• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିରୋଧୀ ମିଛ କହୁଛନ୍ତି, ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି : ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 12, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିରୋଧୀ ମିଛ କହୁଛନ୍ତି, ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି : ମୁଖ୍ୟମନ୍ତ୍ରୀ
0
SHARES
3
VIEWS

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ପଚାରିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଥିଲେ ନବୀନ।

ଏହାସହ ଜନସଭାରେ ନବୀନ ବିରୋଧୀ ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଥିବା କହିଛନ୍ତି । ଉଦବୋଧନ ଆରମ୍ଭ କରି ରାଜ୍ୟ ସକାରଙ୍କ ବିଭିନ୍ନ ଯୋଜନାର ନାଁ ନେଇଥିଲେ ମୁଖ୍ୟମନ୍ତ୍ରୀ । ଯାହାକୁ ଶୁଣି, ମଞ୍ଚ ସ୍ଥଳ ଗୁଞ୍ଜରିତ ହୋଇଉଠିଥିଲା । ଏସବୁ ଯୋଜନା ଭଲ କି ବୋଲି ମୁଖ୍ୟମନ୍ତ୍ରୀ ଜନତାଙ୍କୁ ପଚାରିଥିଲେ । ଉତ୍ତରରେ ବଙ୍ଗୋମୁଣ୍ଡା ସଭା ସ୍ଥଳ ଡର୍ରେ ପ୍ରକମ୍ପିତ ହୋଇଥିଲା । ଏହାପରେ ନବୀନ ପଟ୍ଟନାୟକ ଭଲ କି ଓ ବିଜେଡି ଭଲ କି ବୋଲି ନବୀନ ପଚାରିଥିଲେ ।

ଏହି ସମୟରେ ଅଳ୍ପ ଭାଷଣରେ ବିରୋଧୀଙ୍କୁ କଡା ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜେପି ଓ ଏହି ଦଳର ନେତାଙ୍କୁ ଟାର୍ଗେଟ କରିଥିଲେ ନବୀନ । ବିଜେପି ନେତା ମଛ କହୁଥିବା କହିଛନ୍ତି ନବୀନ । ସେମାନେ ଜନତାଙ୍କ ଆଗରେ କୁମ୍ଭୀର କାନ୍ଦଣା କାନ୍ଦୁ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ବିଜେଡିର ମାଗଣା ବିଜୁଳି ପ୍ରତିଶ୍ରୁତି କଥା ମନେ ପକାଇ ଦେଇଥିଲେ ନବୀନ । ଲୋକଙ୍କୁ ମାଗଣାରେ ବିଜୁଳି ମିଳିବା ନେଇ ଖୁସି ତ ବୋଲି ଜନତାଙ୍କୁ ପ୍ରଶ୍ନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଜୁଲାଇ ମାସରୁ ବିଜୁଳି ମାଫ୍ ବୋଲି କହିଥିଲେ ।

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡା ନିର୍ବାଚନୀ ସଭାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ଜନସଭାରେ ପାଣ୍ଡିଆନ କହିଛନ୍ତି, ହାରିବା ଭୟରେ ଢେଙ୍କାନାଳ ଛାଡି ସମ୍ବଲପୁର ଚାଲି ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ଢେଙ୍କାନାଳରେ ୧୦ ବର୍ଷ କାଟିଲେ । ହେଲେ ହାରିଯିବା ଭୟରେ ଏବେ ସମ୍ବଲପୁର ପଳାଇଛନ୍ତି । ସେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କୁ ଅପମାନିତ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ଭାଷା ବ୍ୟବହାର କରୁଛନ୍ତି । ଆପଣ ୱାଡମେମ୍ବର , ଜିଲ୍ଲା ପରିଷଦରେ ବି ଜିତି ପାରିଲେ ନାହିଁ । ଜନ୍ମମାଟିକୁ ଛାଡି ସମ୍ବଲପୁରକୁ ଆସିଛନ୍ତି। ଆପଣଙ୍କର ଔକାତ କ’ଣ ଅଛି, ମୁଖ୍ୟମନ୍ତ୍ରୀଙ୍କୁ ଗାଳି ଦେବାକୁ । ଏମିତି ଅପମାନିତ କରିବାକୁ ଆପଣଙ୍କୁ କିଏ ସାହସ ଦେଇଛି ବୋଲି ପ୍ରଶ୍ନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ।

କାର୍ତ୍ତିକ ପାଣ୍ଡିଆନ ଆହୁରି ମଧ୍ୟ କହିଛନ୍ତି, ‘ଆପଣ ପ୍ରଧାନମନ୍ତ୍ରୀଙ୍କ କାନ୍ଧ ଉପରେ ବସି ନିର୍ବାଚନ ଲଢୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାନ୍ଧରୁ ଓହ୍ଲାଇ ପଡିଲେ, ଓଡ଼ିଶାବାସୀ ଆପଣଙ୍କୁ ଉଚିତ ପାଠ ପଢ଼ାଇବେ । ଓଡ଼ିଶାବାସୀ ଆପଣଙ୍କୁ ଶିଖାଇବେ ନବୀନ ବାବୁ କିଏ ଓ ଆପଣଙ୍କ ସ୍ଥାନ କେଉଁଠି । ଦମ ଅଛି ତ କୁହନ୍ତୁ ଆସନ୍ତାକାଲି ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟରେ ବିଜେପି କେତେ ପ୍ରତିଶତ ଆସନ ଜିତିବ। ବିଜେଡି ପ୍ରଥମ ପର୍ଯ୍ୟାୟରେ ୨୪ରୁ ଅଧିକ ଆସନ ଜିତିବ। ଓଡ଼ିଶାବାସୀ ବିାଜପିକୁ ପ୍ରଥମ ପର୍ଯ୍ୟାୟରୁ ଉଚିତ ଜବାବ ଦେବା ଆରମ୍ଭ କରିବେ ବୋଲି ମଧ୍ୟ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

Previous Post

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍‌

Next Post

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

FNN WEB

FNN WEB

Next Post
କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.