• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାନ୍ତାଳୀ ଭାଷାରେ ସମ୍ବିଧାନ ଲୋକାର୍ପଣ କଲେ ରାଷ୍ଟ୍ରପତି

FNN WEB by FNN WEB
December 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ସାନ୍ତାଳୀ ଭାଷାରେ ସମ୍ବିଧାନ ଲୋକାର୍ପଣ କଲେ ରାଷ୍ଟ୍ରପତି
0
SHARES
12
VIEWS

ନୂଆଦିଲ୍ଲୀ: ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ।

ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ଏହା ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଗର୍ବ ଏବଂ ଆନନ୍ଦର ବିଷୟ । ଭାରତର ସମ୍ବିଧାନ ଏବେ ସାନ୍ତାଳୀ ଭାଷାରେ ଉପଲବ୍ଧ । ଏହି ସମ୍ବିଧାନ ଓଲ୍ ଚିକି ଲିପିରେ ଲେଖାଯାଇଛି । ଏହା ସାନ୍ତାଳୀ ସାମ୍ପ୍ରଦାୟ ଲୋକଙ୍କୁ ନିଜ ଭାଷାରେ ସମ୍ବିଧାନ ପଢ଼ିବା ଏବଂ ବୁଝିବା ପାଇଁ ସକ୍ଷମ କରିବ ବୋଲି ରାଷ୍ଟ୍ରପତି କହିଥିଲେ । ରାଷ୍ଟ୍ରପତି ଆହୁରି କହିଥିଲେ ଯେ ଏହି ବର୍ଷ, ଆମେ ଓଲ୍ ଚିକି ଲିପିର ଶତବାର୍ଷିକୀ ପାଳନ କରୁଛୁ । ଏହି ଅବସରରେ ସେ କେନ୍ଦ୍ର ଆଇନ ଏବଂ ନ୍ୟାୟ ମନ୍ତ୍ରୀଙ୍କୁ ଏଥିପାଇଁ ପ୍ରଶଂସା କରିଥିଲେ । ଏହି ଅବସରରେ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଓ କେନ୍ଦ୍ର ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ ଉପସ୍ଥିତ ଥିଲେ।

୯୨ତମ ସଂଶୋଧନ ଆଇନ, ୨୦୦୩ ମାଧ୍ୟମରେ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଅନ୍ତର୍ଭୁକ୍ତ ହୋଇଥିବା ସାନ୍ତାଳୀ ଭାଷା ଭାରତର ସବୁଠାରୁ ପ୍ରାଚୀନ ଜୀବନ୍ତ ଭାଷା ମଧ୍ୟରୁ ଗୋଟିଏ । ଝାଡ଼ଖଣ୍ଡ,ଓଡ଼ିଶା,ପଶ୍ଚିମବଙ୍ଗ ଏବଂ ବିହାରରେ ବହୁ ସଂଖ୍ୟକ ଆଦିବାସୀଙ୍କ ସାନ୍ତାଳୀ ଭାଷା ବ୍ୟବହାର କରନ୍ତି ।

Previous Post

ମାଓବାଦୀ ସମସ୍ୟାକୁ ଦମନ କରିବା ଦିଗରେ ଏସ୍‌ଓଜିର ଅବଦାନ ଅନନ୍ୟ: ମୁଖ୍ୟମନ୍ତ୍ରୀ

Next Post

କଳିଙ୍ଗ ଷ୍ଟାଡ଼ିୟମରେ ରାଜ୍ୟ ଯୁବ ମହୋତ୍ସବ-୨୦୨୫ ଉଦ୍‌ଯାପିତ

FNN WEB

FNN WEB

Next Post
କଳିଙ୍ଗ ଷ୍ଟାଡ଼ିୟମରେ ରାଜ୍ୟ ଯୁବ ମହୋତ୍ସବ-୨୦୨୫ ଉଦ୍‌ଯାପିତ

କଳିଙ୍ଗ ଷ୍ଟାଡ଼ିୟମରେ ରାଜ୍ୟ ଯୁବ ମହୋତ୍ସବ-୨୦୨୫ ଉଦ୍‌ଯାପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.