବ ଅଧିକାର ଦିବସ ପାଳିତ

Next Post

ରାଜ୍ୟରେ ଫର୍ଟିଲାଇଜର ପ୍ଲାଣ୍ଟ ସ୍ଥାପନା ନେଇ ବୈଠକ

FNN WEB

FNN WEB

Next Post
ରାଜ୍ୟରେ ଫର୍ଟିଲାଇଜର ପ୍ଲାଣ୍ଟ ସ୍ଥାପନା ନେଇ ବୈଠକ

ରାଜ୍ୟରେ ଫର୍ଟିଲାଇଜର ପ୍ଲାଣ୍ଟ ସ୍ଥାପନା ନେଇ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.