• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ

FNN WEB by FNN WEB
December 16, 2025
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ
0
SHARES
10
VIEWS

ଉଷୁନା ଚାଉଳ ଉଠାଣ ପରିମାଣ ୨୦ରୁ ୨୫ ଲକ୍ଷ ମେଟ୍ରିକ ଟନ
ବୃଦ୍ଧି କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
• ପୂର୍ବରୁ ଓଡ଼ିଶାର ଧାନ ସଂଗ୍ରହ ପରିମାଣକୁ ୫୦ ଲକ୍ଷ ମେଟ୍ରିକ ଟନରୁ ୫୮ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରିଥିବାରୁ ଧନ୍ୟବାଦ
• ଓଡ଼ିଶାରେ ଅଧିକ ପରିମାଣର ଉଷୁନା ଚାଉଳ ଉତ୍ପାଦନ ହେଉଛି
• ବଳକା ଉଷୁନା ଚାଉଳର ଶୀଘ୍ର ଉଠାଣ ଦ୍ୱାରା ଚାଷୀମାନେ ବିଶେଷ ଲାଭବାନ ହେବେ ଏବଂ ଜାତୀୟ ଖାଦ୍ୟ ନିରାପତ୍ତା ବ୍ୟବସ୍ଥା ଆହୁରି ମଜବୁତ୍ ହେବ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସାଂସଦ, ବିଧାୟକ ତଥା ବିଜେପିର ଏକ ପ୍ରତିନିଧି ଦଳ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଛନ୍ତି । ଓଡ଼ିଶାର ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରେ ଉଷୁନା ଚାଉଳ ଉଠାଣ ପରିମାଣ ୨୦ ଲକ୍ଷ ମେଟ୍ରିକ ଟନରୁ ବଢାଇ ୨୫ ଲକ୍ଷ ମେଟ୍ରିକ ଟନ କରିବା ପାଇଁ ଅନୁରୋଧ କରିଛନ୍ତି ।

ଏ ସମ୍ପର୍କିତ ଏକ ପତ୍ର ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି, ଯେଉଁଥିରେ ଉଲ୍ଲେଖ ରହିଛି ୨୦୨୪-୨୫ ବର୍ଷ ପାଇଁ ଖରିଫ ଓ ରବି ଋତୁ ପାଇଁ ଓଡ଼ିଶାର ଧାନ ସଂଗ୍ରହ ପରିମାଣକୁ ୫୦ ଲକ୍ଷ ମେଟ୍ରିକ ଟନରୁ ୫୮ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରାଯାଇଛି । ଏଥିପାଇଁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେ ଉଲ୍ଲେଖ କରିଛନ୍ତି ଯେ ଏହି ଧାନ ସଂଗ୍ରହ ପରିମାଣ ବୃଦ୍ଧି ରାଜ୍ୟର ଚାଷୀ ସମାଜର ଆତ୍ମବିଶ୍ୱାସକୁ ବଢାଇବା ସହ ସୁରୁଖୁରୁରେ ସଂଗ୍ରହ କାର୍ଯ୍ୟକୁ ସୁନିଶ୍ଚିତ କରିଛି ।

ତେବେ ଓଡ଼ିଶାରେ ବିଶେଷ ଭାବରେ ଉଷୁନା ଚାଉଳ ଅଧିକ ଉତ୍ପାଦନ ହେଉଥିବା ବେଳେ ୨୦୨୫-୨୬ ଖରିଫ ଋତୁ ପାଇଁ ସଂଗ୍ରହ କାର୍ଯ୍ୟ ଆରମ୍ଭ ହୋଇଯାଇଥିବାରୁ ଉଷୁନା ଚାଉଳର ତୁରନ୍ତ ଉଠାଣ ନିତ୍ୟାନ୍ତ ଜରୁରୀ । ଏହି ପରିପ୍ରେକ୍ଷୀରେ, କେନ୍ଦ୍ରୀୟ ପୁଲ ଅଧୀନରେ ଉଭୟ ଖରିଫ ଓ ରବି ଋତୁ ପାଇଁ ଓଡ଼ିଶାର ଉଷୁନା ଚାଉଳ ଉଠାଣ ପରିମାଣକୁ ବର୍ତ୍ତମାନର ୨୦ ଲକ୍ଷ ମେଟ୍ରିକ୍ ଟନକୁ ବଢାଇ ୨୫ ଲକ୍ଷ ମେଟ୍ରିକ୍ ଟନ କରିବା ପାଇଁ ଅନୁରୋଧ କରିଛନ୍ତି । ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଦ୍ୱାରା ବଳକା ଥିବା ଏହି ଉଷୁନା ଚାଉଳର ଶୀଘ୍ର ଉଠାଣ ହେଲେ ଓଡ଼ିଶାର ଚାଷୀମାନେ ବିଶେଷ ଭାବରେ ଲାଭବାନ ହେବେ ଏବଂ ଜାତୀୟ ଖାଦ୍ୟ ନିରାପତ୍ତା ବ୍ୟବସ୍ଥା ଆହୁରି ମଜବୁତ୍ ହେବ ।

Previous Post

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

Next Post

ଗଜପତି ଗସ୍ତ କରି ପର୍ଯ୍ୟଟନ କ୍ଷେତ୍ର ପରିଦର୍ଶନ କଲେ ମନ୍ତ୍ରୀ ଓ ବିଧାୟକ

FNN WEB

FNN WEB

Next Post
ଗଜପତି ଗସ୍ତ କରି ପର୍ଯ୍ୟଟନ କ୍ଷେତ୍ର ପରିଦର୍ଶନ କଲେ ମନ୍ତ୍ରୀ ଓ ବିଧାୟକ

ଗଜପତି ଗସ୍ତ କରି ପର୍ଯ୍ୟଟନ କ୍ଷେତ୍ର ପରିଦର୍ଶନ କଲେ ମନ୍ତ୍ରୀ ଓ ବିଧାୟକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.