• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗଂଜାମରେ ୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ଗିରଫ ନିର୍ଦ୍ଦେଶ

FNN WEB by FNN WEB
May 13, 2024
in ଓଡ଼ିଶା, ମୁଖ୍ୟ ଖବର
0
ଗଂଜାମରେ ୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ଗିରଫ ନିର୍ଦ୍ଦେଶ
0
SHARES
0
VIEWS

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିବାଚନ ପ୍ରକ୍ରିୟାରେ ନିୟୋଜିତ ଥିବା କିଛି କର୍ମଚାରୀମାାନେ ଅବହେଳା ପ୍ରଦର୍ଶନ କରିଛନ୍ତି। ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅଧୀନ ଗଞ୍ଜାମ ଜିଲ୍ଲାର ୩ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ ହୋଇଛି। ଏଥିରୁ ୨ ଜଣଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଂଜ ବିହାରୀ ଧଳ।

ଶ୍ରୀ ଧଳ କହିଛନ୍ତି, ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ। ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଗିରଫ ହେବେ। ସେହିପରି ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ ଅଫିସର ମଧ୍ୟ ଗିରଫ ହେବେ। ଗୋପାଳପୁରର ଜଣେ ପ୍ରିଜାଇଡିଂ ଅଫିସର ନିଲମ୍ବିତ ହେବେ। ୧୯୩ ନମ୍ବର ପୁଲିଂ ଷ୍ଟେସନ ପ୍ରିଜାଇଡିଂ ଅଫିସର ନିଲମ୍ବିତ ହେବେ। କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ ଏହି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ହୋଇଛି।

Previous Post

ପାଲଲହଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନୀ ପ୍ରଚାର

Next Post

ଓଡ଼ିଶାରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ

FNN WEB

FNN WEB

Next Post
ଓଡ଼ିଶାରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ

ଓଡ଼ିଶାରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.