• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନର ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

FNN WEB by FNN WEB
December 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନର ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
0
SHARES
5
VIEWS

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଲେଖିଛନ୍ତି । ଏହି ଚିଠି ମାଧ୍ୟମରେ ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ସେ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ଯ୍ୟକାଳ ଗତ ୩ ଜାନୁଆରୀ ୨୦୨୪ରେ ଶେଷ ହୋଇସାରିଛି । ନୂତନ ସଦସ୍ୟ ନିଯୁକ୍ତ ହୋଇନଥିବାରୁ ଏହା ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ । ଓଡ଼ିଶା ରାଜ୍ୟର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ଭାବେ ପ୍ରାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ ସମୁଦାୟ ଓଡ଼ିଶାରେ ବସବାସ କରୁଛନ୍ତି । ଆୟୋଗ କାର୍ଯ୍ୟକ୍ଷମ ନଥିବାରୁ ଏହି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାରୁ ସୁଫଳ ପାଇବାରେ ବହୁବିଧ ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ନିଜର ସମସ୍ୟା ଉପସ୍ଥାପନ କରିବା ପାଇଁ ସେମାନେ ଏକ ସାମ୍ୱିଧାନିକ ମଞ୍ଚରୁ ବଞ୍ଚିତ ହେଉଛନ୍ତି ।

ନୂତନ ଜାତିକୁ ଏସ୍ଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା, ଅଭିଯୋଗର ସମାଧାନ କରିବା ଏବଂ ପଛୁଆ ବର୍ଗଙ୍କ ପାଇଁ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ଓଏସ୍ସିବିସିଙ୍କ ମୁଖ୍ୟ ଭୂମିକା ରହିଛି । ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ ଅଧିନିୟମ, ୨୦୨୦ ଅନୁଯାୟୀ, ଏହି କମିଶନଙ୍କୁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଉପରେ ସର୍ଭେ କରିବାର ଦାୟିତ୍ୱ ମଧ୍ୟ ଦିଆଯାଇଛି । ତେଣୁ ରାଜ୍ୟରେ ସାମାଜିକ ନ୍ୟାୟର ପ୍ରତିଷ୍ଠା ଏବଂ ପଛୁଆ ବର୍ଗଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କମିଶନର ଶୀଘ୍ର ପୁନର୍ଗଠନ ଏକାନ୍ତ ଆବଶ୍ୟକ । ରାଜ୍ୟର ପଛୁଆ ବର୍ଗର ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆୟୋଗର ପୁନର୍ଗଠନ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

Previous Post

ଓଡିଶାରେ ଡିଫେନ୍ସ ମାନୁଫାକ୍‌ଚରିଂ ଇକୋ-ସିଷ୍ଟମର ବିକାଶ କରାଯିବ

Next Post

ମହାନଦୀ ଆନ୍ତଃରାଜ୍ୟ ଜଳବିବାଦ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

FNN WEB

FNN WEB

Next Post
ମହାନଦୀ ଆନ୍ତଃରାଜ୍ୟ ଜଳବିବାଦ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ମହାନଦୀ ଆନ୍ତଃରାଜ୍ୟ ଜଳବିବାଦ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.