• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟକୁ ମର୍ଯ୍ୟାଦାଜନକ ସିଆଇଆଇ ପୁରସ୍କାର

FNN WEB by FNN WEB
December 10, 2025
in ଓଡ଼ିଶା, ମୁଖ୍ୟ ଖବର
0
କିଟକୁ ମର୍ଯ୍ୟାଦାଜନକ ସିଆଇଆଇ ପୁରସ୍କାର
0
SHARES
3
VIEWS

ଭୁବନେଶ୍ୱର: ଉନ୍ନତ କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍‍ ବିଶ୍ୱବିଦ୍ୟାଳୟକୁ ବର୍ଷର ଶ୍ରେଷ୍ଠ ସ୍ପୋର୍ଟ୍ସ ଷ୍ଟାଡିୟମ୍‌/ଏରେନା ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ତୃତୀୟ ସିଆଇଆଇ ସ୍ପୋର୍ଟ୍ସ ବିଜନେସ୍ ଆୱାର୍ଡସ୍ ୨୦୨୫ରେ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାର ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ବିକାଶରେ କିଟ୍‍ର ଉଲ୍ଲେଖନୀୟ ଅବଦାନ ଏବଂ ଭାରତରେ କ୍ରୀଡା ଉତ୍କଷର୍ତାକୁ ପ୍ରୋତ୍ସାହିତ କରିବା ଦିଗରେ କିଟ୍‍ର ନିରନ୍ତର ପ୍ରତିବଦ୍ଧତାକୁ ସ୍ୱୀକୃତି ପ୍ରଦାନ କରେ।

୧୦ମ ସିଆଇଆଇ ସ୍କୋରକାର୍ଡ ୨୦୨୫ ସମାପ୍ତ ହୋଇଥିବା ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ କିଟ୍‍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଏଥିରେ କେନ୍ଦ୍ର ମନ୍ତ୍ରୀ, ବରିଷ୍ଠ ସରକାରୀ ପଦାଧିକାରୀ, କର୍ପୋରେଟ୍ ନେତା ଏବଂ ଦେଶବ୍ୟାପୀ କ୍ରୀଡ଼ା ବିଶେଷଜ୍ଞମାନେ ଯୋଗ ଦେଇଥିଲେ। କିଟ୍‍ର ଅନୁକରଣୀୟ କାର୍ଯ୍ୟ ଏବଂ ଭାରତୀୟ କ୍ରୀଡ଼ା ଇକୋସିଷ୍ଟମ ଉପରେ ପରିବର୍ତ୍ତନକାରୀ ପ୍ରଭାବକୁ ସ୍ୱୀକାର କରି ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଏହା ସହ କ୍ରୀଡ଼ା ପ୍ରତିଭାକୁ ପ୍ରୋତ୍ସାହିତ କରିବା ଏବଂ ଖେଳାଳିମାନଙ୍କ ପାଇଁ ମାନଦଣ୍ଡ ସୁବିଧା ସୃଷ୍ଟି କରିବାରେ ପ୍ରତିଷ୍ଠାନର ନିରନ୍ତର ପ୍ରୟାସ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।

କ୍ରୀଡ଼ା କ୍ଷେତ୍ରରେ ନିରନ୍ତର ଉତ୍କର୍ଷତା ପାଇଁ କିଟ୍‍ ବହୁ ପ୍ରତିଷ୍ଠିତ ଜାତୀୟ ଓ ଅନ୍ତର୍ଜାତୀୟ ସମ୍ମାନ ଓ ସ୍ୱୀକୃତି ହାସଲ୍‍ କରିଛି । ବିଶ୍ୱବିଦ୍ୟାଳୟକୁ ୨୦୨୨ ଓ ୨୦୨୫ ଉଭୟରେ ସ୍ପୋର୍ଟଷ୍ଟାର ଆସେସ୍ ପୁରସ୍କାରରେ “କ୍ରୀଡ଼ା ପ୍ରୋତ୍ସାହନ ପାଇଁ ସର୍ବୋତ୍ତମ ବିଶ୍ୱବିଦ୍ୟାଳୟ’ ଭାବରେ ବିବେଚିତ କରାଯାଇଥିଲା। ସେହିପରି କ୍ରୀଡ଼ା ବିକାଶରେ ଉଲ୍ଲେଖନୀୟ ଅବଦାନ ପାଇଁ କିଟ୍‍କୁ ୨୦୨୨ରେ ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ମିଳିଥିଲା। ଏହା ବ୍ୟତୀତ କିଟ୍‍କୁ ସିଆଇଆଇ କ୍ରୀଡ଼ା ବିଜିନେସ୍‍ ଆୱାର୍ଡ ୨୦୨୩ରେ “ଶ୍ରେଷ୍ଠ କ୍ରୀଡା ସୁବିଧା’ ପୁରସ୍କାର ପ୍ରଦାନ କରାଯାଇଥିଲା। ଭାରତୀୟ କ୍ରୀଡ଼ା ଇକୋସିଷ୍ଟମରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ୨୦୨୨ରେ କିଟ୍‍କୁ ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଥିଲା

Previous Post

ରାଜ୍ୟରେ ଫର୍ଟିଲାଇଜର ପ୍ଲାଣ୍ଟ ସ୍ଥାପନା ନେଇ ବୈଠକ

Next Post

ନଅ ହଜାର ଏକର ଜମିରେ ବିଡିଏର ଟାଉନ ପ୍ଲାନିଂ

FNN WEB

FNN WEB

Next Post
ନଅ ହଜାର ଏକର ଜମିରେ ବିଡିଏର ଟାଉନ ପ୍ଲାନିଂ

ନଅ ହଜାର ଏକର ଜମିରେ ବିଡିଏର ଟାଉନ ପ୍ଲାନିଂ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.