• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପାଲଲହଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନୀ ପ୍ରଚାର

FNN WEB by FNN WEB
May 13, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ପାଲଲହଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନୀ ପ୍ରଚାର
0
SHARES
3
VIEWS

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାର୍ତ୍ତିକ ପାଣ୍ଡିଆନଙ୍କ ଜବାବ


ଭୁବନେଶ୍ବର: ପାଲଲହଡ଼ାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନୀ ପ୍ରଚାର । ନିଜ ଅଞ୍ଚଳରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କଲେ କାର୍ତ୍ତିକ ପାଣ୍ଡିଆନ । କହିଲେ ଏହି ଜିଲ୍ଲାରୁ ଜଣେ ୧୦ ବର୍ଷ ହେଲା କେନ୍ଦ୍ରମନ୍ତ୍ରୀ ଅଛନ୍ତି। ଏହା ଓଡିଶା ପାଇଁ ଓ ଜିଲ୍ଲା ପାଇଁ ବହୁତ ଖୁସିର କଥା । ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ଦକ୍ଷତା ବିକାଶ ମନ୍ତ୍ରୀ ଅଛନ୍ତି, ଚାହିଁଥିଲେ ଅଞ୍ଚଳରେ ସ୍କୁଲ କଲେଜ ଖୋଲିପାରିଥାନ୍ତେ । କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିପାରିଥାନ୍ତେ, ପ୍ରତି ବ୍ଲକ୍‌ରେ ଦକ୍ଷତା ବିକାଶ କେନ୍ଦ୍ର ଖୋଲିପାରିଥାନ୍ତେ । କିନ୍ତୁ କଲେ ନାହିଁ । ଏ ମାଟିର ପୁଅ ହୋଇ କାହିଁକି ପାରିଲେ ନାହିଁ ? ନିଜ ଗାଁ ସ୍କୁଲକୁ ଯାଇ 5T ରୂପାନ୍ତରଣ ଦେଖି ଆସନ୍ତୁ।

ମାଗଣାରେ ଉଜ୍ଜଳା ଗ୍ଯାସ ମିଳିବ କହିଥିଲେ ହେଲେ ମିଳିଲା ନାହିଁ, ତେଲ ଦର କମିବ କହିଥିଲେ କିନ୍ତୁ କମିଲା ନାହିଁ। ଏ ମାଟିର ବରପୁତ୍ର ପବିତ୍ର ମୋହନ ପ୍ରଧାନ ଙ୍କୁ ଭୁଲି ଗଲେ କେନ୍ଦ୍ରମନ୍ତ୍ରୀ। ନବୀନ ସରକାର ପବିତ୍ର ମୋହନ ଙ୍କୁ ସମ୍ମାନ ଦେଇ ତାଙ୍କର ସ୍ମୃତି ପିଠ ନିର୍ମାଣ କରିବା ସହିତ ତାଳଚେର ମେଡିକାଲ କଲେଜ ଏବଂ ତାଳପଦା ସେତୁ କୁ ପବିତ୍ର ବାବୁ ଙ୍କ ନାମ ରେ ନାମିତ କରିଛନ୍ତି। ଯେଉଁ ବ୍ୟକ୍ତିର ସେବା ନୁହେଁ, ରାଜନୀତି କରିବା ପାଇଁ ଇଚ୍ଛା ଥିବ, ସେ କେବେ ବି ଜିତି ପାରିବ ନାହିଁ। ନବୀନ ପଟ୍ଟନାୟକ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି, ବିଜେପି ଭଳି ଲୋକଙ୍କୁ ଲଣ୍ଠନ ଦେଖାନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଦସ୍ତଖତରେ ୯୦ ପ୍ରତିଶତ ଓଡିଶାବାସୀଙ୍କ ବିଜୁଳି ବିଲ୍‌ ଛାଡ ହେବ କିନ୍ତୁ ଏହି କଥା ଶୁଣି ବିରୋଧୀ ଦଳକୁ କରେଣ୍ଟ ଲାଗୁଛି। ପାଲଲହଡାରେ ଆଗରୁ କେବେ ଏତେ ବିକାଶ ହୋଇ ନ ଥିଲା ପାଲଲହଡା ବାସୀଙ୍କୁ ବିକାଶ କାମର ହିସାବ ଦେଲେ ଆଗାମୀ ୨୫ ତାରିଖ ରେ ଯୋଡି ଶଂଖ ରେ ଭୋଟ ଦେଇ ବିଧାୟକ ପ୍ରାର୍ଥୀ ମୁକେଶ ପାଲ ଏବଂ ସାଂସଦ ପ୍ରାର୍ଥୀ ଅବିନାଶ ସାମଲ ଙ୍କୁ ପଚାଶ ହଜାର ଭୋଟ ରେ ବିଜୟି କରିବେ।

