• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୪୦ତମ ବାର୍ଷିକ କ୍ରୀଡା ଉଦଯାପିତ

FNN WEB by FNN WEB
December 11, 2025
in ଓଡ଼ିଶା
0
ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୪୦ତମ ବାର୍ଷିକ କ୍ରୀଡା ଉଦଯାପିତ
0
SHARES
14
VIEWS

ଶିବାନନ୍ଦ ଶତବାର୍ଷିକ ବାଳକ ବିଦ୍ୟାଳୟର ୪୦ ତମ ବାର୍ଷିକ କ୍ରୀଡା ତା -୯.୧୨.୨୦୨୫ ରେ ଆନୁଷ୍ଠାନିକ ଭାବେ ମାଲକାନଗିରି ର ଅତିରିକ୍ତ ଜିଲ୍ଲାପାଳ ତଥା ବିଦ୍ୟାଳୟର ପୁରାତନ ଛାତ୍ର ହରପ୍ରସାଦ ମହାପାତ୍ର ଉଦ୍ଘାଟନ କରିଥିଲେ । ୩ ଦିନ ଧରି ବାର୍ଷିକ କ୍ରୀଡ଼ାରେ ୧୦୦ ମିଟର,୨୦୦ ମିଟର,୪୦୦ ମିଟର,୮୦୦ ମିଟର,ଉଚ୍ଚ କୁଦ,ଲମ୍ବା କୁଦ,ଗୁଲ ଫିଙ୍ଗା, ଡିସ୍କସ ତ୍ରୋ ଆଦି ୨୬ ପ୍ରକାରର କ୍ରୀଡା ପ୍ରତି ୟୋଗିତ ଅନୁଷ୍ଠିତ ହୋଇଥିଲା । ଉଦଯାପନୀ ଉତ୍ସବରେ ଡ.ର ତପନ କୁମାର ଚାନ୍ଦ ବେଦାନ୍ତର ପୁର୍ବତାନ ଡାଇରେକ୍ଟର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କ୍ରୀଡା ଶିକ୍ଷାର ଏକ ଅଙ୍ଗ ଓ ଏହା ଛାତ୍ର ମାନଙ୍କୁ ସୃଙ୍କଳିତ,ଉତ୍ତମ ଚରିତ୍ରବାନ୍ ଓ ଦେଶ ଭକ୍ତ ହେବାରେ ସହାୟକ ହୁଏ ବୋଲି କହିଥିଲେ ।ସମ୍ମାନିତ ଅତିଥିଭାବେ ଭୁବନେଶ୍ୱର ମ୍ୟୁନିସିପାଲିଟିର ଜୋନାଲ କମିଶିନର ତଥା ବିଦ୍ୟାଳୟର ପୁରାତନ ଛାତ୍ର ରାକେଶ କୁମାର ପାତ୍ର ଯୋଗଦେଇ ବିଦ୍ୟାଳୟ ତାଙ୍କୁ ଗଢିତୋଳିବାରେ କିପରି ସହାୟକ ହୋଇଥିଲା ସେ ବିଷୟରେ କହିଥିଲେ । ବିଦ୍ୟାଳୟର ସମ୍ପାଦକ ଜୟଚନ୍ଦ୍ର ନାୟକ ତାଙ୍କର ସଭାପତିତ୍ଵ ଭାଷଣରେ ପିଲା ମାନଙ୍କୁ ସୃଙ୍କଲିତ କର୍ତ୍ତବ୍ୟ ପରାୟଣ ହେବା ପାଇଁ କହିଥିଲେ । ସିନିୟର୍ ବିଭାଗରେ ‘ଓମନାଥ ଚରତୀ ‘ ଜୁନିୟର ବିଭାଗରେ ‘ସୁଜିତ୍ କୁମାର ନାୟକ ‘ ଓ ସବ୍ ଜୁନିଅର ବିଭାଗରେ ‘ ଆକାଶ ନାୟକ ‘ ଚାମ୍ପିଅନ ହୋଇଥିଲେ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀ ଅଶୋକ କୁମାର ରାଉତରାୟ ଶିକ୍ଷକ ମାନଙ୍କ ସହଯୋଗରେ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ସମିତିର ସଦର୍ଶ୍ୟ ଓ ଅଭିଭାବକ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣସହ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରେ କ୍ରୀଡା ଉତ୍ସବର ପରିସମପ୍ତି ହୋଇଥିଲା ।

Previous Post

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Next Post

ରାଜ୍ୟସ୍ତରୀୟ କ୍ରିକେଟ୍ ଚ୍ୟାମ୍ପିଅନ ଟ୍ରଫି ହାତେଇଲା ଗଜପତି

FNN WEB

FNN WEB

Next Post
ରାଜ୍ୟସ୍ତରୀୟ କ୍ରିକେଟ୍ ଚ୍ୟାମ୍ପିଅନ ଟ୍ରଫି ହାତେଇଲା ଗଜପତି

ରାଜ୍ୟସ୍ତରୀୟ କ୍ରିକେଟ୍ ଚ୍ୟାମ୍ପିଅନ ଟ୍ରଫି ହାତେଇଲା ଗଜପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.