• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆପଡ଼ାର ବିଜେଡି ନେତା ଓ କର୍ମୀଙ୍କୁ ଟିପ୍ସ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

FNN WEB by FNN WEB
December 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ନୂଆପଡ଼ାର ବିଜେଡି ନେତା ଓ କର୍ମୀଙ୍କୁ ଟିପ୍ସ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
0
SHARES
2
VIEWS

ଭୁବନେଶ୍ୱର : ବିଜେପି ସରକାରକୁ ଡରନି । ବିଜେଡିକୁ ଆହୁରି ସୁଦୃଢ କର । ଲୋକଙ୍କ ସେବା କର । ନୂଆପଡ଼ାର ବିଜେଡି ନେତା ଓ କର୍ମୀଙ୍କୁ ଭେଟିବା ଅବସରେ ଏହି ଟିପ୍ସ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏ ନେଇ ସାମ୍ବାଦିକ ସମ୍ମିଳନୀ କରି ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ତଥା ନୂଆପଡ଼ାର ବିଧାୟିକା ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ନୂଆପଡ଼ା ନୂଆପଡ଼ାର ସ୍ଥାନୀୟ ବିଜେଡି ନେତା ଓ କର୍ମୀଙ୍କୁ ଭେଟି ବିଜେଡି ସଭାପତି ନବୀନ ପଟ୍ଟନାୟକ ଖୁସି ହୋଇଛନ୍ତି । ନୂଆପଡ଼ା ଉପନିର୍ବାଚନ ନେଇ ନବୀନଙ୍କ ସହ ବିସ୍ତୃତ ଆଲୋଚନା ହେଲା । ନେତା ଓ କର୍ମୀଙ୍କ ଉତ୍ସାହ ଦେଖି ନବୀନ ନିଜର ଖୁସି ଜାହିର କରିଥିବାବେଳେ କର୍ମୀ ମଧ୍ୟ ଖୁସି ଜାହିର କରିଛନ୍ତି । ଏହି ଅବସରରେ ଦଳକୁ ଆହୁରି ସୁଦୃଢ କରିବାକୁ ନବୀନ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି । ଉପନିର୍ବାଚନରେ ବୁଥ ରିଗିଂର ଜବାବ ଦିଆଯିବ । ୪୧ଟି ବୁଥରେ ୯୦ ପ୍ରତିଶତରୁ ଅଧିକ ଭୋଟିଂ ହୋଇଛି । ଲୋକଙ୍କ ଲାଇନ ନ ଥିବା ବେଳେ ଏତେ ଭୋଟିଂ କିପରି ହୋଇଥିଲା । ଲୋକଙ୍କୁ ଡରାଇ ଧମକାଇ ଭୋଟ ହାସଲ କରାଯାଇଛି । ବିଭିନ୍ନ ସଂସ୍ଥାଙ୍କୁ ଲଗାଇ ଲୋକଙ୍କୁ ଧମକାଇଥିଲା ବିଜେପି । ବିଜେଡି ନେତାଙ୍କ ଘରେ ରେଡ କରାଇଥିଲା ବିଜେପି ନିର୍ବାଚନ ଜିତିଛି ବୋଲି ଆରୋପ ଲଗାଇଛନ୍ତି ସ୍ନେହାଙ୍ଗିନୀ । ଲୋକଙ୍କୁ ଡରାଇ ଧମକାଇ ନିର୍ବାଚନ ଜିତିଛି ବିଜେପି । ଏହାର ଜବାବ ଆଗାମୀ ଦିନରେ ଦିଆଯିବ । ନୂଆପଡ଼ାବାସୀଙ୍କ ହୃଦୟରେ ନବୀନ ଅଛନ୍ତି । ଧାନ ବିକିବାକୁ ଚାଷୀଙ୍କୁ ଟୋକନ ମିଳିନାହିଁ । କଟନୀ ଛଟନୀ କରାଯାଉଛି । ଚାଷୀ ଅଭାବୀ ବିକ୍ରିର ଶିକାର ହେଲାଣି ବୋଲି ଅଭିଯୋଗ କରିଛନ୍ତି ସ୍ନେହାଙ୍ଗିନୀ ।

Previous Post

ବିଭିନ୍ନ ଫାର୍ମା ଶିଳ୍ପ ସଂସ୍ଥା ସହ ୬,୨୬୩ କୋଟି ଟଙ୍କାର ୪୫ଟି ବୁଝାମଣା ପତ୍ର ସ୍ଵାକ୍ଷରିତ, ୩୮,୪୦୬ ନିଯୁକ୍ତି ସୃଷ୍ଟି ହେବ

Next Post

ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.