କୋଇଲା ରୟାଲ୍ଟି ବୃଦ୍ଧି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ବିବୃତିର ଜବାବ ଦେଇଛନ୍ତି 5T ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ତାଳଚେରରେ ଥିବା ମହାନଦୀ କୋଲ ଫିଲ୍ଡ ଗତବର୍ଷ ୨୭ହଜାର ୪୫୦ କୋଟି ଟଙ୍କା ଲାଭ କରିଛି। ସେଥିରୁ ଓଡିଶାର ରୟାଲ୍ଟି ଭାଗ ୩୫୦୦ କୋଟି ଓ ଡିଏମଏଫ ପାଣ୍ଠିରୁ ହଜାରେ କୋଟି ଏମତି ଓଡିଶା ପାଇଛି ୪୫୦୦ କୋଟି। ତାଳଚେର ପ୍ରଚାର ସଭାରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରି ସେ କହିଥିଲେ ଯେ, ଓଡିଶାର ପାଣି, ପବନ ଓ ମାଟିରୁ ଏମସିଏଲ ୨୭ହଜାର ୪୫୦ କୋଟି ଲାଭ କରୁଛି । କିନ୍ତୁ ରାଜ୍ୟକୁ ମିଳୁଥିବା ଭାଗ ସନ୍ତୋଷଜନକ ନୁହେଁ। ଏ ଟଙ୍କା କୁଆଡେ ଯାଉଛି, କିଏ ନେଉଛି ସେ କଥା ସମସ୍ତେ ଜାଣନ୍ତି। ତେଣୁ ଏବାବଦରେ ପଚାରିଲେ ଧର୍ମେନ୍ଦ୍ର ପ୍ରଧାନ ରାଗିଯାଇ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି ଓ ଅଶାଳୀନ କଥା କହୁଛନ୍ତି। ବିଜେଡି କିନ୍ତୁ ତାଳଚେର ଓ ଅନୁଗୁଳର ହକ ପାଇଁ ଲଢେଇ କରିବ। ୨୦୦୪ରୁ କୋଇଲା ରୟାଲ୍ଟି ବଢିଥିଲେ ଓଡିଶା ଏଭିତରେ ୧୦ କୋଟି ରୟାଲ୍ଟି ଓ ଡିଏମଏମ ପାଣ୍ଠିରୁ ଆଉ ୨ହଜାର କୋଟି ମିଳିଥନ୍ତା।ବିଜେପି ନେତାମାନେ ଖାଲି ଦିନରେ ଲଣ୍ଠନ ଦେଖାଉଛନ୍ତି। ଧର୍ମେନ୍ଦ୍ର ପ୍ରଧାନ ବି ସେହି ଲଣ୍ଠନ ନେତାଙ୍କ ସହ ସାମିଲ। ତାଙ୍କ ବଡବାବୁମାନେ ଯାହା କହିବେ ମୁଣ୍ଡିଆ ମାରି ଗ୍ରହଣ କରିବେ ବୋଲି ସେ କହିଛନ୍ତି।

Previous Post

ପ୍ରଥମ ପର୍ଯ୍ୟାୟରେ ୯୦% ବିଧାନସଭା ଆସନରେ ବିଜେଡି ଜିତୁଛି, ଓଡ଼ିଶା ବିଜେପି ହତୋତ୍ସାହିତ: ବିଜେଡି

Next Post

ଗଂଜାମରେ ୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ଗିରଫ ନିର୍ଦ୍ଦେଶ

FNN WEB

FNN WEB

Next Post
ଗଂଜାମରେ ୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ଗିରଫ ନିର୍ଦ୍ଦେଶ

ଗଂଜାମରେ ୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ଗିରଫ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.