• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଯୁବ କଣ୍ଠଶିଳ୍ପୀ ଡାକ୍ତର ଚନ୍ଦନ ଗନ୍ତାୟତ ସମ୍ବର୍ଦ୍ଧିତ

FNN WEB by FNN WEB
December 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ଯୁବ କଣ୍ଠଶିଳ୍ପୀ ଡାକ୍ତର ଚନ୍ଦନ ଗନ୍ତାୟତ ସମ୍ବର୍ଦ୍ଧିତ
0
SHARES
22
VIEWS

ପାରଳାଖେମୁଣ୍ଡି / ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି କରଣସାହି ସ୍ଥିତ ଲକ୍ଷ୍ମୀନୃସିଂହ ଫଙ୍କସନ ହଲ ଠାରେ ପ୍ରତିଷ୍ଠିତ ନାଟ୍ୟ ସଂଗଠନ କ୍ରିଏଟିଭ୍ ଆର୍ଟସ୍ ଓ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ନୈବେଦ୍ୟର ମିଳିତ ଆନୁକୁଲ୍ୟରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି। ଯେଉଁଥିରେ ଦକ୍ଷିଣ ଓଡିଶାର ବିଶିଷ୍ଟ ଯୁବ କଣ୍ଠଶିଳ୍ପୀ ଡାକ୍ତର ଚନ୍ଦନ ଗନ୍ତାୟତ ସଦ୍ୟ ପ୍ରକାଶିତ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ଯୁବପ୍ରତିଭା ସମ୍ମାନରେ ପୁରସ୍କୃତ ହୋଇଥିବା ଯୋଗୁଁ ତାଙ୍କୁ ଉତ୍ସସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସଭାରେ ଅନୁଷ୍ଠାନ ସଭାପତି ନୃସିଂହ ଚରଣ ପଟ୍ଟନାୟକ ସଭାପତିତ୍ୟ କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର , ଜିଲ୍ଲା ସଂସ୍କୃତି ପରିଷଦ ସଦସ୍ୟ ତଥା ଯୁବ ନାଟ୍ୟ କଳାକାର ଆଦର୍ଶ ଦାସ ଓ ସମ୍ବର୍ଦ୍ଧିତ ପ୍ରତିଭା ଡାକ୍ତର ଚନ୍ଦନ ଗନ୍ତାୟତ ମଞ୍ଚାସୀନ ଥିଲେ।

ଅତିଥି ମାନେ ଡାକ୍ତର ଗନ୍ତାୟତ ଶିଶୁ ଅବସ୍ଥା ରୁ ବର୍ତ୍ତମାନ ସୁଦ୍ଧା ସରକାରୀ ଡ଼ାକ୍ତରୀ ପଦରେ ପ୍ରତିଷ୍ଠିତ ବୃତ୍ତି କରିବା ପରେ ମଧ୍ୟ ପ୍ରତିଦିନ ସଙ୍ଗୀତ ଗାନ କରୁଥିବା ଯୋଗୁଁ ନିଜର ନିଷ୍ଟା ଓ ସଙ୍ଗୀତ କଳା ପ୍ରତି ଦୁର୍ବଳତା ଥିବା ଯୋଗୁଁ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିବାରେ ସଫଳ ହେଉଛନ୍ତି ଏବଂ ଗୁରୁ ଶିଷ୍ୟ ପରମ୍ପରା ର ଅନନ୍ୟ ଉଦାହରଣ ହେଉଛନ୍ତି ଗୁରୁ ରଘୁନାଥ ପାତ୍ର ଓ ତାଙ୍କ ଶିଷ୍ୟ ଡାକ୍ତର ଚନ୍ଦନ ଗନ୍ତାୟତ ବୋଲି ନିଜର ଅଭିଭାଷଣ ରେ ବକ୍ତା ମାନେ କହିଥିଲେ। ଆୟୋଜକ ଦୁଇ ଅନୁଷ୍ଠାନ ସମେତ ଭକ୍ତି ସଙ୍ଗୀତ ସଂସଦ , ସମଲେଇ ନୃତ୍ୟକଳା ପରିଷଦ , ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳାକେନ୍ଦ୍ର , ଭକ୍ତି ପୁଷ୍ପାଞ୍ଜଳି ଆଦି ବହୁ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇ ଡାକ୍ତର ଗନ୍ତାୟତଙ୍କୁ ସମ୍ମାନିତ କରିଥିଲେ। ଡାକ୍ତର ଗନ୍ତାୟତ ଗୁଣୁପୁର ରେ ଜନ୍ମିତ ଓ ନିଜ ଚିକିତ୍ସା ସେବା କାଳ ବହୁ ବର୍ଷ ଗଞ୍ଜାମ ରେ କଟିଥିଲେ ମଧ୍ୟ ନିଜର ସଙ୍ଗୀତ ଜୀବନୀର ଅଧିକ ସମୟ ଗଜପତି ଜିଲ୍ଲା ରେ ହୋଇଥିବା ଯୋଗୁଁ ଏହି ପାରଳା ମାଟି ପାଖେ ସବୁ ବେଳେ ରୁଣୀ ବୋଲି ନିଜ ସମ୍ବର୍ଦ୍ଧିତ ପ୍ରତିଉତ୍ତର ବକ୍ତବ୍ୟ ରଖିଥିଲେ।

Previous Post

ଅଧିକ ସୁଦୃଢ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା

Next Post

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ୧୯ତମ ବାର୍ଷିକ ଦିବସ

FNN WEB

FNN WEB

Next Post
କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ୧୯ତମ ବାର୍ଷିକ ଦିବସ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ୧୯ତମ ବାର୍ଷିକ ଦିବସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.