• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଥମ ପର୍ଯ୍ୟାୟରେ ୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
December 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରଥମ ପର୍ଯ୍ୟାୟରେ ୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
0
SHARES
13
VIEWS

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ୱର : ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଆଉ ଏକ ନୂତନ ଅଧ୍ୟାୟ ଯୋଡି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍‌ରେ ବ୍ୟବହାର ପାଇଁ ୫ ଟି ALS ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ ଟି ALS ଆମ୍ବୁଲାନ୍ସ ବ୍ୟବହାର କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି।

କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ରାଜ୍ୟରେ ଜରୁରୀକାଳୀନ ଆମ୍ୱୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଅଛି । ସ୍ୱାସ୍ଥ୍ୟ ସେବାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆହୁରି ୧୦୮-EMAS ଆମ୍ବୁଲାନ୍ସ କ୍ରୟ କରାଯାଇଛି। ୪୨୮ଟି ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ୧୧୧ କୋଟି ଖର୍ଚ୍ଚ କରିଛନ୍ତି। ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି । ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା Emergency Medical Ambulance Service ବା EMAS ଫ୍ଲିଟ୍‌କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗୀୟ କମିଶନର ତଥା ସଚିବ ଅଶ୍ୱତୀ ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡି ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Previous Post

ଭଦ୍ରକ ମାଟି ଐତିହାସିକ ବଳିଦାନ, ଦେଶଭକ୍ତିର ପ୍ରତୀକ: ମନ୍ତ୍ରୀ

Next Post

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ ଅଟ୍ଟାଳିକା

FNN WEB

FNN WEB

Next Post
ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ ଅଟ୍ଟାଳିକା

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ ଅଟ୍ଟାଳିକା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.