• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଖେଳକୁଦ

ଆଇପିଏଲ୍ : ରାଜସ୍ଥାନ ରୟାଲ୍ସକୁ ୫ ଓ୍ବିକେଟରେ ହରାଇଲା ଚେନ୍ନାଇ

FNN WEB by FNN WEB
May 12, 2024
in ଖେଳକୁଦ, ଜାତୀୟ, ମୁଖ୍ୟ ଖବର
0
ଆଇପିଏଲ୍ : ରାଜସ୍ଥାନ ରୟାଲ୍ସକୁ ୫ ଓ୍ବିକେଟରେ ହରାଇଲା ଚେନ୍ନାଇ
0
SHARES
0
VIEWS

ଚେନ୍ନାଇ: ଚେନ୍ନାଇର ଏମଏ ଚିଦାମ୍ବରମ୍ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ ୨୦୨୪ର ୬୧ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି ଚେନ୍ନାଇ ସୁପରକିଙ୍ଗସ । ରାଜସ୍ଥାନ ଦ୍ବାରା ରଖାଯାଇଥିବା ୧୪୨ ରନର ଲକ୍ଷ୍ୟକୁ ଚେନ୍ନାଇ ୧୮.୨ ଓଭରରେ ୫ ଓ୍ବିକେଟ ହରାଇ ହାସଲ କରିନେଇଥିଲା । ଦଳ ପକ୍ଷରୁ ଋତୁରାଜ ଗାଏକ୍ବାଡ ୪୨ ରନ କରିଥିବାବେଳେ ରାଚିନ ରବୀନ୍ଦ୍ର ୨୭ ରନ ଓ ଡାରିଲ ମିଚେଲ ୨୨ ରନ କରିଥିଲେ ।

ଏହି ମ୍ୟାଚରେ ଚେନ୍ନାଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ଦଳର ଦୁଇ ଓପନର ଯଶସ୍ବୀ ଜୟସ୍ବାଲ ଓ ଜସ ବଟଲର ସତର୍କତାର ସହ ବ୍ୟାଟିଂ ଆରମ୍ଭ କରି ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ । ଭଲ ଆରମ୍ଭ କରିଥିଲେ ବି ଉଭୟ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ । ଜୟସ୍ବାଲ ୨୪ ରନ ଓ ବଟଲର ୨୧ ରନ କରି ଆଉଟ ହୋଇଥିଲେ । ସେହିପରି ଅଧିନାୟକ ସଂଜୁ ସାମସନ ୧୫ ରନ କରି ଆଉଟ ହୋଇଥିଲେ । ତେବେ ରିୟାନ ପରାଗ ଓ ଧ୍ରୁବ ଜୁରେଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ପରାଗ ଅପରାଜିତ ୪୭ ଓ ଜୁରେଲ ୨୮ ରନ କରିଥିଲେ । ମାତ୍ର ଶୁଭମ ଦୁବେ ଖାତା ଖୋଲିପାରିନଥିଲେ । ଦଳ ନିର୍ଦ୍ଧାରିତ ୨୦ ଓଭରରେ ୧୪୧ ରନ କରିଥିଲା । ଚେନ୍ନାଇ ପକ୍ଷରୁ ସିମରଜିତ ସିଂ ୩ଟି ଓ ତୁଷାର ଦେଶପାଣ୍ଡେ ୨ଟି ଓ୍ବିକେଟ ନେଇଥିଲେ ।

Previous Post

ଚତୁର୍ଥ ପର୍ଯ୍ୟାୟ ମତଦାନ: ଆସନ୍ତାକାଲି ୧.୯୨ ଲକ୍ଷ ମତଦାନ କେନ୍ଦ୍ରରେ ଭୋଟ୍‌ ଦେବେ ୧୭.୭ କୋଟି ମତଦାତା

Next Post

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍‌

FNN WEB

FNN WEB

Next Post
ବିଜେପି ସରକାରକୁ ୪ ଗ୍ୟାରେଣ୍ଟି ମାଗିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍‌

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.