• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
December 11, 2025
in ଓଡ଼ିଶା, ମୁଖ୍ୟ ଖବର
0
କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
8
VIEWS

ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ଭିଭିପ୍ରସ୍ତର ସ୍ଥାପିତ

ସବୁ କ୍ଷେତ୍ରରେ ଲୋକଙ୍କୁ ସହଜରେ ଓ ସୁବିଧାରେ ସରକାରୀ ସେବା ଯୋଗାଇଦେବା ଆମର ମୂଳ ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କଟକ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ ଯାଇ କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ସମେତ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ପାଇଁ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି।

ସୂଚନା ଯୋଗ୍ୟଯେ ସ୍ପେଶାଲ ସର୍କିଟ୍ ହାଉସ୍‌ ବିଲ୍‌ଡିଙ୍ଗଟି ୫ ମହଲା ବିଶିଷ୍ଟ କରାଯିବ ଏବଂ ପ୍ରାୟ ୨୦,୧୭୫ ବର୍ଗ ମିଟର ଯାଗାରେ ଏହି ବିଲ୍‌ଡିଙ୍ଗ ପାଇଁ ୧୩ କୋଟି ୨୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ୪ ମହଲା ବିଶିଷ୍ଟ ଏହି ବିଲ୍‌ଡିଙ୍ଗଟି ପ୍ରାୟ ୩,୬୭୨ ବର୍ଗ ମିଟର ଅଞ୍ଚଳରେ ୧୮ କୋଟି ୮୦ ଲକ୍ଷ ଟଙ୍କା ବିନିଯୋଗରେ ନିର୍ମାଣ କରାଯିବ।

ଏହି ଅବସରରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ର ନୂତନ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ରହିବ । ଯେଉଁ ମାନେ ଜମିଜମା କାମରେ ତହସିଲ ଓ ସବ୍-ରେଜିଷ୍ଟର ଅଫିସକୁ ଆସିବେ, ସେମାନେ ସୁବିଧାରେ ସମସ୍ତ ସେବା ପାଇପାରିବେ। ଏହାଦ୍ବାରା ଲୋକଙ୍କ ସମସ୍ୟା ଅଫିସରେ ସୁବିଧାରେ ସମାଧାନ ହୋଇପାରିବ, ସେମାନଙ୍କୁ ଆଉ ଉଚ୍ଚ ପଦାଧିକାରୀମାନଙ୍କ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ।

ଆମର ମୂଳଲକ୍ଷ୍ୟ ହେଉଛି ସବୁ କ୍ଷେତ୍ରରେ ଲୋକଙ୍କୁ ସହଜରେ ଓ ସୁବିଧାରେ ବିଭିନ୍ନ ସରକାରୀ ସେବା ଯୋଗାଇଦେବା | ଏହାଦ୍ବାରା ଲୋକଙ୍କ ଇଜ୍ ଅଫ୍ ଲିଭିଙ୍ଗ୍ ରେ (Ease of Living) ଉନ୍ନତି ଆସିପାରିବ। ଏହିଲକ୍ଷ୍ୟ ହାସଲ ପାଇଁ ଆମର ଉଦ୍ୟମ ଜାରିରହିବ ।ଜମିଜମା ସଂକ୍ରାନ୍ତରେ ତହସିଲ ଅଫିସ ଗୁଡିକ ଏକ One Stop Solution ଭଳି କାମ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ଆହୁରି କହିଥିଲେ ଯେ ରାଜ୍ୟର ସବୁ ତହସିଲରେ ସବ୍-ରେଜିଷ୍ଟ୍ରେସନ ଅଫିସ୍ ଖୋଲିବା ପାଇଁ ଆମ ସରକାର ନିଷ୍ପତ୍ତି ନେଇଛନ୍ତି। ନ‌ଭେମ୍ବର ୧ ତାରିଖରେ ୧୩ଟି ଜିଲ୍ଲାର ୪୪ଟି ତହସିଲରେ ନୂଆ ସବ୍-ରେଜିଷ୍ଟ୍ରେସନ କାର୍ଯ୍ୟାଳୟର ଉଦ୍‌ଘାଟନ କରାଯାଇଛି। ପ୍ରାୟ ୫୬ଟି ତହସିଲ ଛାଡି ସବୁ ତହସିଲ ସବ୍-ରେଜିଷ୍ଟ୍ରେସନ ଅଫିସ୍ ଖୋଲାଯାଇଛି। ଏଗୁଡିକ ମଧ୍ଯ ଖୁବଶୀଘ୍ର ଖୋଲାଯି ଲାଯିବ ଏବଂ ଏହାର ନୂଆ ଅଫିସ୍ ବିଲଡିଙ୍ଗ ମଧ୍ଯ କରାଯିବ। ଜମିଜମା ପଞ୍ଜୀକରଣ ଏବଂ ଅନ୍ୟାନ୍ୟ ବିଷୟ ନେଇ ଅଧିକାଂଶ ବ୍ୟବସ୍ଥାକୁ ଆମେ ଡିଜିଟାଲ ମାଧ୍ଯମରେ କରୁଛୁ ।ଟେକ୍ନୋଲୋଜି ବ୍ୟବହାର କରି ରାଜସ୍ବ ସେବାକୁ ମଧ୍ୟସ୍ଥି ମୁକ୍ତ ଓ ଦୁର୍ନୀତି ଦୁର୍ନୀତି ମୁକ୍ତ କରାଯାଉଛି।

ଉକ୍ତ କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, କଟକ ବାରବାଟୀ ବିଧାୟିକା ଇଂ ସୋଫିଆ ଫିର୍ଦୋଷ, କଟକ ଚୌଦ୍ୱାର ବିଧାୟକ ଶ୍ରୀ ସୌଭିକ ବିଶ୍ଵାଳ, କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ, ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ଓ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉ ସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଜୀବନର ଉନ୍ନତି ପାଇଁ ପ୍ରଯୁକ୍ତିବିଦ୍ୟା ଅପରିହାର୍ଯ୍ୟ

Next Post

ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୪୦ତମ ବାର୍ଷିକ କ୍ରୀଡା ଉଦଯାପିତ

FNN WEB

FNN WEB

Next Post
ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୪୦ତମ ବାର୍ଷିକ କ୍ରୀଡା ଉଦଯାପିତ

ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୪୦ତମ ବାର୍ଷିକ କ୍ରୀଡା ଉଦଯାପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.